ରାଜ୍ୟ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟକଳାପର ସମୀକ୍ଷା କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା May 19, 2025 Nirvay ଆଜି ମହିଳା ଓ ଶିଶୁ ବିକାଶ ବିଭାଗର ସମ୍ମିଳନୀ କକ୍ଷରେ ମାନ୍ୟବର ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡାଙ୍କ ଅଧ୍ୟକ୍ଷତାରେ ସମାଜ କଲ୍ୟାଣ ବୋର୍ଡର ଗଠନ ଓ କାର୍ଯ୍ୟପ୍ରଣାଳୀ ସମ୍ବନ୍ଧରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ସମାଜ କଲ୍ୟାଣ ବୋର୍ଡ ତୃଣମୂଳ ସ୍ତରରେ…
ତାଜା ଖବର ମନୋରଞ୍ଜନ ରାଜ୍ୟ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିକାଶ ନିମନ୍ତେ ସଂସ୍କୃତି ବିଭାଗର ବୈଠକ May 19, 2025 Papirani ଓଡ଼ିଆ ଚଳଚ୍ଚିତ୍ର ଜଗତର ସର୍ବାଙ୍ଗୀନ ବିକାଶ, ଓଡ଼ିଆ ଚଳଚ୍ଚିତ୍ରର ବହୁଳ ପ୍ରଚାର ଓ ପ୍ରସାର, ଓଡ଼ିଶା ରାଜ୍ୟ ଚଳଚ୍ଚିତ୍ର ପୁରସ୍କାର ପ୍ରଦାନ ଏବଂ ଚଳଚ୍ଚିତ୍ର ଜଗତ ସହିତ ସଂଶ୍ଳିଷ୍ଟ ବିଭିନ୍ନ ପ୍ରସଙ୍ଗକୁ ନେଇ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ…
ତାଜା ଖବର ରାଜ୍ୟ ନୂତନ ପ୍ରକୋଷ୍ଠରେ ଲୋକଙ୍କ ଅଭିଯୋଗ ଶୁଣିଲେ ମୁଖ୍ଯମନ୍ତ୍ରୀ ମୋହନ ମାଝୀ May 19, 2025 Papirani ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ ୨ ସ୍ଥିତ ନୂତନ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣିଛନ୍ତି । ପଞ୍ଜିକରଣ କରିଛନ୍ତି ଏକ ହଜାରରୁ ଅଧିକ ଲୋକ । ଅଭିଯୋଗ ଶୁଣାଣି ସମୟରେ ମୁଖ୍ୟମନ୍ତ୍ରୀଙ୍କ ସହ ଉପସ୍ଥିତ ରହିଥିଲେ ୬…
ତାଜା ଖବର ରାଜ୍ୟ ଓଡ଼ିଶାରେ ରହିବେ ନାହିଁ ଅଣ ନାଗରିକ: ପୃଥ୍ୱୀରାଜ ହରିଚନ୍ଦନ May 19, 2025 Papirani ବାଂଲାଦେଶୀଙ୍କୁ ହଟାଇବା ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି । ବିଭିନ୍ନ ଜିଲ୍ଲାରେ ଥିବା ବାଂଲାଦେଶୀ ନାଗରିକଙ୍କୁ ଚିହ୍ନଟ କରିବାକୁ ପ୍ରକ୍ରିୟା ଆରମ୍ଭ ହୋଇଛି । ଯାହାକୁ ନେଇ ଆଜି ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ସେ କହିଛନ୍ତି ସାରା…
ତାଜା ଖବର ରାଜ୍ୟ ଭୁଟାନ ଗସ୍ତରେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ; ଅନ୍ତର୍ଜାତୀୟ ସମ୍ମିଳନୀରେ ଭାରତର ପ୍ରତିନିଧିତ୍ଵ କରିବେ May 19, 2025 Papirani ବିଶ୍ଵବ୍ୟାଙ୍କ ଦ୍ୱାରା ଆୟୋଜିତ ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସରେ ଯୋଗଦେବାକୁ ଭୁଟାନ ଗସ୍ତରେ ଗଲେ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ । ଆସନ୍ତା ୨୦ ଓ ୨୧ ତାରିଖରେ ଦୁଇଦିନ ଧରି ଦକ୍ଷିଣ ଏସିଆ ଲେବର୍ ମୋବିଲିଟି କନଫରେନ୍ସ ଭୁଟାନର…
