Tag: Odisha

ମହାନଦୀ ମୁହାଣରେ ଫସିଲେ ୧୪ ମତ୍ସ୍ୟଜୀବୀ

ସମଗ୍ର ରାଜ୍ୟରେ ଲଘୁଚାପଜନିତ ଲଗାଣ ବର୍ଷା ଲାଗି ରହିଛି। ସମୁଦ୍ର ଅଶାନ୍ତ ଥିବା ବେଳେ ମାଛ ଧରିବାକୁ ଯାଇଥିବା ଦୁଇଟି ବୋଟ ସମୁଦ୍ର ମଝିରେ ଅଚଳ ହୋଇଯାଇଛି। ଫଳରେ ପାରାଦୀପ ମହାନଦୀ ମୁହାଣରେ ୧୪ ମତ୍ସ୍ୟଜୀବୀ ଫସିରହିଛନ୍ତି। ତେବେ ଗୋଟିଏ ବୋଟ୍‌କୁ…

ମୁଦାରେ ଫସିଲେ ସିଦ୍ଦରମେୟା, ବେଦାନ୍ତରେ କେବେ ଫସିବେ ନବୀନ ?

ମୁଦା ଜମି ଦୁର୍ନୀତିରେ କର୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମେୟାଙ୍କ ବିରୁଦ୍ଧରେ ଚାଲିବ ମାମଲା। କର୍ଣାଟକ ହାଇକୋର୍ଟ ମଙ୍ଗଳବାର ସ୍ପଷ୍ଟ କରିଦେଇଛନ୍ତି। ଏହି ଜମି ଦୁର୍ନୀତି ମାମଲା ପାଇଁ ରାଜ୍ୟପାଳ ଥାବର ଚନ୍ଦ ଗେହଲଟ ଅନୁମତି ଦେବା ପରେ ଏହା ବିରୋଧରେ ସିଦ୍ଦରମେୟା ହାଇକୋର୍ଟ…

ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡିର ନୂଆ କମିଟି ଗଠିତ

ସମନ୍ୱୟ କମିଟିକୁ ସହଯୋଗ କରିବା ପାଇଁ ବିଜେଡି ପକ୍ଷରୁ ୩ଟି କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି, ସଭ୍ୟ ସଂଗ୍ରହ କମିଟି ଓ କାର୍ଯ୍ୟକ୍ରମ କାର୍ଯ୍ୟାନ୍ଵୟନ କମିଟି ଭଳି ୩ଟି କମିଟି ଗଠନ ହୋଇଛି। ଏଥିରେ ବରିଷ୍ଠ ନେତାଙ୍କୁ ଦାୟିତ୍ୱ…

ବେଙ୍ଗାଲୁରୁ ମହାଲକ୍ଷ୍ମୀ ହତ୍ୟାକାଣ୍ଡ: ଅଭିଯୁକ୍ତ ମୁକ୍ତିକାନ୍ତର ଓଡ଼ିଶାରେ ଆତ୍ମହତ୍ୟା

ବେଙ୍ଗାଲୁରୁରେ ମହିଳାଙ୍କୁ ହତ୍ଯା ଘଟଣାରେ ଓଡିଶା ଲିଙ୍କ ଥିବା ଜଣାପଡିଛି। ବେଙ୍ଗାଲୁରୁ ଭୟାଲିକାବାଲ ଅଞ୍ଚଳରେ ଜଣେ ୨୯ ବର୍ଷୀୟା ମହିଳାଙ୍କ ମୃତଦେହକୁ ୨୦ରୁ ଅଧିକ ଖଣ୍ଡ କରି ତାଙ୍କ ଘରେ ଫ୍ରିଜରେ ରଖାଯାଇଥିଲା। ଏହି ଘଟଣାର ତଦନ୍ତ କରୁଥିବା ବେଙ୍ଗାଲୁରୁ ପୁଲିସ…

