Tag: Odisha

Nuapada Bypoll Campaign: ପ୍ରଚାର ମଇଦାନରେ ରାଜୁ ଭାଇ ଢୋଲକିଆଙ୍କ ପତ୍ନୀ

ନୂଆପଡ଼ାରେ ଉପନିର୍ବାଚନ ପାଇଁ ରାଜନୀତି ଏବେ ସରଗରମ ହେବାରେ ଲାଗିଛି । ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ସ୍ୱର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପତ୍ନୀ କଳ୍ପନା ଢୋଲକିଆ । ବିଜେପି ସମର୍ଥିତ ପ୍ରାର୍ଥୀ ଜୟ ଢୋଲକିଆ ତଥା ପୁଅଙ୍କ ସପକ୍ଷରେ ଘର ଘର ବୁଲି…

Goods Train Derailed: ଲାଇନଚ୍ୟୁତ ହେଲା ମାଲବାହୀ ଟ୍ରେନ; ଟ୍ରାକରୁ ବାହାରିଗଲା ଟ୍ରେନର ୧୦ ବଗି

ରାଉରକେଲା-ରାଞ୍ଚି ମୁଖ୍ୟ ରେଳପଥରେ ମାଲବାହୀ ଟ୍ରେନ୍ ଲାଇନଚ୍ୟୁତ । ବାନୋ ଓ କନରାୱା ଷ୍ଟେସନ ମଧ୍ୟରେ ଟ୍ରେନ୍ ଲାଇନଚ୍ୟୁତ ହୋଇଛି । ମାଲବାହୀ ଟ୍ରେନ୍‌ର ପ୍ରାୟ ୧୦ଟି ବଗି ଲାଇନଚ୍ୟୁତ ହୋଇଥିବା ଜଣାପଡିଛି । ଏହାପରେ ରାଉରକେଲା-ରାଞ୍ଚି ରେଳପଥରେ ଟ୍ରେନ ଚଳାଚଳ…

Montha Cyclone: ବାତ୍ୟା ମୋନ୍ଥା ଦ୍ବାରା ୩୩ ବ୍ଲକ୍‌ ଓ ୧୧ ସହରାଞ୍ଚଳ ହୋଇଛି ପ୍ରଭାବିତ: ସୁରେଶ ପୂଜାରୀ

ବାତ୍ୟା ମୋନ୍ଥା ଦ୍ବାରା ୩୩ ବ୍ଲକ୍‌, ୧୧ ସହରାଞ୍ଚଳ ପ୍ରଭାବିତ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ବାତ୍ୟା ମୋନ୍ଥା ଦ୍ଵାରା ଗଜପତି ଗୋଷାଣୀ ନୂଆଗାଁ…

SIExamScam: ଏସ୍ଆଇ ପରୀକ୍ଷା ଘୋଟାଲା ମାମଲା:୧୧୪ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ

ପୁଲିସ୍‌ ସବ୍ ଇନ୍ସପେକ୍ଟର ପରୀକ୍ଷା ଘୋଟାଲା ମାମଲାରେ ଗିରଫ ୧୧୪ ଏସ୍ଆଇ ପରୀକ୍ଷାର୍ଥୀଙ୍କୁ ମିଳିଲା ଜାମିନ। ବ୍ରହ୍ମପୁର ଭିଜିଲାନ୍ସ କୋର୍ଟ ୫୦ ହଜାର ଟଙ୍କା ଓ ୨ ଜାମିନଦାରଙ୍କ ବଦଳରେ ସର୍ତ୍ତମୂଳକ ଜାମିନ ମଞ୍ଜୁର କରିଛନ୍ତି । କିନ୍ତୁ ମାଷ୍ଟରମାଇଣ୍ଡ ମୁନା…

Cyclone Montha: ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ‘ମୋନ୍ଥା’

ବାତ୍ୟା ମୋନ୍ଥାକୁ ନେଇ ବଡ଼ ଅପଡେଟ୍‌ । ନରସାପୁରରେ ଲ୍ୟାଣ୍ଡଫଲ୍ କଲା ଭୀଷଣ ବାତ୍ୟା ମୋନ୍ଥା । ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଗତକାଲି ରାତି ୧୧ଟା ୩୦ରୁ ୧୨ଟା ୩୦ ମଧ୍ୟରେ ଆନ୍ଧ୍ର ଉପକୁଳକୁ ମଛଲିପାଟନମ ଏବଂ କଳିଙ୍ଗପାଟନମ ମଝିରେ…

