ତାଜା ଖବର ରାଜ୍ୟ ସୁଭଦ୍ରା ଫର୍ମକୁ ନେଇ ଦ୍ୱନ୍ଦ୍ୱ ଦୂର September 4, 2024 Nirvay ସୁଭଦ୍ରା ଯୋଜନାରେ ଫର୍ମ ଆବେଦନ ଆରମ୍ଭ ହେବାକୁ ଥିବା ବେଳେ ଦ୍ୱନ୍ଦ୍ୱ ଦୂର କଲେ ଜନସେବା କେନ୍ଦ୍ର କାର୍ଯ୍ୟକାରୀ ମୁଖ୍ୟ। ଘରେ ରହି ଅନଲାଇନରେ ଶୁଭଦଦ୍ରା ଯୋଜନାର ଆବେଦନ କରିପାରିବେନି ବୋଲି କହିଛନ୍ତି। କେବଳ ଜନ ସେବା, ମୋ ସେବା କେନ୍ଦ୍ରରେ…
ତାଜା ଖବର ରାଜ୍ୟ ପ୍ରଥମ ଥର ଉପମୁଖ୍ୟମନ୍ତ୍ରୀଙ୍କ ଫାର୍ମ ହାଉସରୁ ଦୁବାଇ ଗଲା ଡ୍ରାଗନ ଫଳ September 4, 2024 Nirvay ଉପମୁଖ୍ୟମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ ଜଣେ ସଫଳ ଚାଷୀ । କନକ ବର୍ଦ୍ଧନ ସିଂଦେଓଙ୍କ ଫାର୍ମ ହାଉସରୁ ଦୁବାଇକୁ ଯାଇଛି ଡ୍ରାଗନ ଫଳ। ଶ୍ରୀ ସିଂଦେଓଙ୍କ ଫାର୍ମ ହାଉସରୁ ଉତ୍ପାଦିତ ଡ୍ରାଗନ ଫଳ ଓଡିଶାରୁ ପ୍ରଥମ ଥର…
ତାଜା ଖବର ରାଜ୍ୟ ଛାତ୍ର ସଂସଦ ନିର୍ବାଚନ ଦାବିରେ ବିକ୍ଷୋଭ September 4, 2024 Nirvay ଚଳିତ ବର୍ଷ ଛାତ୍ର ସଂସଦ ନିର୍ବାଚନ ଦାବିରେ ଛାତ୍ର କଂଗ୍ରେସ କର୍ମୀ ଆନ୍ଦୋଳକୁ ଓହ୍ଲାଇଛନ୍ତି । ଭୁବନେଶ୍ୱର ଲୋୟର ପିଏମଜିରେ ଛାତ୍ର କଂଗ୍ରେସ ଆନ୍ଦୋଳନ ଜାରି ରଖିଛନ୍ତି। ବିଧାନସଭା ଘେରାଉ ଉଦ୍ୟମ ବେଳେ ପୋଲିସ ସେମାନଙ୍କୁ ଅଟକାଇଥିଲା। ଆଇନଶୃଙ୍ଖଳା ପରିସ୍ଥିତିକୁ ଦୃଷ୍ଟିରେ…
ତାଜା ଖବର ରାଜ୍ୟ ଝୋଟ ବ୍ୟାଗ୍ ଖର୍ଚ୍ଚ ୨୪୭ କୋଟି ! September 4, 2024 Nirvay ନିର୍ବାଚନ ପୂର୍ବରୁ ଗତ ବିଜେଡି ସରକାର ଝୋଟ ବ୍ୟାଗ୍ ବଣ୍ଟନ ପାଇଁ କେତେ ଟଙ୍କା ଖର୍ଚ୍ଚ କରିଥିଲେ ସେ ନେଇ ତଥ୍ୟ ଆସିଛି । ନିର୍ବାଚନ ପୂର୍ବରୁ ସରକାର ବାଣ୍ଟିଥିବା ଝୋଟ ବ୍ୟାଗ ଖର୍ଚ୍ଚର ତଥ୍ୟ ଶୁଣିଲେ ହୋସ ଉଡିଯିବ। ଝୋଟ…
ତାଜା ଖବର ରାଜ୍ୟ ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର September 4, 2024 Nirvay ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ସୂଚନାଯୋଗ୍ୟ,…
ତାଜା ଖବର ରାଜ୍ୟ ‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍ରେ ହେଉଛି ଆଧାର ଅଥେଣ୍ଟିକେସନ: ମଦନ ମୋହନ ରାଉତ September 3, 2024 Papirani ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ରରେ ଭିଡ଼ ପ୍ରସଙ୍ଗରେ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତଙ୍କ ସୂଚନା । ସେ କହିଛନ୍ତି ‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍ରେ ହେଉଛି ଆଧାର ଅଥେଣ୍ଟିକେସନ। ମୋବାଇଲ, ବାୟୋମେଟ୍ରିକ, ଫେସ୍,…
ତାଜା ଖବର ରାଜନୀତି ରାଜ୍ୟ ସୁନୀତି ମୁଣ୍ତଙ୍କୁ ବିଜେପି ପାର୍ଟି ଅଫିସରୁ ତଡ଼ିଦେଲେ ବିଜେପି କର୍ମୀ September 3, 2024 Papirani ବିଜେପି ପାର୍ଟି ଅଫିସରେ ବିଜେପିରୁ ନିଲମ୍ୱିତ ହୋଇଥିବା ସୁନୀତି ମୁଣ୍ଡଙ୍କୁ ଦୁର୍ବ୍ୟବହାର । ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ ଜୋରଦାର ବିରୋଧ କରିଥିଲେ ବିଜେପି ସଦସ୍ୟ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଘଉଡ଼ାଇ ରାସ୍ତାରେ…
ତାଜା ଖବର ବ୍ୟବସାୟ ଜୟପୁର ପାଇଁ ଭୁବନେଶ୍ୱରରୁ ଆଉ ଗୋଟିଏ ଇଣ୍ଡିଆ ୱାନ ଏୟାର ବିମାନ September 3, 2024 Papirani ସେପ୍ଟେମ୍ୱର ୪ ତାରିଖରୁ ଭୁବନେଶ୍ବର-ଜୟପୁର ମଧ୍ୟରେ ବିମାନ ସେବା ଆରମ୍ଭ ହେଉଥିବା ନେଇ ଇଣ୍ଡିଆ ୱାନ୍ ଏୟାର କଂପାନି ପକ୍ଷରୁ ସୂଚନା ମିଳିଛି। ସେପ୍ଟେମ୍ୱର ୪ ତାରିଖରୁ ପ୍ରତ୍ୟେକ ସୋମବାର ୨ଟି ଇଣ୍ଡିଆ ୱାନ୍ ଏୟାର ବିମାନ ସକାଳ ୭.୨୦ ମିନିଟ…
ତାଜା ଖବର ରାଜ୍ୟ ତାଳଚେର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କଲା ଭିଜିଲାନ୍ସ September 3, 2024 Nirvay ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ଗତକାଲି ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…
ତାଜା ଖବର ରାଜ୍ୟ ବିଜେପିରେ ମିଶିଲେ ପୁରୁଷୋତ୍ତମପୁର ଏନଏସି ଉପାଧ୍ୟକ୍ଷଙ୍କ ସମେତ କାଉନସିଲର September 3, 2024 Nirvay ବିଜେପିର ନୂଆ ସରକାରକୁ ନେଇ ଓଡିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ।…