Tag: Odisha

ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜିଠୁ ଦୁଇ ଦିନିଆ ମୟୂରଭଞ୍ଜ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ଆଜି ପ୍ରଥମେ ଉଦଳାର ପାଟପୁରସ୍ଥିତ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚି ସେଠାରେ ଉନ୍ନୟନ ମୂଳକ କାର୍ଯ୍ୟକ୍ରମରେ ଯୋଗଦେବେ । ଉଦଳାରୁ ଖିଚିଙ୍ଗରେ ପହଞ୍ଚିବା ପରେ ସେ…

ରାଜ୍ୟରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ

ଶୁକ୍ରବାର ଦିନ ଓଡ଼ିଶାରେ ଆଇପିଏସ ସ୍ତରରେ ବଡ ଧରଣର ଅଦଳ ବଦଳ ଦେଖିବାକୁ ମିଳିଛି । କଟକ ଓ ଭୁବନେଶ୍ୱରର ଡିସିପିଙ୍କୁ ବଦଳି କରାଯାଇଛି । ଜଗମୋହନ ମୀନାଙ୍କୁ ଭୁବନେଶ୍ୱର ଡିସିପି ଭାବେ ନିଯୁକ୍ତି ମିଳିଥିବା ବେଳେ ଖିଲାରୀ ରିଷିକେଶ କଟକର…

ନଡ୍ଡାଙ୍କ ଓଡିଶା ଗସ୍ତ ସରକାରୀ ଥିଲା କହିଲେ ମନମୋହନ ସାମଲ

ଆଜି ରାଜ୍ୟ ଅତିଥି ଭବନରେ ଭାରତୀୟ ଜନତା ପାର୍ଟିର ଅନୁଷ୍ଠିତ ବୈଠକ ପରେ ବିଜେପି ରାଜ୍ୟ ସଭାପତି ମନମୋହନ ସାମଲଙ୍କ ପ୍ରତିକ୍ରିୟା । ଦୁଇ ଦିନିଆ ଓଡିଶା ଗସ୍ତରେ ଆସିଥିବା ସ୍ୱାସ୍ଥ୍ୟ ମନ୍ତ୍ରୀ ଜେପି ନଡ୍ଡାଙ୍କ ଗସ୍ତ ସରକାରୀ ଥିଲା ।…

୨୦ ବର୍ଷର ହାଟ ସମସ୍ୟାର ସମାଧନ; ନୂଆ ରୂପ ନେବ ସହିଦ ନଗର ହାଟ

୨୦ ବର୍ଷର ହାଟ ସମସ୍ୟା ଦୁଇ ମାସରେ ସମାଧନ ହୋଇଛି । ଭୁବନେଶ୍ୱରସ୍ଥିତ ସହିଦ ନଗର ହାଟ ପାଇଁ ହସ୍ତାନ୍ତର ହୋଇଛି ଜମି । ଏହାସହ ଉନ୍ନତିକରଣ ପାଇଁ ଭୁବନେଶ୍ୱର ମହାନଗର ନିଗମକୁ ମଧ୍ୟ ମିଳିଛି ଦାୟିତ୍ଵ । ଆଜି ମୁଖ୍ୟମନ୍ତ୍ରୀ…

ମାଲକାନଗିରି ମୋଟୁରେ ପୋଲାଭରମ ବିରୋଧୀ ବିଶାଳ ସମାବେଶ ଅନୁଷ୍ଠିତ

ଗୋଦାବରୀ ନଦୀ ଉପରେ ନିର୍ମିତ ହେବାକୁ ଯାଉଥିବା ପୋଲାଭରମ ପ୍ରକଳ୍ପ ବିରୋଧରେ ଆଜି ମାଲକାନଗିରିର ମୋଟୁଠାରେ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିରାଟ ସମାବେଶ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବିଜୁ ଜନତା ଦଳ ସମେତ ୧୪ ଟି ଆଦିବାସୀ ସଂଗଠନର…

ପଞ୍ଚଭୂତରେ ଲୀନ ହେଲେ ଉତ୍ତମ ମହାନ୍ତି; ଦିଆଗଲା ଗାର୍ଡ ଅଫ୍ ଅନର୍

ପଞ୍ଚଭୂତରେ ଲୀନ ହେଲେ ଓଡିଆ ଚଳଚ୍ଚିତ୍ରର ବିରଷ୍ଠ ଅଭିନେତା ଉତ୍ତମ ମହାନ୍ତି । ତାଙ୍କ ବିୟୋଗରେ ନେତା, ଅଭିନେତାଙ୍କଠାରୁ ଆରମ୍ଭ କରି ସାଧାରଣ ଜନତା ଦୁଃଖରେ ଭାଙ୍ଗି ପଡ଼ିଛନ୍ତି । ଏହିସମୟରେ ଉତ୍ତମ ମହାନ୍ତିଙ୍କୁ ଦିଆଗଲା ଗାର୍ଡ ଅଫ୍ ଅନର୍ ।…

ଉତ୍ତମ ମହାନ୍ତିଙ୍କ ଅନ୍ତିମ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଓଡ଼ିଆ ଚଳଚ୍ଚିତ୍ରର ଲୋକପ୍ରିୟ ତାରକା ସ୍ଵର୍ଗତ ଉତ୍ତମ ମହାନ୍ତିଙ୍କ ବାସଭବନରେ ପହଞ୍ଚି ତାଙ୍କ ଶେଷ ଦର୍ଶନ କରିବା ସହିତ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଏହା ସହ ପରିବାରଲୋକଙ୍କୁ ଭେଟି ସମବେଦନା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି…

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା; ଏକ କୋଟିରୁ ଅଧିକ ମହିଳା ହେବେ ସାମିଲ

ମାର୍ଚ୍ଚ ୮ରେ ମହିଳାଙ୍କୁ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ମିଳିବ ଦ୍ବିତୀୟ କିସ୍ତି ଟଙ୍କା। ଏନେଇ ଆଜି ବ୍ରହ୍ମପୁରରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ସୁଭଦ୍ରା ଯୋଜନାର ଦ୍ବିତୀୟ…

ସତ୍ୟନଗର ଶ୍ମଶାନରେ ହେବ ଉତ୍ତମ ମହାନ୍ତିଙ୍କ ଶେଷ କୃତ୍ୟ

ଆଜି ଭୁବନେଶ୍ୱରସ୍ଥିତ ସତ୍ୟନଗର ଶ୍ମଶାନରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ବିଶିଷ୍ଟ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହେବ । ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦା ସହିତ ସମ୍ପନ୍ନ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ନିର୍ଦ୍ଦେଶ ଦେଇଛନ୍ତି ।…

ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଆଜି ଲୋକସେବା ଭବନରେ ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା (2024-25) ସମୁଦାୟ ଖର୍ଚ୍ଚ ପରିମାଣ ଅନ୍ୟୁନ 85 ପ୍ରତିଶତ କରିବାକୁ ପରାମର୍ଶ ଦେଇଛନ୍ତି । 2023-24…