Cyclone Montha: ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀଙ୍କ ପ୍ରେସମିଟ୍

ବାତ୍ୟା ‘ମୋନ୍ଥା’ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି ଯେ, ୮ ଟି ଜିଲ୍ଲାର ଜିଲ୍ଲାପାଳ ଓ ଆର୍‌ଡିସିଙ୍କ ସହିତ ଗ୍ରାଉଣ୍ଡ ଜିରୋ ସ୍ଥିତି ନେଇ ବିସ୍ତୃତ ଆଲୋଚନା ହୋଇଛି । ଗଣମାଧ୍ୟମକୁ ସୂଚନା ଦେଇ…

Cyclone Montha: ମୋନ୍ଥା ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ବାତ୍ୟା ‘ମୋନ୍ଥା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଜାରି ରହିଛି। ଏହାରି ମଧ୍ୟରେ ମୋନ୍ଥା’ ସମୀକ୍ଷା ପାଇଁ କଣ୍ଟ୍ରୋଲ ରୁମ୍‌ରେ ଉପସ୍ଥିତ ରହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ, SRC ମଧ୍ୟ ଉପସ୍ଥିତ ରହିଛନ୍ତି । ଯେଉଁ…

Nuapada Bypoll: ପ୍ରଭାତୀ ପରିଡ଼ାଙ୍କ ବିରୋଧରେ ନିର୍ବାଚନ ଆଚରଣ ବିଧି ଉଲ୍ଲଂଘନ ଅଭିଯୋଗ ଆଣିଲା ବିଜେଡି

ନୂଆପଡ଼ା ଉପନିର୍ବାଚନରେ ପ୍ରଚାର କରୁଥିବା ଉପମୁଖ୍ୟମନ୍ତ୍ରୀ ତଥା ମହିଳା, ଶିଶୁ ବିକାଶ ଓ ମିଶନଶକ୍ତି ମନ୍ତ୍ରୀ ପ୍ରଭାତୀ ପରିଡ଼ା ନିର୍ବାଚନ ଆଚରଣ ବିଧିର ଖୋଲା ଉଲ୍ଲଙ୍ଘନ କରିଥିବା ତଥ୍ୟ ଓ ପ୍ରମାଣ ସହ ଅଭିଯୋଗ କରିଛି ବିଜେଡି । ଆଜି ବିଜୁ…

Nuapada Bypoll: ଆସନ୍ନ ବାତ୍ୟା ଓ ଉପନିର୍ବାଚନ ପୂର୍ବରୁ ଡିଆଇଜିଙ୍କ ଛୁଟିରେ ଯିବାକୁ ନେଇ
ପ୍ରଶ୍ନ ଉଠାଇଲା ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ମଣ୍ଡଳୀ ଆଜି ରାଜ୍ୟର ମୁଖ୍ୟ ନିର୍ବାଚନ କମିସନରଙ୍କୁ ଭେଟି ଏକ ସ୍ମାରକପତ୍ର ପ୍ରଦାନ କରିଥିଲେ, ଯେଉଁଥିରେ ଦକ୍ଷିଣ ପଶ୍ଚିମାଞ୍ଚଳ ଡିଆଇଜି କନୱର ବିଶାଲ ସିଂ ଅଚାନକ ଛୁଟିରେ ଯିବା ନେଇ ସନ୍ଦେହ ପ୍ରକଟ କରିଛନ୍ତି…

Nuapada Bypoll: ନିରଞ୍ଜନ ବିଶିଙ୍କୁ ଆମେରିକା ଯାତ୍ରାରୁ ରୋକିଲା ବିଜେଡି

ମୁଣ୍ଡ ଉପରେ ନୂଆପଡ଼ା ଉପନିର୍ବାଚନ । ଏ ନେଇ ସରଗରମ ହେଉଛି ରାଜନୈତିକ ପାଣିପାଗ । ନଭେମ୍ବର ୧୧ରେ ନିର୍ବାଚନ ଥିବାବେଳେ ପ୍ରଚାର ପ୍ରସାର ଜୋରଦାର ଚାଲିଛି । ବିଜେପି, ବିଜେଡି ଓ କଂଗ୍ରେସ, ୩ ପ୍ରମୁଖ ଦଳର ନେତା ନୂଆପଡ଼ାରେ…