Tag: Odisha

ଓଡିଶା ଓ ସିଙ୍ଗାପୁର ମଧ୍ୟରେ ଚୁକ୍ତିନାମାର ବିନିମୟ

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବା ପରେ ଅପରାହ୍ନରେ ବିଶ୍ୱ ଦକ୍ଷତା ବିକାଶ କେନ୍ଦ୍ରରେ ରାଜ୍ୟ ସରକାରଙ୍କ ସହିତ ବୁଝାମଣାପତ୍ର ସ୍ଵାକ୍ଷରିତ କରିଛନ୍ତି । ଥର୍ମନ ଶନ୍ମୁଗରତ୍ନମ୍ ଭୁବନେଶ୍ୱରର ବିଶ୍ୱ ଦକ୍ଷତା କେନ୍ଦ୍ର ପରିଦର୍ଶନ କରି ସିଙ୍ଗାପୁର…

ଆସନ୍ତା ୨୦ ତାରିଖରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଆସନ୍ତା ଜାନୁୟାରୀ ୨୦ ତାରିଖ ସୋମବାର ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କେନ୍ଦ୍ର ବନ୍ଦ ରହିବ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କର ଅନ୍ୟାନ୍ୟ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ଥିବାରୁ ଭୁବନେଶ୍ୱର ୟୁନିଟ୍-୫ ସ୍ଥିତ ଅଭିଯୋଗ ପ୍ରକୋଷ୍ଠ ସର୍ବସାଧାରଣଙ୍କ ନିମନ୍ତେ ବନ୍ଦ ରହିବ ।…

ଜମି ବିବାଦରେ ଫସିଯିବେ କି ମନ୍ତ୍ରୀ କୃଷ୍ଣ ?

ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ଓ ତାଙ୍କ ପରିବାର ନାମରେ ଉଠିଛି ଏକ ଜମିବିବାଦ ମାମଲା । ଯତନନଗରରେ ପ୍ରାୟ ୫୨ ଏକର ଜମି ପାଇଁ ଆବେଦନ କରିଥିଲେ ପାତ୍ର ପରିବାର । ଇଏ ହେଉଛି ୨୦୧୬ର ମାମଲା । ୨୦୧୬ରେ ରାଜ୍ୟରେ…

ଓଡିଶାରେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ୍ ଶନ୍ମୁଗରତ୍ନମ୍‌

ଆଜି ସିଙ୍ଗାପୁରର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି । ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ତାଙ୍କୁ ସ୍ୱାଗତ କରିଛନ୍ତି । ଅପରାହ୍ନ ୪ଟାରେ ବିଶ୍ୱ…

ନିଜର ସମ୍ପତ୍ତି ତାଲିକା ଦେବେ ଶ୍ରୀମନ୍ଦିର କର୍ମଚାରୀ ଓ ଅଧିକାରୀ

କଠୋର ହେଲା ଶ୍ରୀମନ୍ଦିର ପ୍ରଶାସନ । ଶ୍ରୀମନ୍ଦିର କର୍ମଚାରୀଙ୍କ ପାଇଁ ନିୟମକୁ କଡ଼ାକଡ଼ି କରାଯାଇଛି । ଶ୍ରୀମନ୍ଦିର ପ୍ରଶାସନର ସବୁ ଅଧିକାରୀ ଓ କର୍ମଚାରୀଙ୍କ ଲାଗି ନିର୍ଦ୍ଦେଶାବଳୀ ଜାରି ହୋଇଛି । ମନ୍ଦିର କାର୍ଯ୍ୟର କ୍ରିୟାଶୀଳ ଏବଂ ଉତ୍ତରଦାୟୀ କରିବାକୁ ଏହି…

