Tag: Odisha

କାଳବୈଶାଖୀ ବର୍ଷାରେ ଭିଜିଲା ଭୁବନେଶ୍ୱର; ଘର ଭୁଶୁଡ଼ି ଚାପି ହୋଇଗଲେ ୩ ଶ୍ରମିକ

ରାଜଧାନୀରେ ବଦଳିଲା ପାଗ । ରାଜଧାନୀର ବିଭିନ୍ନ ସ୍ଥାନରେ ହଠାତ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେଉଥିବାବେଳେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି । କିଛି ସ୍ଥାନରେ କୁଆପଥର ବର୍ଷା ମଧ୍ୟ ହୋଇଛି । ଭୁବନେଶ୍ୱରର ପୋଖରୀପୁଟ ଅଞ୍ଚଳରେ ଥିବା ଲିଙ୍ଗରାଜ ବିହାରରେ…

ପରିବର୍ତ୍ତନ ହେଲା ପୁରୀ-ରାଉରକେଲା ବନ୍ଦେ ଭାରତ ସାପ୍ତାହିକ ବନ୍ଦ ଦିବସ

ପରିବର୍ତ୍ତନ ହେଲା ବନ୍ଦେ ଭାରତର ବନ୍ଦ ରହିବା ସାପ୍ତାହିକ ବନ୍ଦ ଦିବସ । ପୁରୀ-ରାଉରକେଲା-ପୁରୀ ବନ୍ଦେ ଭାରତ ଏକ୍ସପ୍ରେସ ଏଣିକି ଶନିବାର ବଦଳରେ ମଙ୍ଗଳବାର ବନ୍ଦ ରହିବ । ଆସନ୍ତା ୭ ତାରିଖ ଶନିବାର ଠାରୁ ପ୍ରତି ଶନିବାର ପୁରୀ-ରାଉରକେଲା-ପୁରୀ ବନ୍ଦେ…

ଦେବଗଡ଼କୁ ୨୦୫ କୋଟି ଟଙ୍କା ମୂଲ୍ୟର ପ୍ରକଳ୍ପ ଭେଟି ଦେଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦେବଗଡ଼ ଜିଲ୍ଲା ଗସ୍ତରେ ଯାଇ ସେଠାରେ ପ୍ରାୟ ୨୦୫ କୋଟି ଟଙ୍କା ମୂଲ୍ୟର ୧୫ଟି ବିଭିନ୍ନ ଜନକଲ୍ୟାଣକାରୀ ପ୍ରକଳ୍ପର ଶୁଭ ଉଦ୍‍ଘାଟନ ଓ ଭିତ୍ତି ପ୍ରସ୍ତର ସ୍ଥାପନ କରିଛନ୍ତି । ଏଥିସହିତ ଦେବଗଡ଼ ଜିଲ୍ଲା…

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର

ପୁଣି ବଦଳିଲା ପ୍ରାଥମିକ ଶିକ୍ଷକଙ୍କ ବଦଳି କ୍ୟାଲେଣ୍ଡର । ଜିଲ୍ଲା ଭିତରେ ଓ ଜିଲ୍ଲା ବାହାରକୁ ବଦଳି ପାଇଁ ଆବେଦନ ଅନୁମତି । ଜୁନ ୬ ତାରିଖ ଭିତରେ ପୋର୍ଟାଲ ଜରିଆରେ ଆବେଦନ କରିବେ । ଜୁନ ୭ ବଦଳି ଆବେଦନର…

ବର୍ତ୍ତମାନ ବଢିବ ନାହିଁ କ୍ଷୀର ମୂଲ୍ୟ: ଓମଫେଡ

ଗ୍ରାହକଙ୍କ ପାଇଁ ଖୁସି ଖବର। ବର୍ତ୍ତମାନ ବଢିବ ନାହିଁ କ୍ଷୀର ମୂଲ୍ୟ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜୁନ୍ ୧୩ ତାରିଖରୁ ଓଡ଼ିଶା ରାଜ୍ୟ ସମବାୟ କ୍ଷୀର ଉତ୍ପାଦକ ମହାସଂଘ (OMFED) କ୍ଷୀର ମୂଲ୍ୟ ଲିଟର ପିଛା ୪ ଟଙ୍କା…

