Tag: Odisha

ଖରାରୁ ମିଳିବ ଆଶ୍ୱସ୍ତି; ୨୦ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ପ୍ରଚଣ୍ଡ ଖରାରୁ ମିଳିବ ଆଶ୍ୱସ୍ତି । ପୁଣି ସତର୍କ କଲାଣି ପାଣିପାଗ ବିଭାଗ । ଆସନ୍ତା ୨୦ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା । ଘଡ଼ଘଡ଼ି ସହ କାଳବୈଶାଖୀ ବର୍ଷା ନେଇ ସତର୍କ ସୂଚନା । ଆଗାମୀ ୨୪…

ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ; ଉନ୍ନତୀକରଣ ପାଇଁ ୨୧୫ କୋଟି ଘୋଷଣା

ଓଡ଼ିଆ ନବ ବର୍ଷରେ ଘଟଗାଁ ମା’ ତାରିଣୀଙ୍କୁ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ଆଜି ପ୍ରଥମେ କେନ୍ଦୁଝର ଜିଲ୍ଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରିଣୀଙ୍କ ଦର୍ଶନ ଲାଭ କରିଛନ୍ତି ମୁଖ୍ୟମନ୍ତ୍ରୀ । ସେଠାରେ…

୧୬ରୁ +୩ ନାମଲେଖା ଆବେଦନ ଆରମ୍ଭ

ଯୁକ୍ତ ୩ ନାମଲେଖା ପାଇଁ ଏପ୍ରିଲ ୧୬ରୁ ଆବେଦନ ଆରମ୍ଭ । ବିଭିନ୍ନ ଡିଗ୍ରୀ କଲେଜମାନଙ୍କରେ +୩ ଶ୍ରେଣୀରେ ନାମ ଲେଖାଇବା ପାଇଁ ଆବେଦନ ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।NEP-୨୦୨୦ ଆଧାରରେ ହେବ ୨୦୨୫-୨୬ ପାଇଁ ନାମଲେଖା । କମନ୍…

ରାଜ୍ୟବାସୀଙ୍କୁ ପବିତ୍ର ମହା ବିଷୁବ ସଂକ୍ରାନ୍ତି ତଥା ଓଡ଼ିଆ ନବ ବର୍ଷର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି । ଆଜିଠାରୁ ଓଡ଼ିଆ ନୂଆବର୍ଷ ଆରମ୍ଭ । ଆଜିର ଏହି ଦିନରେ ଓଡିଆ ମାନେ ନିଜ ନିଜ ଘରେ ରହି ପଣା ସଂକ୍ରାନ୍ତି କରିବା ସହିତ ଚଉରା ତୂଳସୀ ଉପରେ ପାଣି ଘଡି…

ଆଜି ପବିତ୍ର ମହାବିଷୁବ ସଂକ୍ରାନ୍ତି; ଓଡ଼ିଆ ନବବର୍ଷ

ଆଜି ହେଉଛି ପବିତ୍ର ମହାବିଷୁବ ସଂକ୍ରାନ୍ତି ବା ପଣା ସଂକ୍ରାନ୍ତି। ଆଜିର ଦିନକୁ ଓଡ଼ିଆ ନବବର୍ଷ ଭାବେ ପାଳନ କରାଯାଇଥାଏ । ଓଡ଼ିଆ ପରମ୍ପରା ଅନୁସାରେ ପଣା ସଂକ୍ରାନ୍ତିଠାରୁ ଆରମ୍ଭ ହୋଇଛି ନୂଆବର୍ଷ । ଏହି ଦିନରେ ପଣା, ଏକ ପାରମ୍ପରିକ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ୧୬ ବିଜେଡି ଜିଲ୍ଲା ସଭାପତି 

