Tag: Odisha

ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ରର ଶୁଭ ଉଦଘାଟନ

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଆଜି ଭୁବନେଶ୍ୱର ଠାରେ ବାଗଚୀ କରୁଣାଶ୍ରୟ ପାଲିଏଟିଭ ସେବା କେନ୍ଦ୍ର ର ଉଦ୍‌ଘାଟନ କରିଛନ୍ତି । ଏଠାରେ କର୍କଟ ରୋଗୀଙ୍କ ପାଇଁ ୧୧୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଓ…

ସାନଖେମୁଣ୍ଡି ବ୍ଲକ ଅଫିସକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ

ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ କାର୍ଯ୍ୟାଳୟକୁ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ କରାଯାଇଛି । ବ୍ଲକ କାର୍ଯ୍ୟାଳୟରେ ଥିବା ହିସାବ ଅଧିକାରୀଙ୍କ ପ୍ରକୋଷ୍ଠ ସମ୍ମୁଖରେ ବଡ଼ ବଡ଼ ଅକ୍ଷରରେ ସାମ୍ବାଦିକଙ୍କୁ ପ୍ରବେଶ ନିଷେଧ ଲେଖାଯାଇଛି । ପୋଷ୍ଟରରେ ବ୍ଲକ ଉନ୍ନୟନ ଅଧିକାରୀଙ୍କ ସ୍ଵାକ୍ଷର…

ବରଗଡ଼ରେ ଯୁବତୀ ଅପହରଣ ମୁଖ୍ୟ ଅଭିଯୁକ୍ତକୁ ଗିରଫ କଲା ପୋଲିସ

ବରଗଡ଼ ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ଯୁବତୀଙ୍କୁ ଅପହରଣ ଏବଂ ହତ୍ୟା ଉଦ୍ୟମ ଘଟଣାରେ ମୁଖ୍ୟ ଅଭିଯୁକ୍ତ ରାକେଶ ଡନସେନାକୁ ଆଜି ପୋଲିସ ଗିରଫ କରିଛି । ଟିଟିଲାଗଡ଼ ରେଲୱେ ଷ୍ଟେସନରୁ ଅଭିଯୁକ୍ତ ଗିରଫ ହୋଇଥିବା ସୂଚନା ଦେଲେ ଉତ୍ତରାଞ୍ଚଳ ଆଇଜି…

ତାମିଲନାଡୁରେ ଫସିଛନ୍ତି ୯୦ ଯୁବତୀ; ଫେରାଇ ଆଣିବାକୁ ଆସନ୍ତାକାଲି ସୁନ୍ଦରଗଡ଼ ବନ୍ଦ ଡାକରା

ଆସନ୍ତାକାଲି ସୁନ୍ଦରଗଡ଼ ବନ୍ଦ । ବନ୍ଦ ଡାକରା ଦେଲା କୋଶଳ ସମାଜ । ୯୦ ଆଦିବାସୀ ଝିଅଙ୍କୁ ତାମିଲନାଡ଼ୁରେ ଶୋଷଣ ଅଭିଯୋଗ । ଅଭିଯୋଗ ପରେ ବି ପ୍ରଶାସନ ନଶୁଣାବାରୁ ବନ୍ଦ ଡାକରା ଦେଇଛି କୋଶଳ ସମାଜ। ସ୍କୁଲ, କଲେଜ, ଅଫିସ…

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ପାଇଁ ଟାସ୍କଫୋର୍ସରେ ସାମିଲ ହେଲେ ସପ୍ତଗିରି ଉଲାକା ଓ ସତ୍ୟଜିତ ଗୋମାଙ୍ଗୋ

ଦକ୍ଷିଣ ଓଡ଼ିଶା ବିକାଶ ପରିଷଦ ଗଠନ ପାଇଁ ଯେଉଁ ଟାସ୍କ ଫୋର୍ସ ଗଠନ କରାଯାଇଛି ସେଥିର ଆଉ ଦୁଇ ଜଣ ସଦସ୍ୟଙ୍କୁ ସାମିଲ କରାଯାଇଛି । ସେମାନେ ହେଲେ କୋରାପୁଟ ଲୋକସଭା ସାଂସଦ ସପ୍ତଗିରି ଉଲାକା ଏବଂ ଗୁଣୁପୁର ବିଧାୟକ ସତ୍ୟଜିତ…

