Tag: Odisha

ଜନଶୁଣାଣିରେ ବାଲଡା ନାଗେଶ୍ୱରୀ ପାହାଡ଼ରେ ଖଣି ଖନନକୁ ବିରୋଧ

କୋରାପୁଟ ଜିଲ୍ଲା, ନନ୍ଦପୁର ବ୍ଲକ ଅନ୍ତର୍ଗତ ବାଲଡା ଠାରେ ଖଣି ଖନନ ନିମନ୍ତେ ଅନୁଷ୍ଠିତ ଜନ ଶୁଣାଣିରେ, ତୀବ୍ର ଅସନ୍ତୋଷ ପ୍ରକାଶ କରିଛନ୍ତି କୋରାପୁଟବାସୀ । ଏହି ପାହାଡର ଖଣିରୁ ଅଲୁମନିୟମ କଞ୍ଚାମାଲ ଉତ୍ତୋଳନ ହେବା ଦ୍ୱାରା ପରିବେଶ ସନ୍ତୁଳନ ବିଗିଡିବା…

ବିଦେଶୀ ଶିକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା ସ୍ୱତନ୍ତ୍ର ସେଲ୍‌

ଭୁବନେଶ୍ୱର କଳିଙ୍ଗ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡଷ୍ଟ୍ରିଆଲ ଟେକ୍ନୋଲୋଜି (କୀଟ) ବିଶ୍ୱବିଦ୍ୟାଳୟର ହଷ୍ଟେଲ କ୍ୟାମ୍ପସରେ ଜଣେ ନେପାଳୀ ଛାତ୍ରୀ ମୃତ୍ୟୁ ଓ ନେପାଳୀ ଛାତ୍ରଛାତ୍ରୀ ମାନଙ୍କ ଉପରେ ଅସଦାଚରଣ ଘଟଣା ପରେ ବିଦେଶୀ ଶିକ୍ଷାର୍ଥୀଙ୍କ ପାଇଁ ଗଠନ ହେଲା ସ୍ୱତନ୍ତ୍ର ସେଲ୍‌ ।…

ସ୍କୁଲରେ ରାଜନୀତି କରୁଥିଲେ ବିଜେଡି ସରକାର: ଗଣଶିକ୍ଷା ମନ୍ତ୍ରୀ

ସ୍କୁଲ କୋଠା ରଙ୍ଗ ବଦଳିବା ପ୍ରସଙ୍ଗରେ ପ୍ରତିକ୍ରିୟା ଦେଲେ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ । ସେ କହିଛନ୍ତି ସ୍କୁଲ ରଙ୍ଗ ନୁହେଁ, ବିଜେଡି ରଙ୍ଗ ପରିବର୍ତ୍ତନ କରିଛୁ । ଯାହା ପୂର୍ବରୁ ଥିଲା ସେହି ରଙ୍ଗ ଦିଆଯାଇଛି । ସ୍କୁଲରେ…

ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଗଜେନ୍ଦ୍ର ସିଂହଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାଓ୍ୱତଙ୍କୁ ଧର୍ମେନ୍ଦ୍ର ପ୍ରଧାନଙ୍କ ଚିଠି । ଦେବ୍ରିଗଡ଼-ଭୀମମଣ୍ଡଳୀ-ହୀରାକୁଦକୁ ପର୍ଯ୍ୟଟନ ସର୍କିଟ ଭାବେ ଘୋଷଣା ପାଇଁ ଚିଠି । କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀଙ୍କୁ ଅନୁରୋଧ କଲେ ଧର୍ମେନ୍ଦ୍ର ପ୍ରଧାନ। କେନ୍ଦ୍ରମନ୍ତ୍ରୀ ଚିଠିରେ ଉଲ୍ଲେଖ…

ଆସିଲା ସୁଭଦ୍ରା ଟଙ୍କା; ଅଙ୍ଗନବାଡି କର୍ମୀଙ୍କ ପାଇଁ ପ୍ରୋତ୍ସାହନ ଘୋଷଣା

ଆସିଲା ସୁଭଦ୍ରାର ପଞ୍ଚମ କିସ୍ତି ଟଙ୍କା । ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ପାଇଲେ ହିତାଧିକାରୀ । ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଲା ବୋଲି କହିଲେ ଉପମୁଖ୍ୟମନ୍ତ୍ରୀ । ସେ କହିଛନ୍ତି ପଞ୍ଚମ ପର୍ଯ୍ୟାୟ ଟଙ୍କାରେ…

