ରାଜ୍ୟ ଜଳଛାୟା ପ୍ରକଳ୍ପର ଅଧିକାରୀ କହି ସରକାରୀ ଆକାଉଣ୍ଟରୁ ଲୁଟିଲେ ଅଭିଯୁକ୍ତ June 5, 2025 Nirvay ନବରଙ୍ଗପୁର ଜିଲ୍ଲା ଉମରକୋଟ ୟୁନିଅନ୍ ବ୍ୟାଙ୍କ୍ରୁ ୨୨ ଲକ୍ଷ ୫୭ ହଜାର ଟଙ୍କା ଠକେଇ ଅଭିଯୋଗରେ ଆଜି କଳାହାଣ୍ଡି ଜିଲ୍ଲା ଜୟପାଟଣାର ଅଭିଯୁକ୍ତ ଶ୍ରୀଧରକୁ ପୋଲିସ ଉଠାଇନେଇଛି । ଜଳଛାୟା ପ୍ରକଳ୍ପର ଅଧିକାରୀ କହି ଶ୍ରୀଧର ସରକାରୀ ଆକାଉଣ୍ଟରୁ ଟଙ୍କା ଲୁଟିଥିବା…
ରାଜନୀତି ରାଜ୍ୟ ବିବାହ ବନ୍ଧନରେ ବାନ୍ଧି ହେଲେ ପିନାକୀ ମିଶ୍ର ଓ ମହୁଆ ମୋଇତ୍ରା June 5, 2025 Nirvay ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ବିଜେଡିର ପୂର୍ବତନ ସାଂସଦ ପିନାକୀ ମିଶ୍ର ଓ ତୃଣମୂଳ କଂଗ୍ରେସ ସାଂସଦ ମହୁଆ ମୋଇତ୍ରା । ଜାତୀୟ ଗଣମାଧ୍ୟମ ଦ ଟେଲିଗ୍ରାଫରେ ଏନେଇ ଖବର ପ୍ରକାଶ ପାଇଛି । ଦୁଇ ଜଣଙ୍କ ମଧ୍ୟରେ ପୂର୍ବରୁ ବନ୍ଧୁତା…
ତାଜା ଖବର ରାଜ୍ୟ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦୀ June 5, 2025 Papirani ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବିଜେପି ସରକାରକୁ ବର୍ଷେ ପୁରିଥିବାରୁ ସରକାର ଏହାକୁ ଧୁମଧାମରେ ପାଳନ କରିବାକୁ ଯାଉଛନ୍ତି । ରାଜ୍ୟ ସରକାରଙ୍କ ବର୍ଷ ପୂର୍ତ୍ତିରେ ସାମିଲ ହେବା ପାଇଁ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ। ଜୁନ୍ ୧୧ କିମ୍ବା…
ତାଜା ଖବର ରାଜ୍ୟ ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ ଗଣେଶ୍ବର ବେହେରା June 5, 2025 Papirani ଶିକ୍ଷକଙ୍କ ବଦଳି କ୍ଷମତା ପ୍ରତ୍ୟାହାର ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କୁ ଚିଠି ଲେଖିଲେ କେନ୍ଦ୍ରାପଡ଼ା ବିଧାୟକ ଗଣେଶ୍ବର ବେହେର। ସେ ଲେଖିଛନ୍ତି ବିଧାୟକମାନେ ନିଜ ଜିଲ୍ଲା ଭିତରେ ପ୍ରତିବର୍ଷ ୧୫ଜଣ ଶିକ୍ଷକ କିମ୍ବା ଶିକ୍ଷୟିତ୍ରୀଙ୍କ ବଦଳି ପାଇଁ ସୁପାରିସ କରିପାରିବେ। ରାଜ୍ୟ ସରକାରଙ୍କ…
ରାଜ୍ୟ ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ June 4, 2025 Nirvay ରାଜ୍ୟରେ ୧୩ ବିଶ୍ୱବିଦ୍ୟାଳୟରେ କୁଳପତି ପଦ ପାଇଁ ଦରଖାସ୍ତ ଆହ୍ୱାନ ହୋଇଛି । ଏନେଇ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଯେ କୌଣସି ବିଶ୍ୱବିଦ୍ୟାଳୟରେ ପ୍ରଫେସର ଭାବେ ୧୦ ବର୍ଷର ଅଭିଜ୍ଞତା ଥିବ କିମ୍ବା ସମକକ୍ଷ…
