Tag: Odisha

ଶ୍ରୀମନ୍ଦିର ସୁରକ୍ଷା ପାଇଁ ଜଗିବ ବଜ୍ର ଯାନ

ଶ୍ରୀମନ୍ଦିର ସୁରକ୍ଷାରେ ମୁତୟନ ହେଲା ଆର୍ମଡ୍‌ ଭେଇକିଲ୍‌‌ । ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥା ନେଇ ସମୀକ୍ଷା କରିଛନ୍ତି ଡିଜିପି ୱାଇବି ଖୁରାନିଆ । ଶ୍ରୀମନ୍ଦିର ସୁରକ୍ଷାରେ ଯୋଡି ହେଲା କେନ୍ଦ୍ର ସୁରକ୍ଷା ବଳର ବଜ୍ର ଯାନ । ଏଥିରେ ବିଭିନ୍ନ ଅତ୍ୟାଧୁନିକ…

ଆଜି ଭୁବନେଶ୍ୱରରେ ଚଳିତବର୍ଷର ସର୍ବାଧିକ ତାପମାତ୍ରା ୪୦.୪ ଡିଗ୍ରି

ରାଜ୍ୟରେ ପୁଣି ଆରମ୍ଭ ହୋଇଯାଇଛି ଗ୍ରୀଷ୍ମ ପ୍ରବାହ। ପ୍ରବଳ ଗୁଳୁଗୁଳି ସହ ତାତିରେ ଅସ୍ତବ୍ୟସ୍ତ ହୋଇଛି ଜନଜୀବନ । ଆଜି ରାଜ୍ୟର ଅନେକ ସହରରେ ତାପମାତ୍ରା ୪୦ ଡିଗ୍ରୀ ଟପିଛି । ଆଜି ରାଜ୍ୟରେ ରେକର୍ଡ ତାପମାତ୍ରା ଅନୁଭୂତ ହେବା ସହ…

ପୁଣି ରାଜ୍ୟକୁ ଫେରିଲା ତାତି; ୩୫ ଡିଗ୍ରୀ ଟପିଲା ଝାରସୁଗୁଡ଼ା

ପ୍ରଚଣ୍ତ ତାତି ଓ ଅସମ୍ଭାଳ ଗୁଳୁଗୁଳିରେ କଲବଲ ହୋଇଗଲାଣି ପୂରା ରାଜ୍ୟ। ସାଢ଼େ ୮ଟା ସୁଦ୍ଧା ୩୫.୨ ଡିଗ୍ରୀ ଟପିଛି ଝାରସୁଗୁଡା । ସେହିପରି ସମ୍ବଲପୁର ୩୪.୪ ଡିଗ୍ରୀ ହୋଇଥିବା ବେଳେ ହୀରାକୁଦ ୩୪, ବାଲେଶ୍ୱର ୩୩ ଡିଗ୍ରୀ, ପୁରୀ ୩୩.୪,…

ଭାରତ ଓ ପାକିସ୍ତାନ ଉତ୍ତେଜନା; ସବୁ ଜିଲ୍ଲାପାଳ, ଆରଡିସି ଓ ଆଇପିଏସ ଅଫିସରଙ୍କ ଛୁଟି ବାତିଲ କଲେ ଓଡ଼ିଶା ସରକାର

ଭାରତ ଏବଂ ପାକିସ୍ତାନ ମଧ୍ୟରେ ଦିନକୁ ଦିନ ଉତ୍ତେଜନା ବଢ଼ିବାରେ ଲାଗିଛି । ଉଭୟ ପକ୍ଷରୁ ଆକ୍ରମଣ ଲାଗି ରହିଛି। ଏହି ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟର ସମସ୍ତ ଆରଡିସି ଓ ଜିଲ୍ଲାପାଳଙ୍କ ଛୁଟି ବାତିଲ କରିଛନ୍ତି ଓଡ଼ିଶା ସରକାର। ଏନେଇ…

ଜରୁରୀକାଳୀନ ପରିସ୍ଥିତି ସମୟରେ ଜେଲ୍‌ ଯାଇଥିବା ସଂଗ୍ରାମୀଙ୍କୁ ମିଳିବ ପେନ୍‌ସନ: ମୁଖ୍ୟମନ୍ତ୍ରୀ

