Tag: Odisha

ସ୍କୁଲ୍ ବସରେ ହେବ ଅଗ୍ନି ନିରାପତ୍ତା ନିୟମର ଅନୁପାଳନ

ସ୍କୁଲ ବସରେ ଅଗ୍ନି ନିରାପତ୍ତା ନିୟମ ପାଳନ ସୁନିଶ୍ଚିତ କରିବା ଦିଗରେ ରାଜ୍ୟ ପରିବହନ ପ୍ରାଧିକରଣ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି । କେନ୍ଦ୍ରୀୟ ମୋଟର ଯାନ ନିୟମ ଅନୁଯାୟୀ ସମସ୍ତ ସ୍କୁଲ ବସରେ ଅଗ୍ନି ନିରାପତ୍ତା ବ୍ୟବସ୍ଥାର ସଠିକ୍ ଅନୁପାଳନ…

ସୁରକ୍ଷା ବଳୟରେ ବିଧାନସଭା ପରିସର

ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ୨୨ରୁ ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ସମ୍ପୂର୍ଣ୍ଣ ସୁରକ୍ଷା ବଳୟରେ ରହିଛି ବିଧାନସଭା ପରିସର। ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ଡିଜିପି। ତ୍ରୀସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩୦ ପ୍ଲାଟୁନ ଫୋର୍ସ ମୁତୟନ ହେବେ। ମାଷ୍ଟର କ୍ୟାଣ୍ଟିନରୁ…

୨୫ ଯାଏଁ ପ୍ରବଳ ବର୍ଷା

ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ଦୁର୍ବଳ ହୋଇ ଏବେ ଓଡ଼ିଶା ଉପକୂଳରୁ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଏହା କ୍ରମଶଃ ଦୁର୍ବଳ ହୋଇ ଲଘୁଚାପରେ ପରିଣତ ହେବ । ଏହା ପ୍ରଭାବରେ ଆସନ୍ତା ୪ ଦିନ ଅର୍ଥାତ ୨୫…

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି: ମୁଖ୍ୟମନ୍ତ୍ରୀ

ରାଜ୍ୟସ୍ତରରେ କୃତୀ କୀଡ଼ାବିତ୍‌ଙ୍କୁ ପ୍ରୋତ୍ସାହନ ଭାବେ ପ୍ରଦାନ କରାଯାଉଥିବା ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାରର ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ପରିବର୍ତ୍ତନ ହେବନି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ନେଇ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି। ପୂର୍ବ ପରି…

ବିଧାନସଭାରେ ରାଜ୍ୟବାସୀଙ୍କ ସ୍ବାର୍ଥ ପାଇଁ ଲଢେଇ କରିବୁ: ବିଜେଡି

ଶଙ୍ଖ ଭବନଠାରେ ଆଜି ବିରୋଧୀ ଦଳ ନେତା ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ବିଜେଡି ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଛି। ଆଗାମୀ ବିଧାନସଭା ଅଧିବେଶନ ପାଇଁ ଦଳର ରଣନୀତି ପ୍ରସ୍ତୁତ କରାଯାଇଥିଲା ବୋଲି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି…

ରାଜ୍ୟବାସୀ ମର୍ମାହତ ହେବା ପରି କିଛି ନକରନ୍ତୁ ବିଜେପି ସରକାର: ବିଜେଡି

ବିଜେପି ସରକାର ପୂର୍ବରୁ ରହିଥିବା ବିଜୁ ପଟ୍ଟନାୟକ କ୍ରୀଡା ସମ୍ମାନର ନାଁ ପରିବର୍ତନ କରି ଓଡିଶା ରାଜ୍ୟ କ୍ରୀଡା ସମ୍ମାନ ରଖିବା ପାଇ ଘୋଷଣା କରିବା ପରେ ଏହି ନିଷ୍ପରିକୁ କଡା ବିରୋଧ କରିଛନ୍ତି ବିଜେଡି ବିଧାୟକ ଡ. ଅରୁଣ କୁମାର…

ଅବପାତ ପ୍ରଭାବରୁ ଜାରି ହେଲା ୫ ଜିଲ୍ଲାକୁ ଅରେଞ୍ଜ ଓ୍ବାର୍ଣ୍ଣିଂ

ବଙ୍ଗୋପସାଗରରେ ଗତକାଲି ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆଜି ସକାଳରେ ଅବପାତରେ ପରିଣତ ହୋଇଛି। ଅବପାତ ପ୍ରଭାବରେ ରାଜ୍ଯରେ ଜାରି ରହିଛି ପ୍ରବଳ ବର୍ଷା । ବର୍ତ୍ତମାନ ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଘଣ୍ଟା ପ୍ରତି ୪ କିମି ବେଗରେ ଗତି…

ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ହେଲେ ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍

ଓଡ଼ିଶାର ଆଡଭୋକେଟ୍ ଜେନେରାଲ୍ ଭାବରେ ଓଡ଼ିଶାର ହାଇକୋର୍ଟର ବରିଷ୍ଠ ଆଇନଜୀବୀ ପୀତାମ୍ବର ଆଚାର୍ଯ୍ୟ ନିଯୁକ୍ତ ହୋଇଛନ୍ତି । ରାଜ୍ୟପାଳ ରଘୁବର ଦାସ ତାଙ୍କୁ ଓଡ଼ିଶାର ଏଜି ଭାବେ ନିଯୁକ୍ତି ଦେଇଛନ୍ତି। ଆଇନ୍ କ୍ଷେତ୍ରରେ ପୀତାମ୍ବର ଆଚାର୍ଯ୍ୟଙ୍କର ଦୀର୍ଘଦିନର ଅଭିଜ୍ଞତା ରହିଛି। ପୀତାମ୍ବର…

ଓଡ଼ିଶା ସରକାରୀ ପ୍ରେସ୍‌ରେ ତିନି ଜଣ ଯୁବତୀଙ୍କୁ ଅସଦାଚରଣ ଅଭିଯୋଗ

ଓଡ଼ିଶା ସରକାରୀ ପ୍ରେସ୍‌ରେ ଅସଦାଚରଣ ଶିକାର ହୋଇଛନ୍ତି ତିନି ଜଣ ଯୁବତୀ । ମଧୁପାଟଣାସ୍ଥିତ ଓଡ଼ିଶା ସରକାରୀ ପ୍ରେସ୍‌ର ଆଟାଚ୍‌ ବାଇଣ୍ଡିଂ ସେକ୍ସନରେ ପ୍ରଶିକ୍ଷଣ ନେଉଥିବା ତିନି ଜଣ ଯୁବତୀଙ୍କୁ ଅସଦାଚରଣ କରାଯାଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଥିବାର ଦେଖା ଯାଇଛି…

ବ୍ଲାକରୋଜ ବୁଡ଼ି ଘଟଣାର ସିବିଆଇ ତଦନ୍ତ ଦାବି

ବ୍ଲାକରୋଜ ଜାହାଜ ବୁଡ଼ିବା ଘଟଣାର ସିବିଆଇ ତଦନ୍ତ ଦାବି କରିଛନ୍ତି ସୂଚନା ଅଧିକାର କର୍ମୀ ପ୍ରଦୀପ ପ୍ରଧାନ। ଏଥିରେ ବହୁ ବିଜେଡି ନେତା ସମ୍ପୃକ୍ତ ଥିବାରୁ ପୂର୍ବ ସରକାର ଘଟଣାକୁ ଚାପି ରଖିଥିଲେ ବୋଲି କହିଛନ୍ତି । ପୂର୍ବରୁ ବିଜେପି ବ୍ଲାକରୋଜର…