Tag: Odisha

Polavaram Project: ପୋଲାଭରମ ପ୍ରକଳ୍ପରେ ଓଡ଼ିଶାର କ୍ଷତିଗ୍ରସ୍ତଙ୍କୁ ନେଇ କେନ୍ଦ୍ର ନୀରବ; ଅନ୍ଧାରରେ ହଜାର ହଜାର ଆଦିବାସୀଙ୍କ ଭାଗ୍ୟ

ଆନ୍ଧ୍ରପ୍ରଦେଶର ବହୁ ପ୍ରତିକ୍ଷିତ ପୋଲାଭରମ ପ୍ରକଳ୍ପର କାର୍ଯ୍ୟ ଦ୍ରୁତ ଗତିରେ ଆଗେଇ ଚାଲିଥିବା ବେଳେ ଏହାକୁ ନେଇ ପୁଣି ଥରେ ଓଡ଼ିଶା ପ୍ରତି ଅବହେଳାର ଚିତ୍ର ସାମ୍ନାକୁ ଆସିଛି।ଆନ୍ଧ୍ରପ୍ରଦେଶର ପୋଲାଭରମ ବହୁମୁଖୀ ପ୍ରକଳ୍ପ ଯୋଗୁଁ ଓଡ଼ିଶାର ମାଲକାନଗିରି ଜିଲ୍ଲାର ଏକ ବୃହତ…

Matric Supplementary Result: ଆଜି ୪ଟା ୩୦ରେ ପ୍ରକାଶ ପାଇବ ସପ୍ଲିମେଣ୍ଟାରୀ ଏବଂ ଷ୍ଟେଟ୍ ଓପନ୍ ସ୍କୁଲ ସାର୍ଟିଫିକେଟ୍ ପରୀକ୍ଷା ଫଳ

ଆଜି ପ୍ରକାଶ ପାଇବ ମାଟ୍ରିକ ସପ୍ଲିମେଣ୍ଟାରୀ ରେଜଲ୍ଟ। ଆଜି ଅପରାହ୍ଣ ୪ଟା ୩୦ରେ ପ୍ରକାଶ ପାଇବ ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ (BSE) ଦ୍ୱାରା ପରିଚାଳିତ ୨୦୨୬ ମସିହାର ସପ୍ଲିମେଣ୍ଟାରୀ ହାଇସ୍କୁଲ ସାର୍ଟିଫିକେଟ୍ (SHSC) ପରୀକ୍ଷା ଏବଂ ଷ୍ଟେଟ୍ ଓପନ୍ ସ୍କୁଲ…

Minor Girl Allegedly Abducted from BBSR: ନାବଳିକାକୁ ଦୁଷ୍କର୍ମ ଅଭିଯୋଗ; ଅଭିଯୁକ୍ତକୁ ଗିରଫ କଲା ଭୁବନେଶ୍ୱରର ଇନ୍ଫୋସିଟି ଥାନା ପୋଲିସ

ନାବାଳିକାକୁ ଅପହରଣ ଓ ଦୁଷ୍କର୍ମ ଅଭିଯୋଗରେ ଯୁବକ ଗିରଫ । ରାଜଧାନୀର ଇନ୍ଫୋସିଟି ଅଞ୍ଚଳରେ ରହୁଥିବା ଜଣେ ୧୭ ବର୍ଷୀୟା ନାବାଳିକାକୁ ଅପହରଣ କରି ଯାଜପୁରରେ ଦୁଷ୍କର୍ମ କରିଥିବା ଅଭିଯୋଗରେ ଇନଫୋସିଟି ପୋଲିସ ସମ୍ପୃକ୍ତ ଯୁବକକୁ ଗିରଫ କରିଛି । ଅଭିଯୁକ୍ତ…

Heavy Rainfall Alert Across Odisha: ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇଛି। ବଙ୍ଗୋପସାଗରରେ ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ, ଆଜି ସକାଳ ୫ଟା ୩୦ ସମୟରେ ଉତ୍ତରବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ନିକଟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି।…

