Tag: Odisha

ନୂଆପଡ଼ାରେ ୨୫ ତାରିଖ ପରେ ଦମ ଦେଖାଇବ ବିଜେପି

ନୂଆପଡ଼ା ଉପନିର୍ବାଚନକୁ ନେଇ ରାଜନୀତି ସରଗରମ ହେବାରେ ଲାଗିଛି । ଏସବୁ ଭିତରେ ବିଜେଡିର ବିକ୍ରମ ପଣ୍ଡାଙ୍କ ଗିରଫଦାରୀ ଏକ ନୂଆ ମୋଡ଼ ନେଇପାରେ । ଅନ୍ୟପକ୍ଷରେ ନୂଆପଡ଼ାରେ ଆସନ୍ତା ୨୫ ତାରିଖ ପରେ ବିଜେପି ତାର ଦମ ଦେଖାଇବ ।…

ହତ୍ୟା ଅଭିଯୁକ୍ତଙ୍କୁ କାହିଁକି ସୁରକ୍ଷା ଦେଉଛି ବିଜେଡି ?

ବିଜେପି ନେତା ତଥା ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପୂର୍ବତନ ବିଜେଡି ବିଧାୟକ ତଥା ଗଞ୍ଜାମ ଜିଲ୍ଲା ବିଜେଡି ସଭାପତି ଗିରଫ ହୋଇଛନ୍ତି । ତେବେ ରାଜନୈତିକ ଉଦ୍ଦେଶ୍ୟ ରଖି ବିକ୍ରମଙ୍କୁ ଫସାଇ ଦିଆଯାଇଥିବା ଓ ଏଥିପାଇଁ ସରକାର ଓ…

Rain Alert: ଦକ୍ଷିଣ ଓଡ଼ିଶାକୁ ବର୍ଷା ଆଲର୍ଟ

ଦକ୍ଷିଣ ଆନ୍ଧ୍ର ଓ ଉତ୍ତର ତାମିଲନାଡ଼ୁ ମୁହାଁ ୱେଲମାର୍କଡ ଲୋ-ପ୍ରେସର। ଆଜି ଦୁର୍ବଳ ହୋଇ ପୁଣି ଲଘୁଚାପରେ ପରିଣତ ହୋଇପାରେ । ତେବେ ଏହାର ପ୍ରଭାବରେ ଆଜି ଦକ୍ଷିଣ ଓଡ଼ିଶାର ୧୧ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହେବା ନେଇ ପାଣିପାଗ…

School Closure Plans: ରାଜ୍ୟରେ ନୂତନ ସ୍କୁଲ ବନ୍ଦ/ମିଶ୍ରଣ ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ

ରାଜ୍ୟରେ ନୂତନ ଭାବେ ସ୍କୁଲ ବନ୍ଦ କିମ୍ବା ମିଶ୍ରଣ ହେବାକୁ ନେଇ ବିଭିନ୍ନ ଗଣମାଧ୍ୟମରେ ପ୍ରକାଶିତ ହେଉଥିବା ଖବର ସମ୍ପୁର୍ଣ୍ଣ ଭିତ୍ତିହୀନ ବୋଲି କହିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଜ୍ଞପ୍ତି ସଂଖ୍ୟା ୫୪୬୫…

Police SI recruitment scam: ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲା; ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ

ପୋଲିସ ଏସଆଇ ପରୀକ୍ଷା କେଳେଙ୍କାରୀ ମାମଲାରେ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ । ଶଙ୍କର ପୃଷ୍ଟିର ଆଗୁଆ ଜାମିନ୍ ଆବେଦନ ଖାରଜ କଲେ ହାଇକୋର୍ଟ । ଏହା ସହ ଶଙ୍କରର ପତ୍ନୀ ଦୀପ୍ତିମୟୀ ସାହୁଙ୍କ ଆଗୁଆ…

