Tag: Odisha

ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା

ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…

ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ

ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…

ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…

ପୋଲିସ ପିନ୍ଧିବେ ବଡି କ୍ୟାମେରା

ଅମାନିଆଙ୍କୁ ସାବାଡ ପାଇଁ ଆକ୍ସନ ମୋଡରେ କମିଶନରେଟ୍ ପୋଲିସ । ଏଥିପାଇଁ କମିଶନରେଟ୍ ପୋଲିସ ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛି । ଏଣିକି ପୋଲିସ୍ ପିନ୍ଧିବେ ବଡି କ୍ୟାମେରା । କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍…

ବାତ୍ୟା ପରେ ଏବେ ବର୍ଷାର ସ୍ଥିତି ବଢ଼ିଛି ଚିନ୍ତାର କାରଣ; ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ହୋଇଛି ବର୍ଷା

ରାଜ୍ୟରେ ବାତ୍ୟା ଦାନାର ତାଣ୍ଡବ ପରେ ଏବେ ଡରାଇଲାଣି ବର୍ଷା। ବାତ୍ୟା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି। ବାତ୍ୟା ପରେ ଲାଗି ରହିଥିବା ବର୍ଷା ସ୍ଥିତି ଏବେ ଚିନ୍ତା ବଢ଼ାଇଛି । ଲଗାଣ ବର୍ଷା ପ୍ରଭାବରେ ଉତ୍ତର ଓଡିଶାର…

ବାତ୍ୟା ପାଇଁ କୃଷିମନ୍ତ୍ରୀଙ୍କ ସମୀକ୍ଷା ବୈଠକ; ସାମ୍ନାକୁ ଆସିଲା ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ

ରାଜ୍ୟରୁ ଟଳିଯାଇଛି ବାତ୍ୟା ଦାନାର ପ୍ରକୋପ। କିନ୍ତୁ ଛଡ଼ାଇ ନେଇଛି ଚାଷୀଙ୍କ ଜୀବିକା । ବାତ୍ୟା ଦାନାରେ କେତେ ଫସଲ କ୍ଷୟକ୍ଷତି ହୋଇଛି ସେ ନେଇ କୃଷି ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା କରିଛନ୍ତି ।…

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ କଟୁକଥା କହି ନିଲମ୍ବିତ ହେଲେ ୪ ସରକାରୀ କର୍ମଚାରୀ

ବାତ୍ୟା ‘ଦାନା’ ପାଇଁ ରାଜ୍ୟର କିଛି ଅଞ୍ଚଳରେ ଲୋକମାନେ ଭୟଭୀତ ଥିବାବେଳେ ରାଜ୍ୟବାସୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ କିନ୍ତୁ ବାତ୍ୟା ସମୟରେ ଲୋକଙ୍କ ସହ କିଛି ସରକାରୀ କର୍ମରୀଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ଆସିବା ପରେ…

ପରଲୋକରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହ ମାଝୀ

ଚିରନିଦ୍ରାରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ । ୧୦୨ ବର୍ଷ ବୟସରେ ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର…

ବାତ୍ୟା ରାଜନୀତିରୁ ବାହାରି ପାରୁନାହାନ୍ତି ନବୀନ !

କେନ୍ଦ୍ରାପଡା଼, ଭଦ୍ରକ ଓ ବାଲେଶ୍ଵରର ଲୋକେ ‘ଦାନା’ ବାତ୍ୟାକୁ ନେଇ ଆତଙ୍କିତ ଅବସ୍ଥାରେ ରହିଥିଲେ । କିନ୍ତୁ ପ୍ରଶାସନ ଅତ୍ୟନ୍ତ ତତ୍ପର ହୋଇସାରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଥାନାନ୍ତରଣର ଏକ ବାସ୍ତବ ଚିତ୍ର ସାମ୍ବାଦିକ ସମ୍ମିଳନୀରେ ଦେଇଥିଲେ । ଗୁରୁବାର…

ନିର୍ଭୟରେ ଖବର ପ୍ରକାଶ ପରେ ହଟିଲେ ଆଇପିଏସ୍ ଅଫିସର ସନ୍ତୋଷ ବାଲା

ପଡ଼ିଲା ନିର୍ଭୟ ପ୍ରଭାବ। ଆକ୍ସନ ମୋଡ଼ରେ ସରକାର । ନିଜ ପଦବୀରୁ ହଟିଲେ ଓଡ଼ିଶା ପୋଲିସ ଗୃହ ନିର୍ମାଣ ଓ କଲ୍ଯାଣ ନିଗମ (ଓପିଏଚଡବ୍ଲୁସି )ର ଅଧ୍ଯକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ ବାଲା । ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍‍…