Tag: Odisha

ଆଳୁ ଜଗିଛି ସିସିଟିଭି

ଓଡ଼ିଶାରେ ଆଳୁ ରାଜନୀତି ସରଗରମ ହେଉଥିବାବେଳେ ପଶ୍ଚିମବଙ୍ଗ ସରକାରର ବୈମାତୃକ ମନୋଭାବ ସମସ୍ୟାକୁ ଦ୍ବିଗୁଣିତ କରିଛି। ଏପଟେ ଓଡ଼ିଶା ବଜାରରେ ଆଳୁ ଦର କିଲୋ ପ୍ରତି ୪୦ରୁ ୫୦ ଟଙ୍କା ବିକ୍ରି ହେଉଥିବା ବେଳେ ଖାଉଟିଙ୍କୁ ବାଧୁଛି। ସେପଟେ ଅସହଯୋଗର ସବୁ…

ଅଗଷ୍ଟ ୧୫ରେ ଆସିବ ସୁଭଦ୍ରା ଯୋଜନାର ଏସଓପି

ସ୍ବାଧୀନତା ଦିବସ ଅବସରରେ ତଥା ଅଗଷ୍ଟ ୧୫ ତାରିଖରେ ଆସିବାକୁ ଯାଉଛି ସୁଭଦ୍ରା ଯୋଜନାର ଏସଓପି। ଏହି ସଂପର୍କରେ ଆଜି ସୂଚନା ଦେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା କହିଛନ୍ତି ସୁଭଦ୍ରା ଯୋଜନା କିଏ ପାଇବେ ଓ କିଏ ପାଇବେନି ତାହା…

ରେଳ ପ୍ରକଳ୍ପ ନେଇ କେନ୍ଦ୍ର ରେଳମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସ ଜରିଆରେ ଆଲୋଚନା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଗତକାଲି କେନ୍ଦ୍ର ସରକାର ଓଡ଼ିଶା ପାଇଁ ୧୫ ହଜାର କୋଟି ଟଙ୍କାର ୬ଟି ଗୁରୁତ୍ଵପୂର୍ଣ୍ଣ ରେଳ ପ୍ରକଳ୍ପ ମଞ୍ଜୁର କରିବା ପରେ ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକ ସେବା ଭବନରେ ଭିଡିଓ କନଫରେନ୍ସ ଜରିଆରେ କେନ୍ଦ୍ର ରେଳ…

ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ପ୍ରଦୀପ ପ୍ରଧାନଙ୍କ ଟାର୍ଗେଟ୍

ଚଳତବର୍ଷ ନିର୍ବାଚନ ବେଳେ ଓ ତାପୂର୍ବରୁ ଜିଲ୍ଲାରୁ ଜିଲ୍ଲା ବୁଲୁଥିବା ଭି.କେ ପାଣ୍ଡିଆନଙ୍କ ହେଲିକପଟର ଗସ୍ତରେ କେତେ ଟଙ୍କା ଖର୍ଚ୍ଚ ହୋଇଛି ତାହାକୁ ନେଇ ଚାରିଆଡ଼େ ଚର୍ଚ୍ଚା ଚାରିଆଡେ ଚାଲିଥିବା ବେଳେ ଏବେ ପାଣ୍ଡିଆନଙ୍କ ବାବଦରେ ଆରଟିଆଇ ତଥ୍ୟ ନେଇ ଟାର୍ଗେଟ…

ୟୁନିଟ-୧ ହାଟରେ ଆଳୁଦରକୁ ନେଇ ଯୋଗାଣ ବିଭାଗର ଚଢ଼ାଉ

ରାଜ୍ୟରେ ଆଳୁ ସମସ୍ୟା ଚାଲିଥିବା ବେଳେ ଆକ୍ସନ ମୋଡକୁ ଯୋଗାଣ ବିଭାଗ । ଆଜି ଭୁବନେଶ୍ବର ସ୍ଥିତ ୟୁନିଟ-୧ ମାର୍କେଟରେ ଥିବା ହାଟରେ ଆଳୁର ଚଢ଼ା ଦରକୁ ନେଇ ଯୋଗାଣ ବିଭାଗର ଚଢ଼ାଉ କରିଛି । ଚଢ଼ାଉ ବେଳେ ସରକାର ଧାର୍ଯ୍ୟ…