ରାଜ୍ୟ ଢେଙ୍କାନାଳରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ June 4, 2025 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଢେଙ୍କାନାଳ ଠାରେ ପ୍ରାୟ ୫୦ ହଜାର କୋଟି ଟଙ୍କାରୁ ଉର୍ଦ୍ଧ୍ୱ ବିଭିନ୍ନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ, ପ୍ରାୟ ୧୮୮ କୋଟି ଟଙ୍କାର ବିଭିନ୍ନ ଉନ୍ନୟନ ମୂଳକ ପ୍ରକଳ୍ପର ଶୁଭ ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ…
ତାଜା ଖବର ରାଜନୀତି ରାଜ୍ୟ ଭୁଲ ଇଞ୍ଜେକସନରେ ୬ ଜଣଙ୍କ ମୃତ୍ୟୁ ଘଟଣା; ମୃତକ ପରିବାରକୁ ୨୫ ଲକ୍ଷ ଟଙ୍କା ଦେବାକୁ ଦାବି କଲା କଂଗ୍ରେସ June 4, 2025 Papirani କୋରାପୁଟ ଜିଲ୍ଲାର ସହିଦ୍ ଲକ୍ଷ୍ମଣ ନାୟକ ମେଡିକାଲ୍ କଲେଜ ଓ ହସ୍ପିଟାଲରେ ନର୍ସଙ୍କ ଭୁଲ୍ ଇଞ୍ଜେକସନ୍ ଯୋଗୁଁ ୬ ଜଣଙ୍କ ମୃତ୍ୟୁ ଘଟଣାରେ ସରକାରଙ୍କୁ ଟାର୍ଗେଟ କରିଛି କଂଗ୍ରେସ। କଂଗ୍ରେସ କହିଛି ସରକାର ହତ୍ୟା କରିଛନ୍ତି। ଏଥିପାଇଁ ସରକାର ଦାୟୀ। ତେଣୁ…
ତାଜା ଖବର ରାଜ୍ୟ ଆସନ୍ତା ୬ ତାରିଖରେ ପୂରଣ ହେବ ୮୨୬ ପିଜିଟି ଶିକ୍ଷକ ପଦବୀ June 4, 2025 Papirani ଆସନ୍ତା ୬ ତାରିଖରେ ନିଯୁକ୍ତି ପତ୍ର ବାଣ୍ଟିବେ ମୁଖ୍ୟମନ୍ତ୍ରୀ । ପ୍ରଦାନ କରିବେ ୮୨୬ ପିଜିଟି ଶିକ୍ଷକଙ୍କୁ ନିଯୁକ୍ତି ପତ୍ର । ଏ ନେଇ ଆଜି ସୂଚନା ଦେଇଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି…
ରାଜ୍ୟ କେନ୍ଦ୍ରୀୟ ଡେପୁଟେସନରେ ଗଲେ ଆଇଏଏସ ଆଶିଷ ଠାକରେ June 3, 2025 Nirvay କେନ୍ଦ୍ରୀୟ ଡେପୁଟେସନରେ ଗଲେ ଓଡ଼ିଶା କ୍ୟାଡରର ୨୦୧୧ ମସିହାର ଆଇଏଏସ ଅଧିକାରୀ ଆଶିଷ ଠାକରେ । ତାଙ୍କୁ କେନ୍ଦ୍ରୀୟ କର୍ମଚାରୀ ଯୋଜନା ଅଧୀନରେ ପାଞ୍ଚ ବର୍ଷ ପାଇଁ ଦିଲ୍ଲୀର ଭିନ୍ନକ୍ଷମ ସଶକ୍ତିକରଣ ବିଭାଗର ନିର୍ଦ୍ଦେଶକ ଭାବରେ ନିଯୁକ୍ତି ଦିଆଯାଇଛି । ଏହି…
ରାଜ୍ୟ କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ June 3, 2025 Nirvay ରାଜଧାନୀରେ ବଦଳିଲା ପାଗ । ରାଜଧାନୀର ବିଭିନ୍ନ ସ୍ଥାନରେ ହଠାତ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ…