Tag: Odisha

୧୯ରେ ଆଉ ଏକ ଲଘୁଚାପ

ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର। ୧୯ରେ ଆଉ ଏକ ଲଘୁଚାପ ସମ୍ଭାବନା ରହିଛି। ଉତ୍ତରପଶ୍ଚିମ ତତ୍‌ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି। ଦକ୍ଷିଣ-ପଶ୍ଚିମ ଦିଗକୁ ଗତି କରିବ ଲଘୁଚାପ। ଏବେ ଦକ୍ଷିଣ ଓଡ଼ିଶା ଉପକୂଳରେ ସକ୍ରିୟ ରହିଛି ଲଘୁଚାପ।ଦକ୍ଷିଣ-ପଶ୍ଚିମ…

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ

ଶ୍ରୀଗୁଣ୍ଡିଚା ମନ୍ଦିରରୁ ସଅଳ ପହଣ୍ଡି ଆରମ୍ଭ । ବାହୁଡ଼ା ଯାତ୍ରାରେ ନିର୍ଦ୍ଧାରିତ ସମୟ ପୂର୍ବରୁ ଆରମ୍ଭ ହୋଇଛି ପହଣ୍ଡି । ଭାଇ ଭଉଣୀଙ୍କୁ ସାଥୀରେ ଧରି ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିବେ ମହାବାହୁ । ଶୂନ୍ୟ ପହଣ୍ଡିରେ ରଥରେ ବିଜେ କରିଛନ୍ତି ଶ୍ରୀ…

ରଥ ଉପରକୁ ମୋବାଇଲ୍ ମନା ; ସ୍ଥିତି ଅନୁଧ୍ୟାନ କଲେ ସଂସ୍କୃତି ମନ୍ତ୍ରୀ

ଆଜି ପବିତ୍ର ବାହୁଡା ଯାତ୍ରା । ଜନ୍ମବେଦୀରେ ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇ ଯାଇଛି । ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା ପାଇଁ ଶରଧାବାଲିରେ ପ୍ରସ୍ତୁତ ରହିଛି ତିନି ରଥ । ବାହୁଡ଼ା ଯାତ୍ରା ପାଇଁ ଜନ ସମୁଦ୍ର ବଡ଼ଦାଣ୍ଡ । ଆରମ୍ଭ…

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ୨ ଅନଧିକୃତ ବ୍ୟକ୍ତି

ଗୁଣ୍ଡିଚା ଯାତ୍ରା ଦିନ ରଥ ଉପରେ ଚଢ଼ିଥିଲେ ଦୁଇ ଅନଧିକୃତ ବ୍ୟକ୍ତି । ଜଣେ ଉଚ୍ଚପଦସ୍ଥ ସରକାରୀ ଅଧିକାରୀ ଓ ଆଉ ଜଣେ ସମବାୟ ଅଧିକାରୀ ସୂଚନା । ଏହି ଦୁଇ ଅନଧିକୃତ ବ୍ୟକ୍ତି ଚଢ଼ିଥିବା ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ପକ୍ଷରୁ…

ଆଜି ଭାଇ ଭଉଣୀଙ୍କ ସହ ଶ୍ରୀମନ୍ଦିର ବାହୁଡ଼ିବେ ମହାବାହୁ

ଆଜି ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରା । ଗୁଣ୍ଡିଚା ମନ୍ଦିରରୁ ଶ୍ରୀମନ୍ଦିରକୁ ଫେରିବେ ଶ୍ରୀଜିଉ । ଶରଧାବାଲିରେ ଦଣ୍ଡାୟମାନ ୩ ରଥରେ ବିଜେ କରି ଶ୍ରୀମନ୍ଦିରକୁ ବାହୁଡ଼ିବେ ଶ୍ରୀଜିଉ । ପୁଣି ଆରବର୍ଷ ଆଡ଼ପମଣ୍ଡପରେ ମିଳିବ ମହାପ୍ରଭୁଙ୍କ ଦର୍ଶନ । ବାହୁଡ଼ା ଯାତ୍ରା…

ଆଜି ପୁଣି ରାଜ୍ୟବାସୀଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ

ଆଜି ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ । ଦିନ ୧୧ ଟା ସମୟରୁ ୟୁନିଟ୍- ୫,ଭୁବନେଶ୍ୱରସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ। ଏହି ଅଭିଯୋଗ ଶୁଣାଣି ପାଇଁ ପଞ୍ଜୀକରଣ ସେହି ଦିନ ଦିବା…

ASOଙ୍କୁ ମାଡ଼ ମାରିବା ଘଟଣା: ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ

ରାଜଭବନ ଆଗରେ ଯୁବ ଓ ଛାତ୍ର କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ପୁଅ ASO ବୈକୁଣ୍ଠ ପ୍ରଧାନଙ୍କୁ ମାଡ଼ ମାରିଥିବା ଅଭିଯୋଗରେ ରାଜଭବନ ଆଗରେ କଂଗ୍ରେସର ବିକ୍ଷୋଭ । ରାଜ୍ୟପାଳଙ୍କ ଇସ୍ତଫା ସହ ଦୋଷୀ ବିରୋଧରେ କାର୍ଯ୍ୟାନୁଷ୍ଠାନ ଦାବି । ରାଜ୍ୟପାଳ…

ଭିଜିଲାନ୍ସ ପଞ୍ଝାରେ ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ

ଭିଜିଲାନ୍ସ ଜାଲରେ ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଯୋଗାଣ ଅଧିକାରୀ ଜି. ପ୍ରଭାକର ପାତ୍ର। ୫୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ମାଡ଼ି ବସିଲେ ଭିଜିଲାନ୍ସ ଟିମ୍। ଗିରଫ ହେଲେ ଅଧିକାରୀ । ତୁଷୁରାର ଗଜାନନ ରାଇସ ମିଲ ମାଲିକ ଆଶିଷ…

ଡିସେମ୍ବର ୨୭ରେ ହକି ଇଣ୍ଡିଆ ଲିଗର ପ୍ରଥମ ମ୍ୟାଚ୍‌

ପୁଣି ଫେରିବ ହକି ଇଣ୍ଡିଆ ଲିଗ୍‌ । ଡିସେମ୍ବର ୨୭ରୁ ଆରମ୍ଭ ହେବ ହକି ଇଣ୍ଡିଆ ଲିଗ୍। ଫେବ୍ରୁଆରୀ ୧ ପର୍ଯ୍ୟନ୍ତ ଟୁର୍ଣ୍ଣାମେଣ୍ଟ ଖେଳାଯିବ ବୋଲି ହକି ଇଣ୍ଡିଆ ସଭାପତି ଦିଲୀପ ତିର୍କୀ କହିଛନ୍ତି। ପୁରୁଷରେ ୫ଟି ଓ ମହିଳାରେ ୬ଟି…

ରାଜଧାନୀରେ ବିଳମ୍ବିତ ରାତି ଯାଏଁ ବାର୍ ଖୋଲା ରହିଲେ କାର୍ଯ୍ୟାନୁଷ୍ଠାନ ହେବା ସହ ରଦ୍ଦ ହେବ ଲାଇସେନ୍ସ

ବାର୍ ମାଲିକଙ୍କୁ ଚେତାବନୀ। ରାଜଧାନୀର ଅନେକ ବାର ବିଳମ୍ବିତ ରାତି ପର୍ଯ୍ୟନ୍ତ ଖୋଲା ରହୁଥିବା ବାରମ୍ବାର ଅଭିଯୋଗ ଆସିବାପରେ ରାଜ୍ୟ ଅବକାରୀ ବିଭାଗର ବାର୍ ମାଲିକଙ୍କୁ ଦେଇଛନ୍ତି ଚେତାବନୀ। ଅବକାରୀ ବିଭାଗ ଆୟୁକ୍ତ ନରସିଂହ ଭୋଳ ରାଜଧାନୀର ସମସ୍ତ ବାରଗୁଡ଼ିକୁ ନିୟମ…