ନର୍ସିଂ ସଂଘ-ସରକାର ଆଲୋଚନା ବିଫଳ

ନର୍ସିଂ ସଂଘ ସହ ସରକାରଙ୍କ ଆଲୋଚନା ବିଫଳ ହୋଇଥିବା ବେଳେ କର୍ମଚାରୀଙ୍କ ଆନ୍ଦୋଳନ ଜାରି ରହିବ। ଏ ନେଇ ଲୋକସେବା ଭବନରେ ଆଜି ଅପରାହ୍‌ଣରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବସିଥିଲା। ବୈଠକରେ ସ୍ବାସ୍ଥ୍ୟ ସଚିବ ଏସ. ଅଶ୍ୱଥି, ନର୍ସିଂ ନିର୍ଦ୍ଦେଶକ, ସ୍ଵାସ୍ଥ୍ୟ ନିର୍ଦ୍ଦେଶକଙ୍କ…

ସରକାର ନିୟନ୍ତ୍ରଣମୁକ୍ତ କେବେ ହେବ ମନ୍ଦିର ?

ତିରୁପତିଙ୍କ ଦର୍ଶନକୁ ଯଉଁମାନେ ଯାଆନ୍ତି ସେମାନଙ୍କର ଦୁଇଟି ଇଚ୍ଛା ଥାଏ। ଗୋବିନ୍ଦା ଶ୍ରୀନିବାସଙ୍କ ମନଭରି ଦର୍ଶନ । ଘରକୁ ତିରୁପତି ଲଡୁ ଅଣାଯାଏ। ଆଖପାଖ ପରିବାରଙ୍କୁ ବଣ୍ଟା ଯାଏ । ସମସ୍ତଙ୍କର ଇଚ୍ଛା ଥାଏ ତିରୁପତି ଦର୍ଶନରୁ ଫେରିଲେ ଆଣିଥିବେ ଲଡୁ…

ଖରାପ ନିର୍ବାଚନ ପରିଚାଳନା ଆକ୍ଷେପ କାହାକୁ ?

ଲୋକସଭା ଓ ବିଧାନସଭା ନିର୍ବାଚନ ଫଳ ପ୍ରକାଶ ପାଇଲା ଜୁନ ୪ରେ । ୪ ମାସ ପରେ ବି ବିଜୁ ଜନତା ଦଳ ସଭାପତି ନବୀତ ପଟ୍ଟାନାୟକ ଜିଲ୍ଲାୱାରୀ ବିପର୍ଯ୍ୟୟ ସମୀକ୍ଷା କରୁଛନ୍ତି । କିନ୍ତୁ ଏହି ସମୀକ୍ଷା ପୂର୍ବରୁ ନବୀନ…

କାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ଜେ. ପି ନଡ୍ଡା

ଆସନ୍ତାକାଲି ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ଏ ନେଇ ସୂଚନା ଦେଇଛନ୍ତି। ଦିନିକିଆ ଓଡ଼ିଆ ଗସ୍ତରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଂଚିବା ପରେ ସେଠାରୁ ସିଧାସଳଖ ପାର୍ଟି…

ରାଉରକେଲାରେ ପୁଣି ଲଜ୍ଜା; ନାବାଳିକାଙ୍କୁ ଗଣଦୁଷ୍କର୍ମ

ରାଉରକେଲାରେ ପୁଣି ଲଜ୍ଜା। ଥମିବାର ନାଁ ଧରୁନି ମହିଳାଙ୍କୁ ଯୋଉଁ ନିର୍ଯାତନା। ମଙ୍ଗଳବାର ରାତିରେ ରଘୁନାଥପାଲି ଥାନା ନିକଟରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ ହୋଇଥିବା ଅଭିଯୋଗ ହୋଇଛି। ଏ ନେଇ ନାବାଳିକାର ପରିବାର ଲୋକେ ଥାନାରେ ଅଭିଯୋଗ କରିଥିଲେ। ସୂଚନାଯୋଗ୍ୟ, ଗତକାଲି…

ବାଲେଶ୍ବର ବନ୍ୟା କ୍ଷତିଗ୍ରସ୍ତଙ୍କ ପାଇଁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା

ଲଘୁଚାପଜନିତ ଲଗାଣ ବର୍ଷା ଯୋଗୁଁ ବାଲେଶ୍ୱର ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଜିଲ୍ଲାରେ ବନ୍ୟା ପରିସ୍ଥିତିର ସମୀକ୍ଷା କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ମାସ ୧୮ ତାରିଖରେ ବାଲେଶ୍ୱର ଗସ୍ତ କରି କ୍ଷତିଗ୍ରସ୍ତଙ୍କୁ ସହାୟତା ଦେବାକୁ…