ତାଜା ଖବର ରାଜ୍ୟ ଆଜିଠୁ ୭ ମାସ ପର୍ଯ୍ୟନ୍ତ ମାଛଧରା ଉପରେ ଲାଗିଲା କଟକଣା November 1, 2024 Papirani ଆଜିଠୁ ମେ ୩୧ ପର୍ଯ୍ୟନ୍ତ ୭ ମାସ ମାଛଧରା ଉପରେ କଟକଣା ଜାରି କଲେ ସରକାର। ଏହି ସମୟରେ ଦୂର ସମୁଦ୍ରରୁ କୂଳକୁ ଆସୁଛନ୍ତି ଅଣ୍ଡା ଦାନ କରିବାକୁ ଲକ୍ଷ୍ୟ ଲକ୍ଷ୍ୟ ଅଲିଭ ରିଡଲେ କଇଁଛ ସେଥିପାଇଁ ସେମାନଙ୍କ ସୁରକ୍ଷାକୁ ପ୍ରାଧାନ୍ୟ…
ତାଜା ଖବର ରାଜ୍ୟ ପରକୀୟାରୁ ୫ ଜଣଙ୍କୁ ହତ୍ୟା ଘଟଣା; ୧୩ ଅଟକ October 31, 2024 Papirani ଗତକାଲି ସୁନ୍ଦରଗଡ଼ ଜିଲ୍ଲା କରମଡିହି ଗୀତାପଡ଼ାରେ ପରକୀୟାରୁ ହୋଇଥିବା ୫ ଜଣଙ୍କୁ ହତ୍ୟା ଘଟଣାରେ ଅନୁଗୁଳ ବଅଁରପାଳରୁ ୧୩ ଜଣଙ୍କୁ ଉଠାଇ ଆଣିଲା ପୋଲିସ । ୨ ଯାଯାବର ଗୋଷ୍ଠୀ ମଧ୍ୟରେ ସଂଘର୍ଷରୁ ହୋଇଥିଲା ଗଣହତ୍ୟା । ଏହି ମାମଲାରେ ୧୩…
ତାଜା ଖବର ଦେଶ ରାଜନୀତି ରାଜ୍ୟ ଆଜି ପବିତ୍ର ଦୀପାବଳି : ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ମୋହନ ମାଝୀ October 31, 2024 Papirani ଆଲୋକର ପର୍ବ ‘ଦୀପାବଳି’ । ଆଜି ଏହି ପବିତ୍ର ଦୀପାବଳିରେ ଗାଁଠୁ ସହର ଉତ୍ସବମୁଖର। ଏହି ଅବସରରେ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେହିପରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଧ୍ୟ ରାଜ୍ୟବାସୀଙ୍କୁ ଦୀପାବଳି ଅବସରରେ ଅଭିନନ୍ଦନ…
ତାଜା ଖବର ରାଜନୀତି ରାଜ୍ୟ ଆଜିଠାରୁ ରାଜ୍ୟ ବିଜେପିର ସାଙ୍ଗଠନିକ ନିର୍ବାଚନ ପାଇଁ ପ୍ରସ୍ତୁତି ଆରମ୍ଭ October 30, 2024 Papirani ଭାରତୀୟ ଜନତା ପାର୍ଟି ଏକ ରାଷ୍ଟ୍ରୀୟ ପାର୍ଟି । ଜାତୀୟତାବାଦ, ଦେଶ ଭକ୍ତି, ରାଷ୍ଟ୍ରୀୟ ଚେତନାକୁ ଜାଗ୍ରତ କରୁଥିବା ଏହି ଦଳର ବିଚାରଧାରା ହିଁ ଅନ୍ୟ ରାଜନୈତିକ ଦଳଠାରୁ ଭିନ୍ନ ପରିଚୟ ଦେଇଥାଏ । ଭାରତୀୟ ଜନତା ପାର୍ଟିର ମୂଳ ମନ୍ତ୍ର…
ତାଜା ଖବର ରାଜନୀତି ରାଜ୍ୟ ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ଶୀତକାଳୀନ ଅଧିବେଶନ October 30, 2024 Papirani ଆସନ୍ତା ନଭେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭାର ଶୀତକାଳୀନ ଅଧିବେଶନ । ଏହି ଅଧିବେଶନ ୨୬ରୁ ଆରମ୍ଭ ହୋଇ ଡିସେମ୍ବର ୩୧ ଯାଏଁ ଚାଲିବ । ଏ ନେଇ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି । ସେହିପରି ଚଳିତ ଶୀତ…