ଓଡିଆ ଅସ୍ମିତାର ନିଦର୍ଶନ ସ୍ୱରୂପ ବରପୁତ୍ର ଓ ସଂଗ୍ରାମୀ ମାନଙ୍କୁ ସମ୍ମାନ ଜଣାଇବାର ପ୍ରକ୍ରିୟା ଆରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଏହି ପ୍ରକ୍ରିୟାରେ ସ୍ୱାଧୀନତା ସଂଗ୍ରାମୀ ମାନଙ୍କ ଭତ୍ତା ବୃଦ୍ଧି କରାଯାଇଛି ଏବଂ ଜରୁରୀକାଳୀନ ପରିସ୍ଥିତି ସମୟରେ…

ଚାନ୍ଦିପୁରରେ ସୁରକ୍ଷା ପାଇଁ ହାଇଆଲର୍ଟ; ବୈଠକ ଡାକିଲେ ପୂର୍ବାଞ୍ଚଳ ରେଞ୍ଜ ଡିଆଇଜି

ଅପରେସନ ସିନ୍ଦୂର ପରେ ପ୍ରତିଶୋଧର ନିଆଁରେ ଜଳୁଛି ପାକିସ୍ତାନ । ଭାରତ ଓ ପାକିସ୍ତାନ ମଧ୍ୟରେ ଚାଲିଥିବା ତୀବ୍ରତାକୁ ଦୃଷ୍ଟିରେ ରଖି ଭାରତର ସବୁଠି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯିବା ସହିତ ହାଇଆଲର୍ଟ ଜାରି କରାଯାଇଛି । ଏନେଇ ଓଡ଼ିଶାର ବାଲେଶ୍ବରସ୍ଥିତ…

ମା’ ତାରାତାରିଣୀ ପୀଠର ବିକାଶ ପାଇଁ ୬୮ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଗଂଜାମ ଜିଲ୍ଲା ଗସ୍ତରେ ଯାଇ ଗାଙ୍ଗଦହଣୀ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟର ଶତବାର୍ଷିକୀ ମହୋତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ସହିତ ପ୍ରସିଦ୍ଧ ତାରାତାରିଣୀ ପୀଠରେ ମା’ ତାରାତାରିଣୀଙ୍କୁ ଦର୍ଶନ କରି ଏହି ଅଂଚଳର…

ଅମିତ ଶାହାଙ୍କ ଓଡ଼ିଶା ଗସ୍ତ ସ୍ଥଗିତ

କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହଙ୍କ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମ ସ୍ଥଗିତ । ୧୦ ଓ ୧୧ରେ ଦୁଇ ଦିନିଆ ଗସ୍ତରେ ଆସିଥାନ୍ତେ ଅମିତ ଶାହ। ଏହାକୁ ସ୍ଥଗିତ ରଖାଯାଇଥିବା ନେଇ ଆଜି ସୂଚନା ଦେଇଛନ୍ତି ସମ୍ବଲପୁର ଜିଲ୍ଲାପାଳ । ବିଭିନ୍ନ…

୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟର ମଞ୍ଜୁରୀ

ରାଜ୍ୟ କ୍ୟାବିନେଟରେ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ୫ ବିଭାଗର ୮ ପ୍ରସ୍ତାବକୁ ରାଜ୍ୟ କ୍ୟାବିନେଟରେ ମଞ୍ଜୁରୀ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଆଠଟି ପ୍ରସ୍ତାବକୁ ମଂଜୁରୀ ମିଳିଛି । ରାଜ୍ୟର…

ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍‌ ଡ୍ରିଲ୍‌: ବାଜିଲା ସାଇରନ୍‌

ଯୁଦ୍ଧ ପ୍ରସ୍ତୁତି ପାଇଁ ଆରମ୍ଭ ହେଲା ମକ୍ ଡ୍ରିଲ। ଆଜି ଅପରାହ୍ନ ୪ଟାରେ ବାଜିଲା ସାଇରନ । ସତର୍କ ହେଲେ ଜନତା । ଯୁଦ୍ଧ ସମୟରେ କିପରି ରହିବେ ସଜାଗ ସଚେତନ କରିଛନ୍ତି ସୁରକ୍ଷାକର୍ମୀ। ସମ୍ଭାବ୍ୟ ଯୁଦ୍ଧ ପରିସ୍ଥିତି ପାଇଁ ଆଜି…