Tag: Odisha

କେରଳ ଛୁଇଁଲା ମୌସୁମୀ; ୧୬ ବର୍ଷ ପରେ ଆସିଲା ସଅଳ

ଚାଷୀଙ୍କ ପାଇଁ ଖୁସି ଖବର । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଆଜି କେରଳ ଛୁଇଁଛି । ନିର୍ଦ୍ଧାରିତ ସମୟର ୮ ଦିନ ପୂର୍ବରୁ କେରଳରେ ମୌସୁମୀ ପାଦ ଦେଇଛି । ସାଧାରଣତଃ ଜୁନ ଦ୍ଵିତୀୟ ସପ୍ତାହରେ ମୌସୁମୀ ଓଡ଼ିଶା ଛୁଇଁଥାଏ ।…

ଶିକାରୀ ଗୁଳିରେ ମୃତ ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଶିକାରୀ ଗୁଳିରେ ମୃତ୍ୟୁ ବରଣ କରିଥିବା ଫରେଷ୍ଟ ଗାର୍ଡଙ୍କ ପରିବାରକୁ ୩୦ ଲକ୍ଷ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏଥିସହ ଘଟଣାସ୍ଥଳକୁ ଯାଇ ଅଧିକ ତଦନ୍ତ କରିବାକୁ ପିସିସିଏଫଙ୍କୁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି ।…

ପୁରୀ ଶଙ୍କରାଚାର୍ଯ୍ୟ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ସୁରକ୍ଷା ନେଇ ମୁଖ୍ୟମନ୍ତ୍ରୀଙ୍କ ବୈଠକ

ଆଜି ଲୋକସେବା ଭବନ ଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ପୁରୀ ବାଲିସାହି ସ୍ଥିତ ଶଙ୍କରାଚାର୍ଯ୍ୟଙ୍କ ଗୋବର୍ଦ୍ଧନ ପୀଠର ସଂରକ୍ଷଣ ଓ ବିକାଶ ସମ୍ପର୍କିତ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ପୁରୀ ଗୋବର୍ଦ୍ଧନ ପୀଠର ସୁରକ୍ଷା…

ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକ୍ନୋଲୋଜି

ବଢ଼ିବ ଶ୍ରୀମନ୍ଦିରର ସୁରକ୍ଷା । ଏଣିକି ପୁରୀ ଶ୍ରୀମନ୍ଦିରରେ ଲାଗିବ ଆଣ୍ଟିଡ୍ରୋନ ଟେକନୋଲୋଜି । ଏନେଇ ପୋଲିସ ବିଭାଗ ସହ ଆଇନ ବିଭାଗ ଆଲୋଚନା କରିଥିବା କହିଛନ୍ତି ଆଇନମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଏହି ଟେକ୍ନୋଲୋଜି ଲାଗିଲେ ଡ୍ରୋନ ଉଡ଼ି ପାରିବନି…

ଓଡ଼ିଶାରେ ଏବେ କୋଭିଡ୍‌ ଲହର ନଥିବା ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱରରେ ଜଣେ କରୋନା ପଜିଟିଭ ଚିହ୍ନଟ ହେବା ପରେ ସାରା ରାଜ୍ୟରେ ଆତଙ୍କ ଖେଳିଯାଇଛି । ତେଣୁ ରାଜ୍ୟରେ କୋଭିଡ଼ ସଂକ୍ରମଣକୁ ନେଇ ରାଜ୍ୟବାସୀ ଭୟଭୀତ ନ ହେବାକୁ ସ୍ୱାସ୍ଥ୍ୟ ବିଭାଗ ତରଫରୁ କୁହାଯାଇଛି । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ରଙ୍କ…

୨୭ ରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର; ସପ୍ତାହେ ରହିବ କାଳବୈଶାଖୀ ବର୍ଷାର ପ୍ରଭାବ

ପାଣିପାଗ ବିଭାଗର ଆକଳନ ଅନୁସାରେ, ଆସନ୍ତା ୨୭ ତାରିଖରେ ପଶ୍ଚିମ କେନ୍ଦ୍ରୀୟ ଓ ତାର ପାଶ୍ୱବର୍ତ୍ତୀ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ଅଛି । ଏହାର ୨ ଦିନ ଭିତରେ ଲଘୁଚାପ ଅଧିକ ଘନୀଭୂତ ହୋଇ ରାଜ୍ୟର ବିଭିନ୍ନ…

ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିରର ହେବ ପୁନଃବାସ

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ସମୟରେ ଭଙ୍ଗା ଯାଇଥିବା ମଠ, ମନ୍ଦିର, ବିଜେସ୍ଥଳୀ ଗୁଡ଼ିକୁ ପୁନଃସ୍ଥାପନ କରିବେ ରାଜ୍ୟ ସରକାର । ୧୯ଟି ମଠକୁ ପୁନଃର୍ବାସ ପାଇଁ ପ୍ରକ୍ରିୟା ଆରମ୍ଭ କରିଛନ୍ତି ଓଡିଶା ସରକାର । ଗୋଟିଏ ଜାଗାରେ ମଠ ଗୁଡ଼ିକର ବିଜେସ୍ଥଳୀ…

ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା

ଏଥର ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ରାଜ୍ୟର ବିଭିନ୍ନ ସ୍ଥାନରେ ରଥଯାତ୍ରା ପାଇଁ ମିଳିବ ସରକାରୀ ସହାୟତା । ଏନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ସେ କହିଛନ୍ତି ରଥ ନିର୍ମାଣ ଓ…

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି: ପୃଥ୍ୱୀରାଜ ହରିଚନ୍ଦନ

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁହେବ ନୂଆ ଅବକାରୀ ନୀତି । ଏନେଇ ସୂଚନା ଦେଇଛନ୍ତି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଜୁନ୍‌ ୧୫ରୁ ଜୁନ୍‌ ୨୦ ଭିତରେ ନୂତନ ନୀତି ଆସିବ ବୋଲି ସୂଚନା ଦେଇଛନ୍ତି ପୃଥ୍ୱୀରାଜ ହରିଚନ୍ଦନ । ସେ…

ସାବିତ୍ରୀ ଅମାବାସ୍ୟା ଛୁଟି ତାରିଖ ପରିବର୍ତ୍ତନ; ମେ ୨୭ ପରିବର୍ତ୍ତେ ହେବ ୨୬ ତାରିଖରେ ଛୁଟି

ମେ’୨୬ରେ ସାବିତ୍ରୀ ଅମାବାସ୍ୟା ଛୁଟି ନେଇ ଘୋଷଣା ।ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାବିତ୍ରୀ ଅମାବାସ୍ୟା ପାଇଁ ସରକାରୀ ଛୁଟିକୁ ମେ ୨୭ ତାରିଖ ପରିବର୍ତ୍ତେ ମେ ୨୬ ତାରିଖରେ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି। ଏ ସମ୍ପର୍କିତ ପ୍ରସ୍ତାବକୁ ଅନୁମୋଦନ…