ତାଜା ଖବର ରାଜନୀତି ରାଜ୍ୟ ତୃତୀୟ ପର୍ଯ୍ୟାୟରେ ଅଙ୍ଗନବାଡ଼ି କର୍ମୀଙ୍କୁ ମଧ୍ୟ ମିଳିବ ‘ସୁଭଦ୍ରା’ ଟଙ୍କା October 30, 2024 Papirani ଖୁବ୍ ଶୀଘ୍ର ଆସିବାକୁ ଯାଉଛି ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା। ଅଙ୍ଗନବାଡି କର୍ମୀଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଆଜି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇ କହିଛନ୍ତି । ପ୍ରଥମ କିସ୍ତିର ପ୍ରଥମ ଏବଂ ଦ୍ଵିତୀୟ…
ତାଜା ଖବର ରାଜ୍ୟ ନଭେମ୍ବରରୁ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ନୂଆ ରାସନ କାର୍ଡ October 30, 2024 Papirani ଆସନ୍ତା ନଭେମ୍ବର ମାସରୁ ନୂଆ ରାସନ କାର୍ଡ ପାଇବେ ହିତାଧିକାରୀ। ଏ ନେଇ ଆଜି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇ କହିଛନ୍ତି ଆସନ୍ତା ନଭେମ୍ବର ମାସରୁ ହିତାଧିକାରୀମାନେ ପାଇବେ ନୂଆ ରାସନ କାର୍ଡ । ୧୦…
ତାଜା ଖବର ରାଜନୀତି ରାଜ୍ୟ ପତ୍ନୀଙ୍କୁ ହତ୍ୟା ଘଟଣା: ପୂର୍ବତନ ବିଧାୟକ ରାମମୂର୍ତ୍ତିଙ୍କୁ ମିଳିଥିବା ଆଜୀବନ କାରାଦଣ୍ଡକୁ କାଏମ ରଖିଲେ ହାଇକୋର୍ଟ October 30, 2024 Papirani ପତ୍ନୀହତ୍ୟା ମାମଲାରେ ରାୟଗଡ଼ା ଜିଲ୍ଲା ଗୁଣୁପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗଙ୍କୁ ଉଚ୍ଚ ଅଦାଲତରୁ ମିଳିଲା ଶକ୍ତ ଝଟକା । ଭୁବନେଶ୍ୱର ଏଡିଜେ କୋର୍ଟ ପୂର୍ବତନ ବିଧାୟକ ରାମମୂର୍ତ୍ତି ଗମାଙ୍ଗ ଦୋଷୀ ସାବ୍ୟସ୍ତକରି ଦେଇଥିବା ଆଜୀବନ କାରାଦଣ୍ତକୁ ଚ୍ୟାଲେଞ୍ଜ କରି…
ତାଜା ଖବର ରାଜନୀତି ରାଜ୍ୟ କାହାକୁ କହିଲେ ମୁଖ୍ୟମନ୍ତ୍ରୀ ମୋହନ ‘ମୋତେ ହେୟଜ୍ଞାନ କରନାହିଁ’ October 30, 2024 Papirani ଦୁର୍ନୀତି ନିବାରଣ ସପ୍ତାହ ଆରମ୍ଭରେ ସୋମବାର ଦିନ କିଛି ଟାଣ କଥା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ। ଉପସ୍ଥିତ ବରିଷ୍ଠ ଅଧିକାରୀମାନଙ୍କୁ ସରକାରଙ୍କ ଦୂର୍ନୀତି ବିରୋଧୀ ଆଭିମୁଖ୍ୟ ସ୍ପଷ୍ଟ କରିବାକୁ ଯାଇ ମୋହନ ୩ଟି ବଡ଼ କଥା କହିଛନ୍ତି । ପ୍ରଥମଟି…
ତାଜା ଖବର ରାଜ୍ୟ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୟୂରଭଞ୍ଜ ପଛୁଆ; ଜିଲ୍ଲାର ୮୪୩ ଅଫିସରଙ୍କ ଦରମା ବନ୍ଦ October 30, 2024 Papirani ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମୟୂରଭଞ୍ଜ ଜିଲ୍ଲା ପଛରେ ପଡ଼ିଥିବାରୁ ଜିଲ୍ଲାପାଳଙ୍କ କଠୋର ପଦକ୍ଷେପ। ମୟୂରଭଞ୍ଜ ଜିଲ୍ଲାରେ ହେବାକୁ ଥିବା ପ୍ରଧାନମନ୍ତ୍ରୀ ଆବାସ ଯୋଜନାର କାର୍ଯ୍ୟକାରିତା ମୂଳ ଲକ୍ଷ୍ୟରୁ ୬୫ ପ୍ରତିଶତ ପଛରେ ରହିଛି । ତେଣୁ ଜଣେ କି ଦୁଇଜଣ ନୁହେଁ,…