ପ୍ରକାଶ ପାଇଲା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ

ପିଜି ନାମଲେଖା ପାଇଁ ହୋଇଥିବା ଏକକ ପିଜି ପ୍ରବେଶିକା ପରୀକ୍ଷା ଫଳ ସୋମବାର ଦିନ ପ୍ରକାଶ ପାଇଛି । ଏଥିରେ ମୋଟ ୬୨,୩୨୧ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ । ସେମାନଙ୍କ ମଧ୍ୟରୁ ୫୬,୯୭୬ ଜଣ ପରୀକ୍ଷା ଦେଇଥିଲେ । ୩୦,୮୦୨…

ନିଖିଳ ପବନ କଲ୍ୟାଣ ଓଡ଼ିଶାର ନୂଆ ଜନଗଣନା ପରିଚାଳନା ନିର୍ଦ୍ଦେଶକ

ଆଇଏଏସ ଅଧିକାରୀ ନିଖିଲ ପବନ କଲ୍ୟାଣଙ୍କୁ ମିଳିଲା ନୂଆ ଦାୟିତ୍ୱ । ସେ ଜନଗଣନା ପରିଚାଳନା ନିର୍ଦ୍ଦେଶକ (ଡିସିଓ) ଭାବେ ନୂଆ ଦାୟିତ୍ୱ ତୁଲାଇବେ । କେନ୍ଦ୍ର କାର୍ମିକ ଏବଂ ତାଲିମ ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ମୁଖ୍ୟ ଶାସନ ସଚିବଙ୍କୁ ପଠାଯାଇଥିବା…

ବ୍ରହ୍ମପୁର MKCGରେ ରାଗିଂ ଘଟଣା; ୨ ହାଉସ୍‌ ସର୍ଜନଙ୍କୁ ୨୫ ହଜାର ଜରିମାନା

ବ୍ରହ୍ମପୁର MKCGରେ ରାଗିଂ ଘଟଣା ୨ ହାଉସ୍‌ ସର୍ଜନଙ୍କୁ ଜରିମାନା । ଜଣେ ଚତୁର୍ଥ ବର୍ଷ ଛାତ୍ରଙ୍କୁ ରାଗିଂ ଅଭିଯୋଗରେ ଜରିମାନା କରାଯାଇଛି । ଜରିମାନା ବାବଦକୁ ୨୫ ହଜାର ଟଙ୍କା ଲେଖାଏ ଦେବାକୁ କୁହାଯାଇଛି। ଛାତ୍ର ଜଣଙ୍କ ଆଣ୍ଟି ରାଗିଂ…

ଭଦ୍ରକରେ ପ୍ରାୟ ୨୭୫ କୋଟିର ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଭଦ୍ରକ ଜିଲ୍ଲାର ବାଲିଆପଡା ଠାରେ ପ୍ରାୟ ୨୭୫ କୋଟି ଟଙ୍କାର ସମୁଦାୟ ୧୩ଟି ପ୍ରକଳ୍ପର ଉଦଘାଟନ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହିତ ଭଦ୍ରକରେ ସରକାରୀ ବିଶ୍ୱବିଦ୍ୟାଳୟ ସ୍ଥାପନା ହେବ ବୋଲି…

ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର

ରାଜ୍ୟରେ ଗ୍ରୀଷ୍ମ ଲହରୀ ଜାରି ରହିଥିବା ବେଳେ ଆଜି ଭୁବନେଶ୍ୱରର ତାପମାତ୍ରା ଉତ୍ତପ୍ତ ସହରର ରେକର୍ଡ ଭାଙ୍ଗିଛି। ରାଜ୍ୟରେ ଆଜି ସବୁଠୁ ଉତ୍ତପ୍ତ ସହର ଭୁବନେଶ୍ୱର । ଫଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି । ସାଢ଼େ ୨ ସୁଦ୍ଧା ଭୁବନେଶ୍ବର ତାପମାତ୍ରା…