Tag: Odisha

ଭୁବନେଶ୍ଵରରେ କରୋନା ଆକ୍ରାନ୍ତ୍ର ଚିହ୍ନଟ ଘଟଣା; ବ୍ୟସ୍ତ ନ ହେବାକୁ ପରାମର୍ଶ ଦେଲେ ସ୍ବାସ୍ଥ୍ୟ ସଚିବ

ଭୁବନେଶ୍ଵରରେ କରୋନା ଆକ୍ରାନ୍ତ୍ର ଚିହ୍ନଟ ପରେ ତତ୍ପରତା ଦେଖାଇଛି ସ୍ୱାସ୍ଥ୍ୟବିଭାଗ । ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସ୍ୱାସ୍ଥ୍ୟ ବିଭାଗର ସଚିବ ଏସ୍‌. ଅଶ୍ୱଥୀଙ୍କୁ ଭେଟିି ନୂଆ କୋଭିଡ଼ ଭୂତାଣୁ ଚିହ୍ନଟ ନେଇ ରିପୋର୍ଟ ଦେଇଛନ୍ତି । ଏହା ପରେ କୋଭିଡ୍‌କୁ…

ଭିଜିଲାନ୍ସ ଜାଲରେ ଏଏସଆଇ

ଭିଜିଲାନ୍ସ ଜାଲରେ ଏଏସଆଇ । ଲଞ୍ଚ ନେଇ ଭିଜିଲାନ୍ସ ଜାଲରେ ଧରାପଡିଲେ ତିଗିରିଆ ଥାନା ଏଏସଆଇ ପ୍ରଦୀପ କୁମାର ବେହେରା। ଏକ ଫୌଜଦାରୀ ମାମଲାର ରଫାଦଫା ନିମନ୍ତେ ୫୦୦୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡି ବସିଲା ଭିଜିଲାନ୍ସ। ପ୍ରଦୀପଙ୍କୁ…

ଭୁବନେଶ୍ୱରରେ କରୋନା ଆକ୍ରାନ୍ତ ଚିହ୍ନଟ

ସାରା ଦେଶରେ ଆସ୍ତେ ଆସ୍ତେ କରୋନା ମହାମାରୀ ପୁଣି କାୟା ବିସ୍ତାର କରୁଛି । ଯାହାଫଳରେ ସବୁଠି କରୋନାର ଭୟ ଖେଳିଯାଇଛି । ଏହାରି ମଧ୍ୟରେ ଏବେ ରାଜ୍ୟ ରାଜଧାନୀ ଭୁବନେଶ୍ୱରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଆକ୍ରାନ୍ତ…

ଛତିଶା ନିଯୋଗ ବୈଠକରେ ବଡ଼ ନିଷ୍ପତ୍ତି; ପହଣ୍ଡି ବେଳେ ରହିବେ ନିର୍ଦ୍ଦିଷ୍ଟ ସେବାୟତ ଓ ଅଧିକାରୀ

ଛତିଶା ନିଯୋଗ ବୈଠକରେ ହୋଇଛି ବଡ଼ ନିଷ୍ପତ୍ତି । ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ନୀଳାଦ୍ରି ଭକ୍ତ ନିବାସରେ ଏହି ବୈଠକ ଅନୁଷ୍ଠିତ ହୋଇଛି । ଗତବର୍ଷ ଭଳି ପହଣ୍ଡି ଅଘଟଣ ଯେଭଳି ନ ହୁଏ ସେଥିପ୍ରତି ଗୁରୁତ୍ୱ ଦିଆଯାଇଛି ।…

ସ୍ଥଗିତ ହେଲା ପଞ୍ଚାୟତ ଉପନିର୍ବାଚନ

ସ୍ଥଗିତ ହେଲା ପଞ୍ଚାୟତ ଉପନିର୍ବାଚନ । ପଞ୍ଚାୟତ ଉପନିର୍ବାଚନ ସ୍ଥଗିତ ରଖିଲେ ରାଜ୍ୟ ନିର୍ବାଚନ କମିଶନ । ମୌସୁମୀ ପାଇଁ ରାଜ୍ୟର ୪୩ଟି ସରପଞ୍ଚ ଓ ୨୭୨ଟି ୱାର୍ଡ ମେମ୍ବର ପଦ ପାଇଁ ହେବାକୁଥିବା ଉପନିର୍ବାଚନ ସ୍ଥଗିତ ରଖାଯାଇଛି । ଜୁନ୍‌…