ତାଜା ଖବର ରାଜ୍ୟ ଦ୍ବିତୀୟ ବର୍ଷ ପାଇଁ ସଂକଟରେ ସାସ୍ଥ୍ୟ, ଟ୍ରାଫିକ, ଆଇନଶୃଙ୍ଖଳା May 19, 2025 Papirani ମୋହନ ସରକାର ଆଉ କିଛିଦିନ ପରେ ବର୍ଷପୂର୍ତି ପାଳନ କରିବେ । ଦ୍ବିତୀୟ ବର୍ଷ ପାଇଁ ମୋହନ ସରକାରଙ୍କ ସକାଶେ ୩ଟି ବଡ଼ ସମସ୍ୟା ଗୁରୁତର ପରିସ୍ଥିତି ସୃଷ୍ଟି କରିବା ଆଶଙ୍କାକୁ ଏଡା଼ଇ ଦିଆଯାଇ ପାରୁନାହିଁ । ଏହି ୩ଟି କ୍ଷେତ୍ର…
ତାଜା ଖବର ରାଜ୍ୟ ବୌଦ୍ଧରେ ପ୍ରକଳ୍ପ ଗୁଡ଼ିକୁ ଅଧିକ ତ୍ୱରାନ୍ୱିତ ଗତିରେ କାର୍ଯ୍ୟକାରୀ କରିବାକୁ ପରାମର୍ଶ ଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ May 18, 2025 Papirani ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୌଦ୍ଧ ଜିଲ୍ଲା ଗସ୍ତ କରି ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହ ଠାରେ ଜିଲ୍ଲା ପ୍ରଶାସନର ସମସ୍ତ ଉନ୍ନତିମୂଳକ କାର୍ଯ୍ୟର ସମୀକ୍ଷା କରିଛନ୍ତି ଏବଂ ଜିଲ୍ଲାର ପ୍ରଶାସନର କାର୍ଯ୍ୟ ବିଷୟରେ ସମୀକ୍ଷା କରି ବୈଠକ ରେ ନିଜର…
ତାଜା ଖବର ରାଜ୍ୟ ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶକୁ କଡ଼ାକଡ଼ି ହେବ ପାଳନ: ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ May 18, 2025 Papirani ଶ୍ରୀଜଗନ୍ନାଥ ମନ୍ଦିର ସମ୍ପତ୍ତି ହସ୍ତାନ୍ତର ମାମଲାରେ ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ କରିଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କ ଭୂସମ୍ପତ୍ତି ସମ୍ପର୍କିତ ଏକ ମାମଲାରେ ଶ୍ରୀମନ୍ଦିର ପ୍ରଶାସନ ସପକ୍ଷରେ ରାୟ ଦେଇଛନ୍ତି ହାଇକୋର୍ଟ । ଶ୍ରୀଜଗନ୍ନାଥ ମନ୍ଦିର ସମ୍ପିତ୍ତିର ବିକ୍ରି, ଲିଜ୍ ବା…
ତାଜା ଖବର ରାଜ୍ୟ ଆସୁଛି ଲଘୁଚାପ; ରାଜ୍ୟରେ ୩ ଦିନ ପ୍ରବଳ ବର୍ଷା! May 18, 2025 Papirani ରାଜ୍ୟରେ ବଦଳୁଛି ପାଣିପାଗ । ଦିନରେ ଗୁଳୁଗୁଳି ଅପରାହ୍ନରେ କାଳବୈଶାଖୀ । ଆସନ୍ତା ମେ ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ…
ରାଜ୍ୟ ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ May 17, 2025 Nirvay ଅପରେସନ୍ ସିନ୍ଦୁର’ର ସଫଳତା ପାଳନ ଅବସରରେ ଭୁବନେଶ୍ୱର ଲିଙ୍ଗିପୁର ପଞ୍ଚାୟତରେ ଆୟୋଜିତ ତ୍ରିରଙ୍ଗା ଶୋଭାଯାତ୍ରାକୁ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉଦ୍ଘାଟନ କରିବା ସହିତ ଶୋଭାଯାତ୍ରାରେ ସାମିଲ ହୋଇଥିଲେ । ମୁଖ୍ୟମନ୍ତ୍ରୀ ଲିଙ୍ଗିପୁର ପଞ୍ଚାୟତର ନୂଆଗାଁ ଛକଠାରୁ ଝାଡୁମଲ୍ଲୀ ମନ୍ଦିର…