Tag: Odisha

ସମ୍ବଲପୁରୀ ଗାୟିକାଙ୍କ ସନ୍ଦେହଜନକ ମୃତ୍ୟୁ

କଳାହାଣ୍ଡି ଜିଲା ଭବାନୀପାଟଣାରେ ଗାୟିକା ରୁକ୍‌ସନା ବାନୋଙ୍କ ସନ୍ଦେହଜନକ ମୃତ୍ୟୁ ହୋଇଛି। ତାଙ୍କ ମୃତ୍ୟୁକୁ ନେଇ ସସ୍‌ପେନ୍ସ ରହିଛି। ତେବେ ସ୍କ୍ରବ୍‌ ଟାଇଫସ୍‌ ନୁହେଁ, ସ୍ଲୋ ପଏଜନ ଯୋଗୁଁ ମୃତ୍ୟୁ ହୋଇଥିବା ଅଭିଯୋଗ ଆସିଛି। ମୃତ୍ୟୁର କାରଣ ସ୍ପଷ୍ଟ ହୋଇନଥିବା ବେଳେ…

ଖରିଫ ଧାନ ସଂଗ୍ରହ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା ବୈଠକ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଖରିଫ୍‌ ଧାନ ସଂଗ୍ରହ ଓ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ୩୧୦୦ ଟଙ୍କା ଲାଗୁ ନେଇ ସମୀକ୍ଷା କରିଛନ୍ତି । କୃଷକମାନଙ୍କ ହିତକୁ ଦୃଷ୍ଟିରେ ରଖି ଧାନର ବର୍ଦ୍ଧିତ ସର୍ବନିମ୍ନ ସହାୟକ ମୂଲ୍ୟ ଲାଗୁ…

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁରକ୍ଷା ଗାଇଡଲାଇନ ଜାରି

ସ୍ବାସ୍ଥ୍ୟସେବା କ୍ଷେତ୍ରରେ ସୁରକ୍ଷା ନେଇ ନୂଆ ଗାଇଡଲାଇନ୍‌ ଜାରି କରାଯାଇଛି। ଡାକ୍ତର, ଛାତ୍ରଛାତ୍ରୀ ଓ ସ୍ବାସ୍ଥ୍ୟସେବା ସହ ସମ୍ପୃକ୍ତ ବ୍ୟକ୍ତିଙ୍କ ପାଇଁ ଗାଇଡଲାଇନ ଉଦ୍ଦିଷ୍ଟ। ଏ ନେଇ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ବିସ୍ତୃତ ନିର୍ଦ୍ଦେଶାବଳୀ ଜାରି ହୋଇଛି। ଆରଜି କର ମେଡିକାଲ…

ଗୁରୁଚରଣ ଦାସ ୱାଟକୋର ଏମ୍‌ଡି

ଜନସ୍ବାସ୍ଥ୍ୟ ଅତିରିକ୍ତ ମୁଖ୍ୟଯନ୍ତ୍ରୀ ଗୁରୁଚରଣ ଦାସ ୱାଟକୋର ପରିଚାଳନା ନିର୍ଦ୍ଦେଶକ ଭାବେ ନିଯୁକ୍ତି ପାଇଛନ୍ତି।ଗୁରୁଚରଣଙ୍କୁ ୱାଟକୋ ଏମ୍‌ଡି ଭାବେ ମୁଖ୍ୟମନ୍ତ୍ରୀ ନିଯୁକ୍ତି ଦେଇଛନ୍ତି। ଗୁରୁଚରଣ ୱାଟକୋ ଡିଭିଜନ-୨ର ଜେନେରାଲ ମ୍ୟାନେଜର ଦାୟିତ୍ବରେ ଥିଲେ।

ବିଜେପି ପକ୍ଷରୁ ପୂର୍ବତନ ସାଂସଦ ସୁଜିତ କୁମାରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା

ରାଜ୍ୟରେ ବିଜେପିର ସାଂଗଠନିକ ସ୍ଥିତି ବଢିଚାଲିଛି। ଗତ ନିର୍ବାଚନରେ ୨୧ରୁ ୨୦ ସାଂସଦ ଏବଂ ୭୮ ବିଧାୟକ ନିର୍ବାଚିତ ହୋଇଛନ୍ତି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ କେନ୍ଦ୍ରରେ ଲଗାତର ତୃତୀୟ ଥର ଏବଂ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନେତୃତ୍ୱରେ ଓଡିଶାରେ…

ସ୍କୁଲକୁ ମଦ ପିଇ ଆସିଲେ ହେବ କଡା କାର୍ଯ୍ୟାନୁଷ୍ଠାନ: ଗଣଶିକ୍ଷା ମନ୍ତ୍ରୀ

ମଦ୍ୟପ ଶିକ୍ଷକ କଡ଼ା ଚେତାବନୀ ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ଶିକ୍ଷକମାନେ ନିଶାମୁକ୍ତ ରହିବା ନିହାତି ଦରକାର । ପାଠ ପଢାଇବା ବେଳେ ଶିକ୍ଷକ ଯଦି ମଦ ପିଇ ମାତାଲ ହୋଇ ଆସିବେ ତାହା ଶିକ୍ଷା…

ଚମ୍ପୁଆ ବିଧାନସଭା ମଣ୍ଡଳୀ ନିର୍ବାଚନୀ ମାମଲା ଖାରଜ

ଚମ୍ପୁଆ ବିଧାନସଭା ନିର୍ବାଚନ ମଣ୍ଡଳୀ ନିର୍ବାଚନୀ ମାମଲାକୁ ହାଇକୋର୍ଟ ଖାରଜ କରିଛନ୍ତି। ଚଳିତ ସାଧାରଣ ନିର୍ବାଚନ ସମୟରେ ବିଜୟୀ ପ୍ରାର୍ଥୀ ସନାତନ ମହାକୁଡ଼ଙ୍କ ନାଁରେ ତ୍ରୁଟିପୂର୍ଣ୍ଣ ସତ୍ୟପାଠ ଦାଖଲ କରିଥିବା ନେଇ ଅଭିଯୋଗ ଆସିଥିଲା। ପରାଜିତ ପ୍ରାର୍ଥୀ ଗୁରୁବାଗ ୱାଲିଆ ଏହି…

ମେଜରଙ୍କୁ ମାଡ଼ ଘଟଣା; ଅବସରପ୍ରାପ୍ତ ସେନା କର୍ମଚାରୀଙ୍କ ବିକ୍ଷୋଭ

ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀ ଭରତପୁର ଥାନାକୁ ଅଭିଯୋଗ କରାଯାଇଥିବା ବେଳେ ଅଭିଯୋଗ ରଖିବା ପରିବର୍ତ୍ତେ ଓଲଟା ପୋଲିସ ସେମାନଙ୍କୁ ମାଡ଼ ମାରିବା ସହ ନିର୍ଯାତନା ଦେଇଥିଲା। ଏହି ଘଟଣାରେ ଅବସରପ୍ରାପ୍ତ ସେନା ଅଧିକାରୀ ଶାନ୍ତିପୂର୍ଣ୍ଣ ପ୍ରତିବାଦ କରିଛନ୍ତି। ରାଜ୍ୟରେ…

ବାଲେଶ୍ବର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାଲେଶ୍ୱର ଗସ୍ତରେ ଯିବେ। ଆକାଶମାର୍ଗରୁ ବନ୍ୟା ସ୍ଥିତି ସମୀକ୍ଷା କରିବେ। ବନ୍ୟା ସ୍ଥିତି ଦେଖିବା ପରେ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସହ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି। ପାଛୁଡ଼ିଆରେ ଏକ ପାର୍କ ମଧ୍ୟ ଉଦଘାଟନ କରିବେ।…

ବିଶ୍ୱଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଲେ ନବୀନ ବାବୁ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି। ଶ୍ରୀ ହରିଚନ୍ଦନଙ୍କ ପୁଅ ତଥା ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନଙ୍କୁ…