ରାଜ୍ୟରେ ଶସ୍ତା ହେଲା ଆଳୁ ଦର; ମିଳୁଛି ୧୦୦ଟଙ୍କାରେ ୩ କିଲୋ ଆଳୁ

ରାଜ୍ୟରେ ଆଳୁ ଦର କମିବାରେ ନାଁ ଧରୁନଥିବା ବେଳେ କେଉଁଠି ଆଳୁ ନାହିଁ ତ କେଉଁଠି ଚଢା ଦରରେ ବିକ୍ରି ହେଉଛି ଆଳୁ । ଏହି ସବୁ ଅସୁବିଧା ବେଳେ ଖାଉଟିଙ୍କ ପାଇଁ ଭଲ ଖବର ଆଣିଛନ୍ତି ରାଜ୍ୟସରକାର । ଏଣିକି…

ହୀରାକୁଦ ଜଳଭଣ୍ଡାରର ଖୋଲାଯାଇଛି ୧୪ଟି ଗେଟ୍

ବଢୁଛି ହୀରାକୁଦ ଜଳଭଣ୍ଡାରର ଜଳସ୍ତର। । ଉପରେ ମୁଣ୍ଡରେ ପ୍ରବଳ ବର୍ଷା ଯୋଗୁଁ ହୀରାକୁଦର ଜଳସ୍ତର ବଢିବାରେ ଲାଗିଛି । ସେଥିପାଇଁ ହୀରାକୁଦ ଜଳଭଣ୍ଡାରର ୧୪ଟି ଗେଟ୍ ଖୋଲାହୋଇଛି । ବାମ ପଟୁ ୯ଟି ଓ ଡାହାଣ ପଟୁ ୫ଟି ଗେଟ୍…

ଓଡ଼ିଶାର ନୂତନ ରେଳ ପ୍ରକଳ୍ପକୁ ମିଳିଲା ମଞ୍ଜୁରୀ; ଧନ୍ୟବାଦ ଜଣାଇଲେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର

ଓଡ଼ିଶାରେ ୬ଟି ଗୁରୁତ୍ୱପୂର୍ଣ୍ଣ ନୂତନ ରେଳ ପ୍ରକଳ୍ପ ନିର୍ମାଣ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ୍‌ର ଅର୍ଥନୈତିକ କମିଟି ବୈଠକରେ ଗତକାଲି ସମୁଦାୟ ୮ଟି ରେଳ ପ୍ରକଳ୍ପ ନିର୍ମାଣ ପ୍ରସ୍ତାବକୁ ମଞ୍ଜୁରୀ ମିଳିଛି। ୮ଟି…

ଓଡ଼ିଶା ପାଇଁ ୩ଟି ରେଳ ପ୍ରକଳ୍ପକୁ କ୍ୟାବିନେଟରେ ମଞ୍ଜୁରୀ

କ୍ୟାବିନେଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୮ଟି ବଡ଼ ରେଳ ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ଏ ନେଇ ଏକ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ। ୮ଟିରୁ ୩ଟି ପ୍ରକଳ୍ପ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ପାଇଁ…

ଆଇଏନଏସ ଚିଲିକାରେ ଅଗ୍ନିବୀରଙ୍କ ପାସିଂ ଆଉଟ୍ ପରେଡ

ଆଇଏନଏସ ଚିଲିକାରେ ଅଗ୍ନିବୀରମାନଙ୍କ ଚିତାକର୍ଷକ ପାସିଂ ଆଉଟ୍ ପରେଡ୍ ଦେଖିବାକୁ ମିଳିଛି। ଚିଲିକା ନାଭାଲ ବେସରୁ ଆଜି ୪ର୍ଥ ବ୍ୟାଚରେ ମୋଟ ୧୩ ଶହ ୮୯ ଜଣ ଅଗ୍ନିବୀର ଉତ୍ତୀର୍ଣ୍ଣ ହୋଇଛନ୍ତି। ଦକ୍ଷିଣ ନୌସେନା କମାଣ୍ଡ ତତ୍ତ୍ୱାବଧାନରେ ଶୁକ୍ରବାର ଆୟୋଜିତ ଆନୁଷ୍ଠାନିକ…