Tag: Odisha

ହଷ୍ଟେଲରେ ବଢ଼ୁଛି ମୃତ୍ୟୁ ସଂଖ୍ୟା; ୮ ମାସରେ ୨୬ ଛାତ୍ରଛାତ୍ରୀଙ୍କ ମୃତ୍ୟୁ

ଅନୁସୂଚିତ ଜନଜାତି ହଷ୍ଟେଲରେ ବଢ଼ିଛି ଛାତ୍ରଛାତ୍ରୀଙ୍କ ମୃତ୍ୟୁ ସଂଖ୍ୟା । ଏହି ସଂଖ୍ୟା ଗତ ଆଠ ମାସରେ ୨୬ ରେ ପହଁଚିଛି । ବିଧାୟକ ରଣେନ୍ଦ୍ର ସ୍ୱାଇଁଙ୍କ ପ୍ରଶ୍ନର ଉତ୍ତର ଦେଇ ଏହି ସୂଚନା ଦେଇଛନ୍ତି ଅନୁସୂଚିତ ଜନଜାତି ଓ ଅନୁସୂଚିତ…

ଥାନା ଉତ୍ପୀଡ଼ନର ନିଜେ ଭୁକ୍ତଭୋଗୀ କହିଲେ ମୋହନ ମାଝୀ

ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କମିସନରେଟ ପୋଲିସ ଅନ୍ତର୍ଗତ ଭୁବନେଶ୍ୱରର ନୟାପଲ୍ଲୀ ଥାନା ଠାରେ ଆଭାସୀ ମାଧ୍ୟମରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ୧୪ଟି ନବନିର୍ମିତ ଥାନା ଗୃହ ଉଦଘାଟନ କରିଛନ୍ତି । ସୂଚନା ଯୋଗ୍ୟଯେ, ଆଜି ମୁଖ୍ୟମନ୍ତ୍ରୀ ଭୁବନେଶ୍ୱରର ନୟାପଲ୍ଲୀ…

ମଞ୍ଚେଶ୍ୱର ରେଳ ଷ୍ଟେସନରେ ଅଟକିବ ତିନୋଟି ପ୍ରମୁଖ ଟ୍ରେନ୍

ମଞ୍ଚେଶ୍ୱର ରେଳ ଷ୍ଟେସନରେ ତିନୋଟି ପ୍ରମୁଖ ଟ୍ରେନ୍ ଅଟକିବା ପାଇଁ ଭୁବନେଶ୍ୱରସ୍ଥିତ ମଞ୍ଚେଶ୍ୱରବାସୀ ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀଙ୍କୁ ଅନୁରୋଧ କରି ଆସୁଥିଲେ । ଭାରତୀୟ ରେଳବାଇ ଅପରାଜିତା ଷଡ଼ଙ୍ଗୀଙ୍କ ଅନୁରୋଧକୁ ଆଜି ଗ୍ରହଣ କରିଛି । କୋଣାର୍କ ଏକ୍ସପ୍ରେସ୍, ବିଶାଖା…

ବଦଳିବନି ରେଭେନ୍ସା ବିଶ୍ବବିଦ୍ୟାଳୟର ନାମ

ଆଜିଠାରୁ ଆରମ୍ଭ ହୋଇଛି ବିଧାନସଭା ବଜେଟ ଅଧିବେଶନର ଦ୍ୱିିତୀୟ ପର୍ଯ୍ୟାୟ। ଆଜି ଗୃହରେ ଉଠିଲା ରେଭେନ୍ସା କଲେଜର ନାମ ପରିବର୍ତ୍ତନ ପ୍ରସଙ୍ଗ । ରେଭେନ୍ସା କଲେଜର ନାମ ପରିବର୍ତ୍ତନକୁ ନେଇ ଆଜି ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଉଚ୍ଚ ଶିକ୍ଷା ମନ୍ତ୍ରୀଙ୍କୁ…

କଟକ ବାଲିଯାତ୍ରାକୁ ମିଳିବନି ଜାତୀୟ ମାନ୍ୟତା

ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରକୁ ମିଳିବନି ଜାତୀୟ ମାନ୍ୟତା । ଏନେଇ ଆଜି ବିଧାନସଭା ଗୃହରେ କଣ୍ଟାମାଳ ବିଧାୟକ କହ୍ନାଇଁ ଚରଣ ଡାଙ୍ଗ ପଚାରିଥିବା ପ୍ରଶ୍ନ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ଅନୁଗ୍ରହ କରି କହିବେ କି ? କଳା,…