Pitabash Panda Murder Case: ବିଜେଡିର ଅଭିଯୋଗ ନିଜ ଅପରିପକ୍ୱତାର ପରିଚୟ: ବିଜେପି

ରାଜ୍ୟ କାର୍ଯ୍ୟାଳୟରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ରାଜ୍ୟ ଉପ ସଭାପତି ଡ଼ ଯତୀନ ମହାନ୍ତି କହିଛନ୍ତି ଯେ, ବହୁଚର୍ଚ୍ଚିତ ପୀତବାସ ପଣ୍ଡା ହତ୍ୟାକାଣ୍ଡର ରାଜନୀତିକରଣ ହେବା ଅନୁଚିତ । ବ୍ରହ୍ମପୁର ଏସପିଙ୍କ ବିବୃତି ପରେ ବିଜୁ ଜନତା ଦଳ ତରଫରୁ ସାମ୍ବାଦିକ…

Nuapada By-Election: ନୂଆପଡ଼ା ଉପନିର୍ବାଚନ: ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ

ନୂଆପଡା ଉପନିର୍ବାଚନ ପାଇଁ ସରିଲା ପ୍ରାର୍ଥୀ ପତ୍ର ଯାଞ୍ଚ । ଉପନିର୍ବାଚନରେ ୫ ଜଣ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ନାମାଙ୍କନ ଯାଞ୍ଚର ଶେଷ ଦିନରେ ୫ ପ୍ରାର୍ଥୀଙ୍କ ନାମାଙ୍କନ ନାକଚ । ଉପନିର୍ବାଚନ ପାଇଁ ୧୯ ଜଣ ନାମାଙ୍କନ ଭରିଥିବା…

Unit1 VegetableMarket Fire: ଭୁବନେଶ୍ୱର ୟୁନିଟ ୧ ପରିବା ମାର୍କେଟରେ ଲାଗିଲା ନିଆଁ

ରାଜଧାନୀ ଭୁବନେଶ୍ୱରର ୟୁନିଟ ୧ ପରିବା ମାର୍କେଟରେ ଭୟଙ୍କର ଅଗ୍ନିକାଣ୍ଡ ହୋଇଛି। ହାଟରେ ଥିବା ଅନେକ ଦୋକାନ, ପରିବା ଗୋଦାମରେ ଲାଗିଛି ନିଆଁ । ନିଆଁ ଲାଗି ଜଳିଯାଇଛି ୧୫ରୁ ୨୦ଟି ଦୋକାନ। ଖବର ପାଇ ତୁରନ୍ତ ଅଗ୍ନିଶମ ବାହିନୀ ପହଂଚି…

Pitabash Panda Murder Case: ଆଇନଜୀବୀ ପୀତବାସ ହତ୍ୟା ମାମଲାରେ ବିକ୍ରମ ପଣ୍ଡା ଓ ପିଣ୍ଟୁ ଦାଶ ଗିରଫ

ବହୁ ଚର୍ଚ୍ଚିତ ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡାଙ୍କ ହତ୍ୟା ମାମଲାରେ ପୂର୍ବତନ ବିଧାୟକ ତଥା ଗଞ୍ଜାମ ବିଜେଡି ସଭାପତି ବିକ୍ରମ ପଣ୍ଡାଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି ପୋଲିସ । ସେମାନେ ହେଲେ ପୂର୍ବତନ ବିଧାୟକ ବିକ୍ରମ…

Untimely Ratha Jatra: ଇସ୍କନର ଅଦିନିଆ ରଥଯାତ୍ରା ନେଇ ଗଜପତି ମହାରାଜାଙ୍କ ଚିଠି

ଇସ୍କନର ଅଦିନିଆ ରଥଯାତ୍ରା ପ୍ରସଙ୍ଗରେ ଇସ୍କନ ଜିବିସି (ଗଭର୍ନିଂ ବଡି କମିସନ) ଅଧ୍ୟକ୍ଷ ଗୋବର୍ଦ୍ଧନ ଦାସଙ୍କୁ ମଙ୍ଗଳବାର ଦିନ ପୁରୀ ଗଜପତି ମହାରାଜା ଦିବ୍ୟସିଂହ ଦେବ ଚିଠି ଲେଖିଛନ୍ତି । ଦେଶ ବିଦେଶରେ ଥିବା ଇସ୍କନ ମନ୍ଦିରଗୁଡ଼ିକରେ ଶାସ୍ତ୍ର ଏବଂ ପୁରାତନ…