Tag: Odisha

ରାଜ୍ୟରେ ଡାଇରିଆ ପରିସ୍ଥିତି ନିୟନ୍ତ୍ରଣାଧିନ ଥିବା କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ରାଜ୍ୟର ଛଅଟି ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ଦେଖାଦେଇଥିବା ଡାଇରିଆ ପରିସ୍ଥିତି ଓ ଏହାର ନିୟନ୍ତ୍ରଣ ପାଇଁ ଗ୍ରହଣ କରାଯାଉଥିବା ବିଭିନ୍ନ ପଦକ୍ଷେପ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନ ଠାରେ ସମୀକ୍ଷା କରିଛନ୍ତି । ରାଜ୍ୟରେ ପରିସ୍ଥିତି…

ଓଡିଶା ଛାଡିବ ୱାରୀ ଏନର୍ଜି ଲିମିଟେଡ୍

ଦେଶର ଅଗ୍ରଣୀ ସୋଲାର ଏନର୍ଜି କମ୍ପାନୀ ୱାରୀ ଏନର୍ଜି ଲିମିଟେଡ୍, ଢେଙ୍କାନାଳରେ ପ୍ରସ୍ତାବିତ ସମନ୍ୱିତ ସୌରଶକ୍ତି କାରଖାନା କରିବା ଯୋଜନାରୁ ଓହରିଯାଇଛି । ପ୍ରକଳ୍ପ କାର୍ଯ୍ୟାନ୍ୱୟନରେ ବିଳମ୍ବ ଯୋଗୁଁ ୱାରୀ ଏନର୍ଜି ଏହି ପଦକ୍ଷପ ନେଇଥିବା ସ୍ପଷ୍ଟ କରିଛି ।ଅନ୍ୟ ସ୍ଥାନରେ…

ଆଜି ତୃତୀୟ ଦିନରେ ନବ ଦାସଙ୍କ ଘରେ ଆଇଟି ଚଢ଼ଉ ଜାରି

ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ଘରେ ଆଜି ତୃତୀୟ ଦିନରେ ଜାରି ରହିଛି ଆୟକର ଚଢ଼ାଉ । ସମ୍ବଲପୁରର ମୁଦିପଡ଼ା ଘର ସମେତ ୪ଟି ସ୍ଥାନରେ ଚାଲିଛି ରେଡ୍ । ଘର ସମେତ ବ୍ୟବସାୟିକ ପ୍ରତିଷ୍ଠାନରେ ବି ଚଢ଼ାଉ ଚାଲିଛି ।…

ଓଡ଼ିଶାରେ ଯୋଗ ଉତ୍ସବ; ଯୋଗଦେଲେ ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ଆଜି ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଠାରେ ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବ ବ୍ୟାପାର ବିଭାଗ ପକ୍ଷରୁ ରାଜ୍ୟ ସ୍ତରୀୟ ଯୋଗ ସମାରୋହ ଅନୁଷ୍ଠିତ ହୋଇ ଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ…

ମୋଦୀଙ୍କ ଓଡ଼ିଶା ଗସ୍ତକୁ କଂଗ୍ରେସର ବିରୋଧ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ମୋଦୀଙ୍କ ଓଡ଼ିଶା ଗସ୍ତକୁ ବିରୋଧ କରିଛି କଂଗ୍ରେସ । ବର୍ଷ ଏକ ପ୍ରତାରଣା ଅନେକ ନାରା ଦେଇ ପ୍ରତିବାଦ କରିଛନ୍ତି କଂଗ୍ରେସ ନେତା । ଆଜି ପିସିସି ସଭାପତି ଭକ୍ତ ଚରଣ…

ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ରାଜ୍ୟରେ ମୋହନ ସରକାରଙ୍କ ଏକ ବର୍ଷ ପୂର୍ତ୍ତି ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡ଼ିଶା ଗସ୍ତରେ ଆସୁଛନ୍ତି । ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ସେ…

ପରଲୋକରେ ଲୋକସେବକ ମଣ୍ଡଳର ରାଷ୍ଟ୍ରୀୟ ସମ୍ପାଦକ ନିରଞ୍ଜନ ରଥ

ନିରଞ୍ଜନ ରଥଙ୍କ ପରଲୋକ । ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି ଲୋକସେବକ ମଣ୍ଡଳର ସେ ଥଲେ ରାଷ୍ଟ୍ରୀୟ ସମ୍ପାଦକ ତଥା ବିଶିଷ୍ଟ ସମାଜସେବୀ ଥିଲେ ନିରଞ୍ଜନ ରଥ । ଚିକିତ୍ସାଧିନ ଅବସ୍ଥାରେ ଆଖିବୁଜିଛନ୍ତି ନିରଞ୍ଜନ ରଥ । ଗତକାଲି ରାତି ୧୧ଟାରେ…

ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଦିଲ୍ଲୀରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା କଂଗ୍ରେସ

ଗୋପାଳପୁର ଗଣଦୁଷ୍କର୍ମ ଘଟଣା ପରେ, ଓଡ଼ିଶାରେ ବଢ଼ୁଥିବା ଗଣଦୁଷ୍କର୍ମ ଘଟଣାକୁ ନେଇ ଏବଂ ରାଜ୍ୟରେ ମହିଳାଙ୍କ ସୁରକ୍ଷା ନେଇ ପ୍ରଶ୍ନ ଉଠାଇଲେ କଂଗ୍ରେସ ମହିଳା ନେତ୍ରୀ ଓ ବିଧାୟିକା । ଦିଲ୍ଲୀର ଅଖିଳ ଭାରତୀୟ କଂଗ୍ରେସ କମିଟି (ଏଆଇସିସି) ମୁଖ୍ୟାଳୟରେ ସାମ୍ବାଦିକ…

ଡାଇରିଆ ପାଇଁ ଭଦ୍ରକରେ ୨୧ ଓ ଯାଜପୁରରେ ୨୪ ଯାଏଁ ବନ୍ଦ ବନ୍ଦ ରହିବ ସମସ୍ତ ସ୍କୁଲ

ରାଜ୍ୟର ବିଭିନ୍ନ ଜିଲ୍ଲାରେ ଝାଡ଼ାବାନ୍ତି ସ୍ଥିତି ଅଣାୟତ୍ତ । ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି । ଗ୍ରୀଷ୍ମ ଅବକାଶ ପରେ ଆସନ୍ତାକାଲି ସ୍କୁଲ ଖୋଲିବାକୁ ଥିବା ବେଳେ ଡାଇରିଆ ସ୍ଥିତିକୁ ଦୃଷ୍ଟିରେ ରଖି ଆସନ୍ତା ୨୪ ତାରିଖ ପର୍ଯ୍ୟନ୍ତ…

୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ମୋଦି

ଆସନ୍ତାକାଲି ୧୯ ହଜାର କୋଟି ଟଙ୍କାର ପ୍ରକଳ୍ପର ଶିଳାନ୍ୟାସ ଓ ଉଦ୍‌ଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୬୦ ଟି ପ୍ରକଳ୍ପର ଶିଳାନ୍ୟାସ ଏବଂ ୪୫ ଟି ପ୍ରକଳ୍ପର ଲୋକାର୍ପଣ କରିବେ ପ୍ରଧାନମନ୍ତ୍ରୀ ମୋଦି । ଏନେଇ ରାଜ୍ୟ ବିଜେପି…