ରାଜନୀତି ରାଜ୍ୟ ବିଜୁ ଜନତା ଦଳର ରାଜନୈତିକ ବ୍ୟାପାର କମିଟି ବୈଠକ ଅନୁଷ୍ଠିତ May 17, 2025 Nirvay ବିଜୁ ଜନତା ଦଳ ରାଜନୈତିକ ବ୍ୟାପାର କମିଟିର ବୈଠକ ଆଜି ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ଜାତୀୟ ସୁରକ୍ଷା, ରାଜ୍ୟ ରାଜନୈତିକ ପରିସ୍ଥିତି ଓ ଦଳର ସାଙ୍ଗଠନିକ ବ୍ୟାପାର ସମ୍ପର୍କରେ ବିସ୍ତୃତ ଆଲୋଚନା…
ତାଜା ଖବର ରାଜ୍ୟ ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ May 17, 2025 Nirvay ପୁରୀ ଶ୍ରୀକ୍ଷେତ୍ରର ଏକ ହୋଟେଲ ରେ କିଛି ବ୍ୟକ୍ତି ଡାଇନିଂ ଟେବୁଲରେ ମହାପ୍ରସାଦ ସେବନ କରିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ୍ ହେଵା ପରେ ମହାପ୍ରସାଦକୁ ଡାଇନିଂ ଟେବୁଲରେ ସେବନ ନ କରିବାକୁ ଶ୍ରୀଜଗନ୍ନାଥ ମନ୍ଦିର ପ୍ରଶାସନ ପକ୍ଷରୁ ନିବେଦନ କରାଯାଇଛି…
ଦେଶ ରାଜ୍ୟ ପୁଣି ବିବାଦ ବଢ଼ାଇଲା ଇସ୍କନ; ଆସନ୍ତାକାଲି ଲଣ୍ଡନରେ ଅଦିନିଆ ରଥଯାତ୍ରା May 17, 2025 Nirvay ପୁଣି ଇସ୍କନର ମନମାନି । ଇସ୍କନ ପକ୍ଷରୁ ପୁଣିଥରେ ନିୟମର ଉଲ୍ଲଘଂନ କରାଯାଇ ଅଦିନିଆ ରଥଯାତ୍ରା ଆୟୋଜନ କରାଯାଉଛି । ଆସନ୍ତାକାଲି ଇସ୍କନ ଲଣ୍ଡନରେ ଅଦିନିଆ ରଥଯାତ୍ରା ଆୟୋଜନ କରିବାଜୁ ଯାଉଛି । ଇସ୍କନ ଅନୁଗାମୀ ଓ ଜଗନ୍ନାଥ ପ୍ରେମୀ ଯୋଗ…
ରାଜନୀତି ରାଜ୍ୟ ବିଜୁ ଜନତା ଦଳକୁ ନେଇ ଭୂପିନ୍ଦର ସିଂ ଙ୍କ ବିସ୍ଫୋରକ ବୟାନ May 17, 2025 Nirvay ବିଜୁ ଜନତା ଦଳକୁ ନେଇ ବିସ୍ଫୋରକ ବୟାନ ଦେଲେ ବରିଷ୍ଠ ବିଜେଡି ନେତା ଭୂପିନ୍ଦର ସିଂ । ବିଜେଡି କମିଟି ଓ ପିଏସିରୁ ବାଦ୍ ପଡ଼ିବା ପରେ ଭୂପିନ୍ଦର ସିଂ ରଖିଛନ୍ତି ନିଜ ପ୍ରତିକ୍ରିୟା । ମୁଁ ସବୁବେଳେ ଖୁସି, ଲୋକଙ୍କ…
ଦେଶ ରାଜ୍ୟ ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସକୁ ପଥର ମାଡ଼ May 17, 2025 Nirvay ପୁରୀ-ହାଟିଆ ତପସ୍ୱିନୀ ଏକ୍ସପ୍ରେସ୍ ଟ୍ରେନକୁ ପଥର ମାଡ଼ ହୋଇଛି । ଶନିବାର ସକାଳ ସମୟରେ ରେଙ୍ଗାଲି ଓ ଝାରସୁଗୁଡ଼ା ଷ୍ଟେସନ ମଧ୍ୟରେ ଟ୍ରେନର ଏସି ବଗି ବି-୭ର ସିଟ୍ ନମ୍ବର ୧୫ ପାଖ ଝରକାକୁ ପଥର ମାଡ଼ ହୋଇ ଟ୍ରେନ୍ କାଚ…
ରାଜ୍ୟ ଆସନ୍ତା ଜୁନ୍ ୨୮ ରୁ ମରାମତି ହେବ ଶ୍ରୀମନ୍ଦିର ଗର୍ଭଗୃହ, ବାହାର ରତ୍ନଭଣ୍ଡାର May 16, 2025 Nirvay ପୁରୀ ରଥଯାତ୍ରା ସମୟରେ ରତ୍ନଭଣ୍ଡାର ଓ ଗର୍ଭଗୃହ, ଜଗମୋହନ ଓ ନାଟମଣ୍ଡପ ମରାମତିକୁ ନେଇ ବୈଠକରେ ଆଲୋଚନା ହୋଇଛି । ଆସନ୍ତା ଜୁନ୍ ୨୮ରୁ ଜୁଲାଇ ୬ ତାରିଖ ମଧ୍ୟରେ ପୁରୀ ଜଗନ୍ନାଥ ମନ୍ଦିରର ଗର୍ଭଗୃହ ଓ ବାହାର ରତ୍ନଭଣ୍ଡାର ମରାମତି…