କିଟ୍ ମାମଲା: ଆଉ ୩ ଜଣଙ୍କୁ ଉଚ୍ଚସ୍ତରୀୟ କମିଟି ଆଗରେ ହାଜିର ପାଇଁ ଜାରି ହେଲା ନୋଟିସ୍‌

କିଟ୍ ବିଶ୍ଵବିଦ୍ୟାଳୟରେ ନେପାଳୀ ଛାତ୍ରୀଙ୍କ ମୃତ୍ୟୁ ମାମଲାର ଉଚ୍ଚସ୍ତରୀୟ କମିଟି ତଦନ୍ତ ଜାରି ରଖିଥିବା ବେଳେ ଆଉ ୩ ଜଣଙ୍କୁ ନୋଟିସ୍ ଜାରି ହୋଇଛି । ଆଜି ପଚରାଉଚୁରା ପାଇଁ ଆଉ ୩ ଜଣ ବରିଷ୍ଠ ଅଧିକାରୀ ଓ କିଟ୍‌ର ୩…

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ

ମାର୍ଚ୍ଚ ୧୦ରେ ରାଜରାସ୍ତାକୁ ଓହ୍ଲାଇବ କଂଗ୍ରେସ । ନାରୀ ନିର୍ଯାତନାକୁ ବିରୋଧ କରି ରାଜ୍ୟବ୍ୟାପୀ ଆନ୍ଦୋଳନ ଡାକରା ଦେବ କଂଗ୍ରେସ । ଏନେଇ ଆଜି ସୂଚନା ଦେଇଛନ୍ତି କଂଗ୍ରେସ ନେତା ନବଜ୍ୟୋତି ପଟ୍ଟନାୟକ । ସେ କହିଛନ୍ତି ଆସନ୍ତା ୧୦ ତାରିଖରେ…

ବିଜୁ ଜନତା ଦଳରେ ଅସ୍ତିତ୍ବ ସଂକଟ

ବିକୁ ପରିବାର ଅବଧାରଣା (କନ୍‌ସେପ୍ଟ)ରେ ଜନତା ଦଳକୁ ବିଭାଜିତ କରି ଜନ୍ମ ନେଇଥିଲା ବିଜୁ ଜନତା ଦଳ । ଏଥିପାଇଁ ବିଜୁଭକ୍ତ ନେତାମାନେ ନିଜନିଜର ଦକ୍ଷତା ଅପେକ୍ଷା ଭରସା କରିଥିଲେ ବିଜୁ ପୁତ୍ର ନବୀନଙ୍କ ଉପରେ । ନେତାମାନଙ୍କ ମଧ୍ୟରେ ପାରସ୍ପରିକ…

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନରରେ ହଟ୍ଟଗୋଳ;  ୧୨ଟା ଯାଏଁ ଗୃହ ମୁଲତବୀ

ଦ୍ବିତୀୟ ପର୍ଯ୍ୟାୟ ବଜେଟ୍ ଅଧିବେଶନର ପ୍ରଥମ ଦିନରୁ ଦେଖାଯାଇଛି ହଟ୍ଟଗୋଳ। ଅଧିବେଶନ ଆରମ୍ଭରୁ ବିରୋଧୀ ପ୍ରବଳ ହଟ୍ଟଗୋଳ କରିଥିଲେ । ତେବେ ବାଚସ୍ପତି ସମସ୍ତ ବିଧାୟକଙ୍କୁ ଅନୁରୋଧ କରିବା ସତ୍ତ୍ବେ ମଧ୍ୟ ସେମାନେ ଶୁଣି ନଥିଲେ । ଫଳରେ ବାଚସ୍ପତି ବାଧ୍ୟ…

ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗ ଅଧ୍ୟକ୍ଷ ପଦରୁ ବିଦା ହେଲେ ମନ୍ଦାକିନୀ କର

ଆଜି ରାଜ୍ୟ ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ଓଡ଼ିଶା ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟୋଗର ଅଧ୍ୟକ୍ଷ ଶ୍ରୀମତୀ ମନ୍ଦାକିନୀ କର ଏବଂ ୫ ଜଣ ସଦସ୍ୟ ଯଥା – ସସ୍ମିତା ନନ୍ଦ, ରୁବି ବିଶ୍ଵାଳ, ଜାଲିନା ପ୍ରିୟଦର୍ଶିନୀ,…