ବିଜେଡିର ସାଂଗଠନିକ ନିର୍ବାଚନ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ୧୬ ଜିଲ୍ଲାରେ ନିର୍ଦ୍ୱନ୍ଦ୍ୱରେ ବିଜେଡି ଜିଲ୍ଲା ସଭାପତି ନିର୍ବାଚିତ ହୋଇଛନ୍ତି। ଏ ନେଇ ଆଜି ସୂଚନା ଦେଇଛନ୍ତି ବିଜେଡି ନିର୍ବାଚନ ଅଧିକାରୀ ପ୍ରତାପ ଦେବ । ସେ କହିଛନ୍ତି ଚତୁର୍ଥ ପର୍ଯ୍ୟାୟ ପ୍ରକ୍ରିୟାରେ…

ହନୁମାନ ଜୟନ୍ତୀ: ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା ନେଇ ଦାୟିତ୍ବରେ ୨୦୦ ପ୍ଲାଟୁନ୍‌

ହନୁମାନ ଜୟନ୍ତୀ ନେଇ ରାଜ୍ୟରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି । ଆଇନଶୃଙ୍ଖଳା ଦାୟିତ୍ୱରେ ରହିବେ ୨୦୦ ପ୍ଲାଟୁନ ପୋଲିସ ଫୋର୍ସ। ଏନେଇ ଆଜି ବିସ୍ତୃତ ସୂଚନା ଦେଲେ ଆଇନଶୃଙ୍ଖଳା ଏଡିଜି ସଞ୍ଜୟ କୁମାର । ସେ କହିଛନ୍ତି ରାଜ୍ୟରେ ଆଇନଶୃଙ୍ଖଳା ଦାୟିତ୍ବରେ…

ଭୁବନେଶ୍ବରରେ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ

ଭୁବନେଶ୍ବରରେ ଜଣେ ଦୃଷ୍ଟିବାଧିତ ମାଆ କୋଳରୁ ଶିଶୁ ପୁତ୍ରକୁ ଝାମ୍ପି ନେଲେ ଦୁର୍ବୃତ୍ତ । ରାଜରାସ୍ତାରୁ ଦେଢ଼ ବର୍ଷର ଶିଶୁ ପୁତ୍ର ଚୋରି ଅଭିଯୋଗ ହୋଇଥିବା ଏବେ ସାମ୍ନାକୁ ଆସିଛି। ରାମ ମନ୍ଦିର ପାଖରୁ ରାତି ୨ଟା ବେଳେ ମାଆ କୋଳରୁ…

ଆଜି ରାଜଧାନୀର ପ୍ରତିଷ୍ଠା ଦିବସ; ୭୭ ବର୍ଷରେ ପାଦ ଥାପିଲା ଭୁବନେଶ୍ବର

ଆଜି ୭୭ ବର୍ଷରେ ପହଞ୍ଚିଛି ମନ୍ଦିର ମାଳିନୀ ସହର ଆମ ଭୁବନେଶ୍ବର। ୧୯୪୮ ମସିହା ଆଜିର ଦିନରେ ଓଡ଼ିଶାର ରାଜଧାନୀ କଟକରୁ ଭୁବନେଶ୍ୱର ସ୍ଥାନାନ୍ତରିତ ହୋଇଥିଲା। ତତ୍କାଳୀନ ପ୍ରଧାନମନ୍ତ୍ରୀ ଜବାହାରଲାଲ୍ ନେହେରୁ ନୂଆ ରାଜଧାନୀ ଭୁବନେଶ୍ୱରର ଶିଳାନ୍ୟାସ କରିଥିଲେ। ରାଜଧାନୀ ଭୁବନେଶ୍ୱରର…

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ ୨୦୨୪

ଲାଗୁ ହେଲା ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ଅଧିନିୟମ-୨୦୨୪ । ଏପ୍ରିଲ ୨ ତାରିଖରେ ବିଧାନସଭାରେ ରାତିତମାମ ଆଲୋଚନା ପରେ ଓଡ଼ିଶା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକକୁ ପାରିତ କରାଯାଇଥିଲା । ରାଜ୍ୟପାଳ ହରିବାବୁ କମ୍ଭମପାଟିଙ୍କ ସ୍ବୀକୃତି ଲାଭ କରିବା ପରେ ସାରା ରାଜ୍ୟରେ…