Tag: Odisha

ରାଜ୍ୟରେ ୧୫କୁ ଛୁଇଁଲା କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଓଡ଼ିଶାରେ କ୍ରମାଗତ ଭାବେ ବଢିଚାଲିଛି କୋଭିଡ୍‌ ଆକ୍ରାନ୍ତଙ୍କ ସଂଖ୍ୟା । ରାଜ୍ୟରେ ଏବେ ଆଉ ୩ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ପୂର୍ବରୁ ୧୨ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ । ଏହାଫଳରେ ଆକ୍ରାନ୍ତଙ୍କ ସଂଖ୍ୟା ଏବେ ୧୫କୁ…

ରାଜ୍ୟରେ ଚଳିତ ମାସ ସୁଦ୍ଧା ଆସିବ ନୂତନ ଅବକାରୀ ନୀତି

ରାଜ୍ୟରେ ଏହିମାସରେ ଲାଗୁ ହେବ ନୂତନ ଅବକାରୀ ନୀତି । ରାଜ୍ୟ ସରକାରଙ୍କ ପାଇଁ ଏହା ଏକ ନୂଆ ଆହ୍ୱାନ ହେବ। ଚଳିତ ମାସ ଦ୍ବିତୀୟ କିମ୍ବା ତୃତୀୟ ସପ୍ତାହ ବେଳକୁ ଲାଗୁ ହେବାକୁ ଯାଉଛି। ନୂଆ ମଦ ନୀତିରେ ନୂଆ…

ରାଜ୍ୟରେ ଗୁଳୁଗୁଳି ସହ ବଢ଼ୁଛି ତାପମାତ୍ରା

ରାଜ୍ୟରେ ତାପମାତ୍ରା ବୃଦ୍ଧି ସହ ବଢିଛି ଗୁଳୁଗୁଳି । ସକାଳ ୧୧.୩୦ ସୁଦ୍ଧା ରାଜଧାନୀରେ ୩୭ ଡ଼ିଗ୍ରୀ ଛୁଇଁଲା ତାପମାତ୍ରା । ୫୫.୪ ପ୍ରତିଶତ ଆର୍ଦ୍ରତା ଯୋଗୁଁ ରାଜଧାନୀରେ ଗୁଳୁଗୁଳି ଅନୁଭୂତ ହୋଇଛି । ଆଜି ଭୁବନେଶ୍ୱରର ତାପମାତ୍ରା ୩୭.୪ ରେକର୍ଡ…

ଭାରସାମ୍ୟ ହରାଇ ବିଜାଘାଟିରେ ଓଲଟିଲା ବସ୍‌, ୫୦ରୁ ଅଧିକ ଯାତ୍ରୀ ଚାପିହୋଇଥିବା ସନ୍ଦେହ

ଭାରସାମ୍ୟ ହରାଇ ଘାଟିରେ ଓଲଟିଲା ଯାତ୍ରୀବାହୀ ବସ୍‌ । ମାଲକାନଗିରିର ବିଜାଘାଟିରେ ଭାରସାମ୍ୟ ହରାଇ ଯାତ୍ରୀବାହୀ ବସ୍‌ ଦୁର୍ଘଟଣା । ଆଜି ସକାଳେ ହାଇଦ୍ରାବାଦରୁ ବଲାଙ୍ଗୀର ଯାତ୍ରୀଙ୍କୁ ଧରି ଫେରିବା ବେଳେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି । ବସ୍‌ରେ ୫୦ରୁ ଅଧିକ…

ବିଜେଡ଼ିରେ ମିଶିଲେ ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ଦଳର ନେତୃବୃନ୍ଦ

ନବରଙ୍ଗପୁର ଜିଲ୍ଲା ଅନ୍ତର୍ଗତ ନବରଙ୍ଗପୁର ବିଧାନସଭା ନିର୍ବାଚନ ମଣ୍ଡଳୀର ୨୦୨୪ ସାଧାରଣ ନିର୍ବାଚନ କଂଗ୍ରେସ ପ୍ରାର୍ଥୀ ଦିଲ୍ଲୀପ ପ୍ରଧାନୀଙ୍କ ନେତୃତ୍ୱରେ ଶତାଧିକ ପିଆରଆଇ ସଦସ୍ୟ ଓ କର୍ମୀ ଆଜି ଶଙ୍ଖଭବନ ଠାରେ ବିଜୁ ଜନତା ଦଳ ବିଧାୟକ ତଥା ଜିଲ୍ଲା ସଭାପତି…