ରାଜ୍ୟ ବାହାରେ ଥିବା ମହିଳାଙ୍କୁ ମିଳିବ ସୁଭଦ୍ରା ଟଙ୍କା

ସୁଭଦ୍ରା ଯୋଜନାକୁ ନେଇ ଆଜି ଆଉ ଏକ ବଡ଼ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଓଡିଶାରେ ବସବାସ କରୁଥିବା ମହିଳାମାନଙ୍କ ପାଇଁ ରାଜ୍ୟ ସରକାର ସୁଭଦ୍ରା ଯୋଜନା ଲାଗୁ କରିଛନ୍ତି । ଏବେ ମାଇଗ୍ରାଣ୍ଟ ମହିଳା ମଧ୍ୟ ଆବେଦନ…

କଣାସରେ ଝାଡ଼ାବାନ୍ତି ବ୍ୟାପିବା ଘଟଣାରେ ତୁରନ୍ତ ଦୃଷ୍ଟି ଦେବାକୁ ସରକାରଙ୍କୁ ନିବେଦନ କଲେ ନବୀନ

ଦିନକୁ ଦିନ ପୁରୀ ଜିଲ୍ଲା କଣାସରେ ବ୍ୟାପିବାରେ ଲାଗିଛି ହଇଜା । ୧୦ ଦିନ ହେଲା ଝାଡ଼ାବାନ୍ତିରେ ୪ ଜଣଙ୍କର ମୃତ୍ୟୁ ହେବା ସହ ଅନେକ ଲୋକ ଆକ୍ରାନ୍ତ ହୋଇଥିବା ଅଭିଯୋଗ ହୋଇଛି । ଏହି ସମୟରେ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା…

ନ୍ୟାୟ ଦାବିରେ ବରଗଡ଼ ବନ୍ଦ ପାଳନ: ପୋଲିସ ଓ ଆନ୍ଦୋଳନକାରୀଙ୍କ ମଧ୍ୟରେ ଧସ୍ତାଧସ୍ତି

ଧନୁଯାତ୍ରା ଦେଖିବାକୁ ଆସି ନିଖୋଜ ହେବା ଏବଂ କୁର୍ଲା ଜଙ୍ଗଲରୁ ଯୁବତୀ ଉଦ୍ଧାର ଘଟଣାରେ ନ୍ୟାୟ ଦାବିରେ ଆଜି ବରଗଡରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି । ସକାଳ ୬ଟାରୁ ସନ୍ଧ୍ୟା ୬ଟା ଯାଏଁ ସହରରେ ଥିବା ସମସ୍ତ ଦୋକାନ…

ଆଜିଠୁ ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା ଆରମ୍ଭ

ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ ପ୍ରଣୟନ ନେଇ ରାଷ୍ଟ୍ରୀୟ କର୍ମଶାଳା ଆରମ୍ଭ ହୋଇଛି । ଆଜିଠୁ ଆରମ୍ଭ ହୋଇଛି ଭୁବନେଶ୍ବରରେ ୩ ଦିନିଆ ଜାତୀୟ ସ୍ତରୀୟ କର୍ମଶାଳା । ଭୁବନେଶ୍ୱରସ୍ଥିତ ଲୋକସଭା ଭବନରେ କର୍ମଶାଳା ଆରମ୍ଭ ହୋଇଛି । ଜାନୁଆରୀ ୨୩ ପର୍ଯ୍ୟନ୍ତ…

ବୋଥ୍ରାଙ୍କ ତତ୍ତ୍ବାବଧାନରେ କ୍ରାଇମ୍‌ବ୍ରାଞ୍ଚ କାହାକୁ ସୁରକ୍ଷା ଦେଉଥିଲା ?

ପୂର୍ବତନ ମନ୍ତ୍ରୀ ନବକିଶୋର ଦାସ ହତ୍ୟାକାଣ୍ଡକୁ ୨ ବର୍ଷ ହେବାକୁ ବସିଥିଲେ ମଧ୍ୟ ଏଯାଏଁ ଘଟଣାର ସତ୍ୟାସତ୍ୟ ଉପରୁ ପରଦା ଉଠିନାହିଁ । ସେତେବେଳେ ଅରୁଣ ବୋଥ୍ରାଙ୍କ ତତ୍ତ୍ୱାବଧାନରେ କ୍ରାଇମ୍‌ବ୍ରାଞ୍ଚ ଏହି ଘଟଣାର ତଦନ୍ତ କରୁଥିଲା । ହେଲେ ପରେ ତତ୍କାଳୀନ…