Tag: Odisha

ବିଧାନସଭାକୁ ୱାସ୍‌ଆଉଟ୍‌ ପାଇଁ ଷଡ଼ଯନ୍ତ୍ର: ଆଇନ ମନ୍ତ୍ରୀ

ବିଧାନସଭାରେ ଦୀର୍ଘ ୧୩ ଦିନ ହେବ ପ୍ରଶ୍ନକାଳ, ଶୂନ୍ୟକାଳ ବାଧାପ୍ରାପ୍ତ ହୋଇଛି । ବିରୋଧୀଙ୍କ ହଙ୍ଗାମା ଦେଖିବାକୁ ମିଳୁଥିବା ବେଳେ ବିଧାନସଭାକୁ ୱାସ୍‌ଆଉଟ୍‌ ପାଇଁ ଷଡ଼ଯନ୍ତ୍ର ହେଉଛି କହିଲେ ଆଇନ ମନ୍ତ୍ରୀ । ଆଜି ପ୍ରେସ୍‌ମିଟ୍‌ କରି ଉଭୟ କଂଗ୍ରେସ ଓ…

ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼

ପୁଣି ବନ୍ଦେ ଭାରତ ଏକ୍ସପ୍ରେସକୁ ପଥର ମାଡ଼ । ରାଉରକେଲା-ଭୁବନେଶ୍ୱର ବନ୍ଦେ ଭାରତ ଟ୍ରେନକୁ ପଥର ମାଡ ହୋଇଥିବା ସୂଚନା । ଭୁବନେଶ୍ୱରରୁ ରାଉରକେଲା ଯାଉଥିବା ସମୟରେ କଲୁଙ୍ଗା ଷ୍ଟେସନରେ କେହି ଦୁର୍ବୃତ୍ତ ଟ୍ରେନ ଉପରକୁ ପଥର ଫିଙ୍ଗିବାରୁ ୨ଟି ବଗିର…

ଅତିରିକ୍ତ ପୋଲିସ କମିଶନରଙ୍କ କଲର ଧରିଲେ କଂଗ୍ରେସ କର୍ମୀ

ସୀମା ଟପିଲେ କଂଗ୍ରେସ କର୍ମୀ । ଆନ୍ଦୋଳନ ସମୟରେ ପୋଲିସର କଲର୍ ଧରି ଟଣାଓଟରା କରିଛନ୍ତି କଂଗ୍ରେସ କର୍ମୀ । କଂଗ୍ରେସ ବିଧାୟକ ରମେଶ ଜେନା ବିଧାନସଭା ଭିତରକୁ ବ୍ୟାରିକେଡ଼ ଭାଙ୍ଗି ଧସେଇ ପଶିବାକୁ ଉଦ୍ୟମ ବେଳେ ଅତିରିକ୍ତ ପୋଲିସ କମିଶନର…

ବିଧାନସଭା ଗୃହରୁ ନିଲମ୍ବିତ ହେଲେ ତାରା ଓ ରମେଶ

ବିଧାନସଭା ଗୃହରୁ ନିଲମ୍ବିତ ହେଲେ ଆଉ ୨ କଂଗ୍ରେସ ବିଧାୟକ । କଂଗ୍ରେସ ବିଧାୟକ ତାରା ବାହିନୀପତି ଓ ରମେଶ ଜେନାଙ୍କୁ ମଧ୍ୟ ନିଲମ୍ବିତ କଲେ ବାଚସ୍ପତି ସୁରମା ପାଢ଼ୀ । ୧୪ ଜଣ ବିଧାୟକଙ୍କ ମଧ୍ୟରୁ ସବୁ କଂଗ୍ରେସ ବିଧାୟକ…

ଶପଥ ନେଲେ ହାଇକୋର୍ଟ ମୁଖ୍ୟ ବିଚାରପତି

ହାଇକୋର୍ଟ ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ହରିଶ ଟଣ୍ଡନ । ରାଜ୍ୟପାଳ ହରିବାବୁ କମ୍ଭମପତି ମୁଖ୍ୟ ବିଚାରପତିଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇଛନ୍ତି। ଏହି ଶପଥ ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ସହ ହାଇକୋର୍ଟର ସମସ୍ତ…