ରାଜ୍ୟ ମିଶନ ଶକ୍ତି ପକ୍ଷରୁ ଆୟୋଜିତ ସିନ୍ଦୂର ଯାତ୍ରାରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ May 16, 2025 Nirvay ଅପରେସନ ସିନ୍ଦୁରର ସଫଳତା ପାଳନ ଅବସରରେ ଭୁବନେଶ୍ୱରର ମାଷ୍ଟରକ୍ୟାଣ୍ଟିନ ଠାରେ ଆୟୋଜିତ ସିନ୍ଦୂର ଯାତ୍ରାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଥିଲେ । ଅପରେସନ ସିନ୍ଦୂର କେବଳ ଏକ ନାମ ନୁହେଁ, ଭାରତୀୟ ସେନାର ସାହସ ଓ ନାରୀ ସମ୍ମାନର…
ରାଜ୍ୟ ଶିକ୍ଷାନୁଷ୍ଠାନରେ ପଛୁଆବର୍ଗ ସଂରକ୍ଷଣ ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଓବିସି ମୋର୍ଚ୍ଚା May 16, 2025 Nirvay ଶିକ୍ଷାନୁଷ୍ଠାନରେ ପଛୁଆବର୍ଗ ସଂରକ୍ଷଣ ନିଷ୍ପତି ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଧନ୍ୟବାଦ ଜଣାଇଲା ଓବିସି ମୋର୍ଚ୍ଚା ପଛୁଆ ବର୍ଗର ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ଐତିହାସିକ ନିଷ୍ପତି ନେଇଛନ୍ତି । ସାମାଜିକ ଓ ଆର୍ଥୀକ ଭାବେ ପଛୁଆ ବର୍ଗ…
ତାଜା ଖବର ରାଜ୍ୟ ବଜ୍ରପାତରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ୬ ମୃତ May 16, 2025 Papirani ବଜ୍ରପାତ ନେଲା ୬ ଜୀବନ । କୋରାପୁଟ ଜିଲ୍ଲାରେ ୩, ଗଞ୍ଜାମରେ ୨, ଗଜପତିରେ ଜଣଙ୍କ ମୃତ୍ୟୁ ହୋଇଛି। କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଥାନା ଓଡ଼ିଆପେଣ୍ଠ ପଂଚାୟତ ପର୍ଡିଗୁଡା ଗାଁରେ ଅଘଟଣ । ବିଲରେ କାମ କରୁଥିବାବେଳେ ବଜ୍ରପାତରେ ୩ଜଣ ମୃତ୍ୟୁ…
ତାଜା ଖବର ରାଜ୍ୟ ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି; ଟ୍ୱିନ୍ ସିଟି ସହ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ସମ୍ଭାବନା May 16, 2025 Papirani ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଭୁବନେଶ୍ୱର ଏବଂ କଟକ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଓଡ଼ିଶାର ବିଭିନ୍ନ ଜିଲ୍ଲା ଗୁଡ଼ିକରେ ବିଜୁଳି, ଘଡ଼ଘଡ଼ି ସହ ବଜ୍ରପାତ ସମ୍ଭାବନା ରହିଥିବା ବେଳେ ଆଞ୍ଚଳିକ ୭…