୨ ଟଙ୍କା ବଢ଼ିବ ଓମ୍‌ଫେଡ୍‌ କ୍ଷୀର

ମହଙ୍ଗା ହେବ ଓମ୍‌ଫେଡ୍‌ କ୍ଷୀର । ଲିଟର ପିଛା ୨ ଟଙ୍କା ବଢ଼ିବ ଓମ୍‌ଫେଡ୍‌ କ୍ଷୀର । ପୂର୍ବରୁ ବଜାରରେ ଓମଫେଡ୍‌ କ୍ଷୀର ପ୍ୟାକେଟ୍‌ ମୂଲ୍ୟ ୨୬ ଟଙ୍କା ରହିଥିବା ବେଳେ ଏବେ ତାହା ବଢ଼ିଯିବ। ୪ ଟଙ୍କା ବୃଦ୍ଧି ହେବାର…

ଲିଟର ପିଛା ୩ ଟଙ୍କା ଅଧିକ ପାଇବେ ଦୁଗ୍ଧ ଚାଷୀ; ଘୋଷଣା କଲେ ରାଜ୍ୟ ସରକାର

ଓମ୍‌ଫେଡ୍‌ ଦୁଗ୍ଧ ଚାଷୀଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା ।ଆଜିଠାରୁ ଲିଟର ପିଛା ୩ ଟଙ୍କା ଅଧିକ ପାଇବେ ଓମ୍‌ଫେଡ୍‌ ଦୁଗ୍ଧ ଚାଷୀ । ୩୦ ଟଙ୍କା ପରିବର୍ତ୍ତେ ୩୩ ଟଙ୍କା ପାଇବେ ଦୁଗ୍ଧଚାଷୀ। ଦୁଗ୍ଧଚାଷୀଙ୍କ ପାଇଁ ବର୍ଦ୍ଧିତ ଦର ଆଜିଠାରୁ…

ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର

ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର । ଭବାନୀପାଟଣା ଜୁନାଗଡ଼ ଜାତୀୟ ରାଜପଥ ୨୬ ଉପରେ ଏଏସଆଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ନିକଟରେ ଦରପୋଡ଼ା ବାଇକ ମଧ୍ୟ ପଡ଼ି ରହିଛି। କେଗାଁ ଥାନା ଏଏସଆଇ ପବିତ୍ର କିଛିଦିନ ହେବ ଭବାନୀପାଟଣା…

ରାଜ୍ୟରେ ଆଉ ୩ ନୂଆ କରୋନା ସଂକ୍ରମିତ ଚିହ୍ନଟ

ରାଜ୍ୟରେ ବଢୁଛି କୋଭିଡ ଆକ୍ରାନ୍ତଙ୍କ ସଂଖ୍ୟା । ଓଡ଼ିଶାରେ ଆଉ ୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ । ପରୀକ୍ଷା ପରେ ସେମାନେ କରୋନା ପଜିଟିଭ ବାହାରିଛନ୍ତି। ଏହାଫଳରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦୁଇ ଅଙ୍କ ଛୁଇଁ ୧୧କୁ ବୃଦ୍ଧି ପାଇଛି।…

ରାଜ୍ୟରେ ପ୍ରଥମ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ!

ରାଜ୍ୟରେ ଚଳିତ ବର୍ଷର ପ୍ରଥମ କୋଭିଡ୍‌ ମୃତ୍ୟୁ ଅଭିଯୋଗ । ଭୁବନେଶ୍ବରରେ ଜଣେ କୋଭିଡ୍‌ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । କିଛି ଦିନ ତଳେ କୋଭିଡ୍‌ ପଜିଟିଭ୍‌ ଚିହ୍ନଟ ହୋଇଥିଲେ ଏହା ସହ ସେ ବହୁବିଧ ରୋଗରେ ଆକ୍ରାନ୍ତ…