ଆତ୍ମଘାତୀ ଗୋଲ୍; ୧୯୯୧ରୁ ପାଳିତ ହୋଇ ଆସୁଥିବା ପଞ୍ଚାୟତିରାଜ ଦିବସକୁ ତାରିଖ ବଦଳାଇଲେ ମୋହନ ସରକାର

ପଞ୍ଚାୟତିରାଜ ଦିବସ ବିବାଦ ଆପେକ୍ଷିକ କି ଅନାପେକ୍ଷିକ, ତାହା ବଡ଼ ତର୍କର ବିଷୟ ହୋଇଯାଇଛି । ଅନାସକ୍ତ ଭାବେ ଏବଂ ସମ୍ପୂର୍ଣ ରାଜନୈତିକ ଦୃଷ୍ଟିକୋଣରୁ ବାହାରି ଏହାକୁ ବିଚାର କରିବା ଯଥାର୍ଥ ହେବ । ଅନୁଚିତ ବିବାଦ ଦ୍ବାରା ଅନିଚ୍ଛା ସତ୍ତ୍ୱେ…

ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବଦଳିଲା ମୁଖ୍ୟମନ୍ତ୍ରୀଙ୍କ ଠିକଣା । ଆଜି ନୂଆ ସରକାରୀ ବାସଭବନରେ ପ୍ରବେଶ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଦିନ ୧୦.୪୭ରେ ଗୃହ ପ୍ରବେଶ କଲେ ମୋହନ ଚରଣ ମାଝୀ । ଏଜିରୁ ରାଜଭବନ ରାସ୍ତାରେ ଥିବା ବାସଭବନରେ ପୂଜା ଅର୍ଚ୍ଚନା ପରେ…

ଆଜି ସରୁଛି ମାଟ୍ରିକ ପରୀକ୍ଷା; ୧୯ରୁ ଆରମ୍ଭ ଖାତା ଦେଖା

ଆଜି ସରୁଛି ମାଟ୍ରିକ ପରୀକ୍ଷା । ଶେଷ ଦିନରେ ହିନ୍ଦୀ ଓ ସଂସ୍କୃତ ବିଷୟରେ ପରୀକ୍ଷା ଦେଉଛନ୍ତି ଛାତ୍ରଛାତ୍ରୀ । ଫେବ୍ରୁଆରି ୨୧ ତାରିଖରୁ ଆରମ୍ଭ ହୋଇଥିଲା ମାଟ୍ରିକ ପରୀକ୍ଷା ଆଜି ଶେଷ ହେଉଛି। ଚଳିତ ବର୍ଷ ୫ ଲକ୍ଷରୁ ଅଧିକ…

ଖୁବ ଶୀଘ୍ର ଭୁବନେଶ୍ୱରରୁ ଗାଜିଆବାଦ ଏବଂ ପୋର୍ଟ ବ୍ଲେୟାରକୁ ଉଡ଼ିବ ବିମାନ

ଓଡ଼ିଶାର ନୂଆ ଗନ୍ତବ୍ୟ ନୀତି ଅଧୀନରେ ଉତ୍ତରପ୍ରଦେଶର ଗାଜିଆବାଦର ହିଣ୍ଡନ ବିମାନ ବନ୍ଦର ଏବଂ ଆଣ୍ଡାମାନର ପୋର୍ଟ ବ୍ଲେୟାରକୁ ଭୁବନେଶ୍ୱରରୁ ଖୁବ ଶୀଘ୍ର ଉଡ଼ିବ ବିମାନ । ଆସନ୍ତା ୩୦ ତାରିଖରୁ ଆରମ୍ଭ ହେବ ଏହି ବିମାନ ସେବା । ରାଜ୍ୟର…

ଯାଜପୁରରେ ବିଜୁ ବାବୁଙ୍କ ବିଶାଳ ପ୍ରତିମୂର୍ତ୍ତୀ ଉନ୍ମୋଚନ

ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକ ଙ୍କର ୧୦୯ ତମ ଜନ୍ମ ଜୟନ୍ତୀ ଉପଲକ୍ଷେ ଆଜି ଯାଜପୁରରେ ବିଜୁ ବାବୁଙ୍କର ଏକ ବିଶାଳ ପ୍ରତିମୂର୍ତ୍ତୀ ଉନ୍ମୋଚନ ହୋଇଛି । ପୂର୍ବତନ ସାଂସଦ ଶର୍ମିଷ୍ଠା ସେଠି, ବିରୋଧୀଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ ସମେତ…