ନବ ଦାସଙ୍କ ଭାଇ ବ୍ରଜକିଶୋରଙ୍କ ଘରେ ଆଇଟି ରେଡ୍

ସ୍ୱର୍ଗତଃ ପୂର୍ବତନ ମନ୍ତ୍ରୀ ନବ ଦାସଙ୍କ ବଡ଼ ଭାଇ ତଥା ସୁପର୍‌କ୍ଲାସ ଠିକାଦାର ବ୍ରଜକିଶୋର ଦାସଙ୍କ ଘରେ ଶୁକ୍ରବାର ସକାଳୁ ଆଇଟି ରେଡ୍‌ ହୋଇଛି । ସେ ଆୟକର ଫାଙ୍କିବା ଅଭିଯୋଗରେ ଭୁବନେଶ୍ୱର ଓ ଛତିଶଗଡ଼ ଆୟକର ଟିମ୍‌ର ମିଳିତ ଚଢ଼ାଉ…

ବିଭୁପ୍ରସାଦ ତ୍ରିପାଠୀଙ୍କୁ ‘ବରିଷ୍ଠ ଆଇନଜୀବୀ’ର ମାନ୍ୟତା

ରାଜ୍ୟର ଜଣାଶୁଣା ଆଇନଜୀବୀ ତଥା ନିଖିଳ ଓଡ଼ିଶା ଆଇନଜୀବୀ ସଂଘର ରାଜ୍ୟ ସଭାପତି ବିଭୁପ୍ରସାଦ ତ୍ରିପାଠୀଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି “ବରିଷ୍ଠ ଆଇନଜୀବୀ”ର ମାନ୍ୟତା ପ୍ରଦାନ କରିଛନ୍ତି । ଏ ସମ୍ପର୍କରେ ଓଡ଼ିଶା ହାଇକୋର୍ଟର ରେଜିଷ୍ଟ୍ରାର ଜେନରାଲ, ତ୍ରିପାଠୀଙ୍କ ସମେତ…

୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ

ଆସନ୍ତାକାଲିଠୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସିବେ ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ସନଗୁମରତ୍ନମ । କାଲି ଦିନ ୧୧.୪୫ ରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ଅପରାହ୍ନ ୨ ଟାରେ ସିଙ୍ଗାପୁର ରାଷ୍ଟ୍ରପତି ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ଭେଟିବାର କାର୍ଯ୍ୟକ୍ରମ…

ଚଳିତ ଜାନୁଆରୀରୁ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସିକ ୩୦ ହଜାର ଟଙ୍କା ସହାୟକ ରାଶି

ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ବିଜେତାଙ୍କୁ ମିଳିବ ମାସକୁ ୩୦ ହଜାର ଟଙ୍କାର ସମ୍ମାନ ସୂଚକ ସହାୟକ ରାଶି । ଚଳିତ ଜାନୁଆରୀ ମାସଠାରୁ ଏହି ସହାୟତା ରାଶି ପ୍ରଦାନ କରାଯିବ । ପଦ୍ମ ପୁରସ୍କାର ବିଜେତାଙ୍କୁ ସହାୟତା ରାଶି ଦେବେ…

ଠକ ହଂସିତାଙ୍କ ସ୍ବାମୀ ଅନୀଲ ନୁହେଁ ସରୋଜ ସାହୁ

ଫିଟିଲା ହଂସିତାଙ୍କ ସ୍ବାମୀ ଗୁମର । ଭୁବନେଶ୍ଵରରେ ବହୁ ଚର୍ଚ୍ଚିତ ହାଇପ୍ରୋଫାଇଲ ଠକ ହଂସିତା ଅଭିଲିପ୍ସାଙ୍କ ସ୍ବାମୀ ଅନୀଲ ନୁହେଁ ସରୋଜ ସାହୁ। କୋର୍ଟରେ ଜାମିନ ଆବେଦନ ଶୁଣାଣି ବେଳେ ଏହି ଚାଞ୍ଚଲ୍ୟକର ବୟାନ ଏବେ ସାମ୍ନାକୁ ଆସିଛି । ସରୋଜ…