ନିଲମ୍ବନ ପରେ ରାଜରାସ୍ତାରେ କଂଗ୍ରେସର ହଙ୍ଗାମା; ରାଜରାସ୍ତାରେ ରାତି କଟେଇଲେ ବିଧାୟକ 

ବିଧାନସଭା ଗୃହରୁ ୧୨ ବିଧାୟକଙ୍କୁ ସସ୍‌ପେଣ୍ଡ ପରେ ରାଜରାସ୍ତାରେ କଂଗ୍ରେସର ହଙ୍ଗାମା। ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ରାତି କଟେଇଲେ କଂଗ୍ରେସ ବିଧାୟକ । ସେମାନଙ୍କ ସହିତ ଦଳରେ ଅନେକ କର୍ମୀ ମଧ୍ୟ ରାତିସାରା ମାଷ୍ଟରକ୍ୟାଣ୍ଟିନ୍‌ ଛକରେ ଧାରଣା ଦେଇଥିବା ଦେଖା ଦେଇଛି ।…

ପାରାଦୀପରେ ହେବ ଗ୍ରୀନଫିଲଡ ବିମାନବନ୍ଦର

ବନ୍ଦର ସହର ପାରାଦୀପରେ ଏକ ନୂଆ ବିମାନବନ୍ଦର ସ୍ଥାପନ କରିବାକୁ ରାଜ୍ୟ ସରକାର ଯୋଜନା କରିଛନ୍ତି । ପାରାଦୀପରେ ଗ୍ରୀନଫିଲଡ ବିମାନବନ୍ଦର ପ୍ରତିଷ୍ଠା କରିବା ସହ ଜୟପୁର, ରଙ୍ଗେଇଲୁଣ୍ଡା, ରାଇରଙ୍ଗପୁର, ଜମାଦାରପଲ୍ଲୀ ଓ ତୁଷୁରା ବିମାନ ବନ୍ଦରର ଉନ୍ନତିକରଣ କରିବା ପାଇଁ…

ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ବିମାନବନ୍ଦର ପାଇଁ ଏପ୍ରିଲ ୯ ଓ ୧୧ରେ ଜନ ଶୁଣାଣି

ଆଉ ପାଦେ ଆଗେଇଲା ପୁରୀର ଶ୍ରୀଜଗନ୍ନାଥ ବିମାନବନ୍ଦର ପ୍ରକଳ୍ପ । ପୁରୀରେ ପ୍ରସ୍ତାବିତ ଶ୍ରୀଜଗନ୍ନାଥ ଅନ୍ତର୍ଜାତୀୟ ବିମାନବନ୍ଦର ପାଇଁ ବ୍ରହ୍ମଗିରି ତହସିଲ ଅଧୀନରେ ଥିବା ସିପସରୁବାଲି ଏବଂ ଷଣ୍ଢପୁର ଅଞ୍ଚଳରେ ଓଡ଼ିଶା ସରକାର ଜମି ଅଧିଗ୍ରହଣ କରିବାକୁ ଯାଉଛନ୍ତି । ଏହି…

କୋହଳ ହେଲା ଆଇଆରବି ବାଟାଲିଅନ୍‌ରେ ସିପାହୀ ଓ କନଷ୍ଟେବଲ୍‌ ବୟସ ସୀମା

ଆଇଆରବି ବାଟାଲିଅନରେ ସିପାହୀ, କନଷ୍ଟେବଲ ନିଯୁକ୍ତି ମାମଲାରେ ବୟସ ସୀମାକୁ କୋହଳ କଲେ ହାଇକୋର୍ଟ ।ଆଇଆରବି ବାଟାଲିଅନ୍‌ରେ ସିପାହୀ ଓ କନଷ୍ଟେବଲ୍‌ ବୟସ ସୀମାକୁ ୩ ବର୍ଷ କୋହଳ ନେଇ ହାଇକୋର୍ଟଙ୍କ ନିର୍ଦ୍ଦେଶ ଦେଇଛନ୍ତି। ବୟସ ସୀମା କୋହଳ ନେଇ ସରକାରଙ୍କ…

ଆଜି ଗୃହ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ; ୧୧ଟା ୩୦ ଯାଏଁ ଗୃହ ମୁଲତବୀ

ଆଜି ବିଧାନସଭା ଗୃହରେ ପ୍ରଶ୍ନକାଳ ଆରମ୍ଭରୁ ବିରୋଧୀଙ୍କ ହଟ୍ଟଗୋଳ । ଆଜି ବି ଅଚଳ ରହିଲା ଗୃହ । ପ୍ରଶ୍ନକାଳ ଆରମ୍ଭ ହେବାମାତ୍ରେ ବିରୋଧୀଙ୍କ ପକ୍ଷରୁ ହୋହାଲ୍ଲା ଏବଂ ନାରାବାଜି କରିଥିଲେ । ବିଗତ ଦିନଗୁଡ଼ିକ ପରି ଆଜି ବି ବିଧାନସଭାରେ…