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ

ପ୍ରକାଶ ପାଇଲା ଯୁକ୍ତ ୨ ପରୀକ୍ଷା ଫଳ । ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (CHSE ) କାର୍ଯ୍ୟାଳୟରେ ଘୋଷଣା କଲେ ଗଣଶିକ୍ଷା ମନ୍ତ୍ରୀ ।ଅପରାହ୍ନ ୪ଟା ରେ ପ୍ରକାଶ ପାଇଲା ରେଜଲ୍ଟ । ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ…

ଚଳତବର୍ଷ ଦଶହରା ପୂର୍ବରୁ ସରିବ କଲେଜ ନିର୍ବାଚନ !

ଦୀର୍ଘ ବର୍ଷ ଧରି ରାଜ୍ୟରେ ବନ୍ଦ ହୋଇଥିବା ଛାତ୍ର ସଂସଦ ନିର୍ବାଚନ ପୁଣି ଥରେ ଆରମ୍ଭ ହେବାକୁ ଯାଉଛି । ଏନେଇ ଆଜି ସୂଚନା ଦେଇଛନ୍ତି ଉଚ୍ଚଶିକ୍ଷା ମନ୍ତ୍ରୀ ସୁର୍ଯ୍ୟବଂଶୀ ସୁରଜ । ସେ କହିଛନ୍ତି, କଲେଜ ଇଲେକ୍ସନ ପାଇଁ ମୁଖ୍ୟମନ୍ତ୍ରୀ…

ମହିଳା ସରକାରୀ କର୍ମଚାରୀଙ୍କ ମାତୃତ୍ୱଛୁଟି; ୧୮୦ ଦିନର ଛୁଟି ପାଇଁ ନିର୍ଦ୍ଦିଷ୍ଟ ନିୟମ ସ୍ଥିରୀକୃତ ହେଲା

ଜଣେ ମହିଳା ସରକାରୀ କର୍ମଚାରୀ ଦୁଇଟିରୁ କମ୍ ଜୀବିତ ପିଲାଙ୍କ ପାଇଁ, ମାତୃତ୍ୱ ସମୟରେ ୧୮୦ ଦିନ ପର୍ଯ୍ୟନ୍ତ ଛୁଟି ପାଇବାର ନିୟମ ରହିଛି। କିନ୍ତୁ ମାତୃତ୍ଵ ଛୁଟି କେଉଁ ଅବଧି ଭିତରେ ନିଆଯାଇପାରିବ, ସେ ବିଷୟରେ କିଛିଟା ଦ୍ୱନ୍ଦ୍ବ ଥିଲା…

ଆଗାମୀ ୧୨ ଘଣ୍ଟାରେ ଲଘୁଚାପ ସୃଷ୍ଟି

ରାଜ୍ୟକୁ ଆସୁଛି ବର୍ଷା। ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟା ଭିତରେ ଲଘୁଚାପ ସୃଷ୍ଟି ସମ୍ଭାବନା ରହିଛି। ପୂର୍ବ କେନ୍ଦ୍ରୀୟ ଆରବସାଗର ପାର୍ଶ୍ବବର୍ତ୍ତୀ ଉତ୍ତର କର୍ଣ୍ଣାଟକ-ଗୋଆ ଉପକୂଳ ଅଂଚଳରେ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ଆଗାମୀ ୧୨ ଘଣ୍ଟା…

ଜୁନ୍ ୨୩ରେ ପଞ୍ଚାୟତ ଉପନିର୍ବାଚନ

ଜୁନ୍ ୨୩ରେ ହେବ ପଞ୍ଚାୟତ ଉପନିର୍ବାଚନ । ୪୩ ପଞ୍ଚାୟତ ପାଇଁ ଉପନିର୍ବାଚନ ହେବ । ଏନେଇ ପ୍ରକାଶ ପାଇଛି ବିଜ୍ଞପ୍ତି। ୪୩ ସରପଞ୍ଚ, ୨୭୨ ୱାର୍ଡସଭ୍ୟ ପାଇଁ ଉପନିର୍ବାଚନ ହେବ। ମୃତ, ଇସ୍ତଫା, ଅଯୋଗ୍ୟ ଘୋଷଣା ଆଦି କାରଣରୁ ଏହି…