Tag: Odisha

ବିଧାନସଭା ଭିତରକୁ ମୋବାଇଲ ଓ ପାଣି ବୋତଲ ମନା

ଏଣିକି ଆଉ ବିଧାନସଭାରେ କେହି ବି ନେଇ ପାରିବେ ନାହିଁ ମୋବାଇଲ ଓ ପାଣି ବୋତଲ । ବିଧାନସଭା ଗୃହ ଭିତରକୁ ମୋବାଇଲ ଓ ପାଣି ବୋତଲ ନେବା ଉପରେ ଲାଗିଲା କଟକଣା । ଏହି ଭଳି ନିର୍ଦ୍ଦେଶ ଦେଇଛନ୍ତି ବାଚସ୍ପତି…

ଅଭୟାରଣ୍ୟ ଜଗିବେ ସନ୍ଧାନୀ କୁକୁର

ଅଭୟାରଣ୍ୟ ଜଗିବେ ସନ୍ଧାନୀ କୁକୁର। ବନ୍ୟଜନ୍ତୁ ଶିକାର ରୋକିବାକୁ ସନ୍ଧାନୀ କୁକୁର ନିୟୋଜିତ ହେବେ। ଏ ସମ୍ପର୍କରେ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ଟି କୁକୁର ଛଡ଼ାଯିବ। ୭ଟି ବନଖଣ୍ଡରେ ଛଡ଼ାଯିବ ୧୦ଟି ସନ୍ଧାନୀ କୁକୁର। ବଢ଼ୁଥିବା…

ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକଙ୍କ ସୂଚନା

ବାର୍ଡ ଫ୍ଲୁ ଆକ୍ରାନ୍ତ ନେଇ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ନୀଳକଣ୍ଠ ମିଶ୍ର ସୂଚନା ଦେଇଛନ୍ତି। ଜଣେ ବାର୍ଡ ଫ୍ଲୁ ସନ୍ଦିଗ୍ଧ ଚିହ୍ନଟ ହୋଇଛନ୍ତି, ଆକ୍ରାନ୍ତ ବୋଲି କହି ହେବନି। ଜଣଙ୍କ ନମୁନା ଆରଏମଆରସିକୁ ପରୀକ୍ଷା ପାଇଁ ପଠାଯାଇଛି। ପୁଣେ ଭାଇରୋଲୋଜି ସେଣ୍ଟରକୁ ମଧ୍ୟ…

କଳାଧନ ସମ୍ପର୍କିତ ଏସଆଇଟି ବୈଠକ ଆରମ୍ଭ

କଟକରେ କଳାଧନ ସମ୍ପର୍କିତ ଏସଆଇଟି ବୈଠକ ଆରମ୍ଭ ହୋଇଯାଇଛି । ଏସଆଇଟି ଉପାଧ୍ୟକ୍ଷ ଜଷ୍ଟିସ ଅରିଜିତ ପଶାୟତଙ୍କ ଅଧ୍ୟକ୍ଷତାରେ ବୈଠକ ବସିଛି। ବୈଠକରେ ସିବିଆଇ, ଆଇଟି, ଇଡି, କଷ୍ଟମ ଅଧିକାରୀ ଉପସ୍ଥିତ ଅଛନ୍ତି।ଓଡ଼ିଶାରୁ ଭିଜିଲାନ୍ସ ଓ କ୍ରାଇମବ୍ରାଞ୍ଚ ନିର୍ଦ୍ଦେଶକ ଉପସ୍ଥିତ ଅଛନ୍ତି।…

ଯାଜପୁର ସାଂସଦଙ୍କୁ ହାଇକୋର୍ଟଙ୍କ ନୋଟିସ

ନିର୍ବାଚନୀ ମାମଲାରେ ଜବାବ ଦାଖଲ ପାଇଁ ଯାଜପୁର ସାଂସଦ ରବୀନ୍ଦ୍ର ନାରାୟଣ ବେହେରାଙ୍କୁ ହାଇକୋର୍ଟ ନୋଟିସ କରିଛନ୍ତି। ବିଜେଡି ପ୍ରାର୍ଥୀ ଶର୍ମିଷ୍ଠା ସେଠୀ ମାମଲା ଦାଏର କରିଛନ୍ତି। ଭୋଟ ଗଣତି ପ୍ରକ୍ରିୟାକୁ ନେଇ ପ୍ରଶ୍ନ ଉଠାଇଛନ୍ତି ଶ୍ରୀମତୀ ସେଠୀ। ସାଂସଦ ଶ୍ରୀ…

ଗୋମାଂସ ବୋଝେଇ ଗାଡି ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ

ଗୋ ମାଂସ ଚାଲାଣକୁ ନେଇ ଗଣ୍ଡଗୋଳ ହୋଇଛି । ପୁରୀ ଗୋପ ଥାନା ବୋଇତଭଙ୍ଗା ସେତୁ ନିକଟରେ ପିକଅପ ଭ୍ୟାନ ଜାଳିଦେଲେ ଉତ୍ତ୍ୟକ୍ତ ଲୋକେ । ଗାଡ଼ି ଦୁର୍ଘଟଣାଗ୍ରସ୍ତ ହେବା ପରେ ଘଟଣା ସମ୍ପର୍କରେ ଜଣାପଡ଼ିଥିଲା । ଦୁର୍ଘଟଣାଗ୍ରସ୍ତ ଗାଡ଼ିରେ ଗୋମାଂସ…

ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ରେଡ

ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ବା ସିଏଚଏସଇ ଅଧିକାରୀଙ୍କ ଘରେ ଭିଜିଲାନ୍ସ ଚଢ଼ଉ କରିଛି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସିଏଚଏସଇ ରେକର୍ଡ ସପ୍ଲାୟର ପୁରେନ୍ଦ୍ର ସେଠୀଙ୍କ ଘରେ ଭିଜିଲାନ୍ସ ପକ୍ଷରୁ ଚଢ଼ଉ କରାଯାଇଛି। ପୁରେନ୍ଦ୍ରଙ୍କ ଭୁବନେଶ୍ୱରର କାନନବିହାରରେ ଥିବା…

ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ୨ ଗୋଷ୍ଠୀ ହାତାହାତି

ରାଜନଗରରେ ବିଜେପିର ସଦସ୍ୟତା ଅଭିଯାନ କର୍ମଶାଳାରେ ୨ ଗୋଷ୍ଠୀ ହାତାହାତି ହୋଇଛନ୍ତି । ବିଧାୟକ ପ୍ରାର୍ଥୀ ଲଳିତ ବେହେରାଙ୍କ ନେତୃତ୍ବରେ କର୍ମଶାଳା ଆୟୋଜିତ ହୋଇଥିଲା । ଏହି କର୍ମଶାଳାରେ ହାତାହାତି ହୋଇଥିବା ଦେଖିବାକୁ ମିଳିଛି । ଏହି ସମୟରେ ୨ ବିଜେପି…

ପରିଚୟ ସଙ୍କଟର ଶିକାର ହୋଇଛନ୍ତି ବିଜେଡି ନେତ୍ରୀ ସୁଲତା ଦେଓ

ଅଜ୍ଞତାର କୈାଣସି ଜବାବ ନାହିଁ ଏବଂ ବିଭ୍ରାନ୍ତ ସୃଷ୍ଟିକାରୀଙ୍କୁ ଆଦୌ କ୍ଷମା ନାହିଁ । ମାତ୍ର ଦୁର୍ଭାଗ୍ୟର ବିଷୟ, ଆଜି କୁହାଳିଆ ବିଜେଡି ନେତ୍ରୀ ତଥା ସାଂସଦ ଶ୍ରୀମତୀ ସୁଲତା ଦେଓଙ୍କ କ୍ଷେତ୍ରରେ ଏଭଳି କିଛି ଦେଖିବାକୁ ଓ ଶୁଣିବାକୁ ମିଳିଛି…

ନବନିର୍ବାଚିତ ରାଜ୍ୟସଭା ସାଂସଦ ମମତା ମହନ୍ତଙ୍କୁ ସମ୍ବର୍ଦ୍ଧନା

କୁଡୁମୀ ସମାଜକୁ ପ୍ରତିନିଧିତ୍ୱ କରୁଥିବା ମୟୂରଭଞ୍ଜର ଜଣାଶୁଣା ନାରୀନେତ୍ରୀ ତଥା ନବ ନିର୍ବାଚିିତ ରାଜ୍ୟସଭା ସାଂସଦ ଶ୍ରୀମତୀ ମମତା ମହନ୍ତଙ୍କୁ ରାଜ୍ୟ କାର୍ଯ୍ୟାଳୟରେ ଭବ୍ୟ ସମ୍ବର୍ଦ୍ଧନା ଦିଆଯାଇଛି । ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ଉପସ୍ଥିତିରେ ବିଧାୟକ ଛବି ମଲ୍ଲିକ,…