Chitalagi Amabasya in Puri: ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ

ଆସନ୍ତା କାଲି ପୁରୀ ଶ୍ରୀମନ୍ଦିରରେ ଭକ୍ତଙ୍କ ପାଇଁ ସାଧାରଣ ଦର୍ଶନ ୫ ଘଣ୍ଟା ପାଇଁ ବନ୍ଦ ରହିବ। ପବିତ୍ର ଚିତାଲାଗି ଅମାବାସ୍ୟା ଅବସରରେ ମହାପ୍ରଭୁଙ୍କର ସ୍ଵତନ୍ତ୍ର ଗୁପ୍ତ ନୀତିକାନ୍ତି ସମ୍ପନ୍ନ କରାଯିବାକୁ ଥିବାରୁ ପ୍ରଥମ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ…

Strict Action Against Fertiliser Dealers Aiding Ganja Cultivation: ଗଞ୍ଜେଇ ଚାଷ ପାଇଁ ସାର ଯୋଗାଉଥିବା ଡିଲରଙ୍କ ବିରୋଧରେ ହେବ ଦୃଢ କାର୍ଯ୍ୟାନୁଷ୍ଠାନ: ଉପମୁଖ୍ୟମନ୍ତ୍ରୀ

ରାଜ୍ୟରେ ବେଆଇନ ଗଞ୍ଜେଇ ଚାଷକୁ ରୋକିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେବାକୁ ଯାଉଛନ୍ତି । ଗଞ୍ଜେଇ ଚାଷ ପାଇଁ ସାର ଓ ଅନ୍ୟାନ୍ୟ କୃଷି ସାମଗ୍ରୀ ଯୋଗାଉଥିବା ସାର ଡିଲରମାନଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

Odisha to Get New Lokayukta: ଖୁବଶୀଘ୍ର ଓଡ଼ିଶା ପାଇବ ନୂଆ ଲୋକାୟୁକ୍ତ

ରାଜ୍ୟରେ ଖୁବ୍ ଶୀଘ୍ର ନୂଆ ଲୋକାୟୁକ୍ତ ନିଯୁକ୍ତି ପ୍ରକ୍ରିୟା ଶେଷ ହେବାକୁ ଯାଉଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସେ କହିଛନ୍ତି ଯେ, ଲୋକାୟୁକ୍ତ ନିଯୁକ୍ତି ନେଇ ଉଚ୍ଚସ୍ତରୀୟ ଚୟନ କମିଟିର ପ୍ରଥମ…

Odisha DGP Appointment Row: ଓଡ଼ିଶା ଡିଜିପି ନିଯୁକ୍ତି ମାମଲା: ସୁପ୍ରିମକୋର୍ଟରେ ପ୍ରକାଶ ସିଂ ନିର୍ଦ୍ଦେଶାବଳୀ ଉଲ୍ଲଙ୍ଘନର ଅଭିଯୋଗ

ଓଡ଼ିଶା ପୋଲିସ ମହାନିର୍ଦ୍ଦେଶକ (DGP) ନିଯୁକ୍ତି ପ୍ରକ୍ରିୟାକୁ ନେଇ ଏବେ ସୁପ୍ରିମକୋର୍ଟରେ ବିବାଦ ଦେଖାଦେଇଛି। ୨୦୦୬ ମସିହାର ପ୍ରକାଶ ସିଂହ ମାମଲାରେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ଉଲ୍ଲଂଘନ କରି ଓଡ଼ିଶା ସରକାର ପୋଲିସ ମହାନିର୍ଦ୍ଦେଶକ ପଦବୀ ପାଇଁ ସମ୍ଭାବ୍ୟ ପ୍ରାର୍ଥୀଙ୍କ ତାଲିକାରେ ଅଯୋଗ୍ୟ…