Tag: Odisha

ଓଡ଼ିଶା ଉଚ୍ଚନ୍ୟାୟାଳୟର ‘ନ୍ୟାୟିକ ଅଭିଲେଖାଗାର’ ଉଦ୍‌ଘାଟିତ

କଟକ ଜୁଡିସିଆଲ ଏକାଡେମୀ ନିକଟରେ ଓଡ଼ିଶା ଉଚ୍ଚନ୍ୟାୟାଳୟର ‘ନ୍ୟାୟିକ ଅଭିଲେଖାଗାର’ କେନ୍ଦ୍ରକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉଚ୍ଚ ନ୍ୟାୟାଳୟର ମୁଖ୍ୟ ବିଚାରପତି ଜଷ୍ଟିସ ଚ଼କ୍ରଧାରୀ ଶରଣ ସିଂ ଏବଂ ରାଜ୍ୟ ଆଇନ ମନ୍ତ୍ରୀ ଶ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଶୁଭ ଉଦଘାଟନ…

ସୁଭଦ୍ରା’ରେ ୮୦୦୦ ପୁଣି ସାମିଲ; ପୋର୍ଟାଲରୁ ନାମ ବାଦ ହୋଇଯାଇଥିଲେ କରିହେବ ପୁନଃ ସାମିଲ

ସୁଭଦ୍ରା ପୋର୍ଟାଲରୁ ଭୁଲରେ ନାମ ବାଦ ହୋଇଯାଇଥିଲେ ହିତାଧିକାରୀ ପୁନଃ ସାମିଲ ହୋଇପାରିବେ । ପୋର୍ଟାଲରେ ନାମ ଯୋଡ଼ିବା (OPT IN) ସୁବିଧା ଉପଲବ୍ଧ କରାଯାଇଛି । ଏହା ଦ୍ୱାରା ଯେଉଁମାନେ ଭୁଲରେ ନାମ ବାଦ (OPT OUT) ହୋଇଯାଇଥିଲେ ସେମାନେ…

ପ୍ରଶାସନ ବିରୁଦ୍ଧରେ ଦୀପାଳି ଦାସଙ୍କ ଯୁଦ୍ଧଂ ଦେହି ଡାକରା

ବିନା କାରଣରେ ବିନା ସର୍ଚ୍ଚ ୱାରଣ୍ଟରେ ବିନା ଦୋଷରେ ୨୪ ଘଣ୍ଟା ଧରି କିର୍ମିରା ପିଆରଆଇ ସଦସ୍ୟଙ୍କୁ ଅଟକ ରଖି ମାନସିକ ନିର୍ଯାତନା ଦେବା ଅଭିଯୋଗ ଆଣି ପ୍ରେସମିଟ କରି ପୋଲିସ ଉପରେ ବର୍ଷିଛନ୍ତି ବିଜେଡି ନେତ୍ରୀ ତଥା ପୂର୍ବତନ ବିଧାୟିକା…

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ

ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ପ୍ରବାସୀ ଭାରତୀୟ ପ୍ରଦର୍ଶନୀ । ଆଜି ସକାଳ ୧୦ଟାରୁ ଆସନ୍ତାକାଲି ସନ୍ଧ୍ୟା ପର୍ଯ୍ୟନ୍ତ ସର୍ବସାଧାରଣଙ୍କ ପ୍ରଦର୍ଶନକୁ ପରିଦର୍ଶନ କରିପାରିବେ । ପ୍ରଦର୍ଶନୀ ମଧ୍ୟରେ ପ୍ରମୋସନାଲ ଷ୍ଟଲଗୁଡିକ ବୁଲି ଦେଖିବେ ସାଧାରଣ ଜନତା ଏବଂ ବିଭିନ୍ନ ସ୍କୁଲ…

ସରେଇପାଲି ଥାନାରୁ ବାହାରିଲେ ବିଶାଲ ଦାସ ଓ ତାଙ୍କ ସହଯୋଗୀ

ଛତିଶଗଡ଼, ସରେଇପାଲି ଥାନାରେ ରାତିରୁ ଅଟକ ଥିବା ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ବିଶାଲ ଦାସଙ୍କୁ ଆଜି ଛତିଶଗଡ଼ ପୋଲିସ ଛାଡ଼ିଛି । ଅନଧିକାର ପ୍ରବେଶ, ଭଙ୍ଗାରୁଜା ନେଇ ସରେଇପାଲିର ହୋଟେଲ ରାଧିକା ମ୍ୟାନେଜରଙ୍କ ଅଭିଯୋଗ ପରେ ବିଏନ୍‌ଏସ୍‌ ଧାରା…

ସ୍ଥଗିତ ରହିଲା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ୍

ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ପ୍ରସଙ୍ଗ ସ୍ଥଗିତ ରହିଲା ଅନାସ୍ଥା ଭୋଟ୍ । ଝାରସୁଗୁଡ଼ା କିରିମିରା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ଭୋଟ ଦେବାକୁ ଆସିଲେ ନାହିଁ ସମିତି ସଭ୍ୟ କି ସରପଞ୍ଚ । କେହି ନଆସିବାରୁ…

୨୦୩୬ ଅଲିମ୍ପିକ୍ସ ନେଇ ଆଶାୟୀ ଭାରତ; ଓଡ଼ିଶାରେ ହେଇପାରେ ହକି ଇଭେଣ୍ଟ

୨୦୩୬ ଅଲିମ୍ପିକ୍ସ ଆୟୋଜନ ନେଇ ଆଶାୟୀ ଭାରତ । କିଛି ଗଣମାଧ୍ୟମରେ ଅହମ୍ମଦାବାଦକୁ ୨୦୩୬ ଅଲିମ୍ପିକ୍ସର ହୋଷ୍ଟ ସିଟି ମିଳିବା ନେଇ ଚର୍ଚ୍ଚା ହେଉଥିବାବେଳେ ଓଡ଼ିଶାରେ ୨୦୩୬ ଅଲିମ୍ପିକ୍ସ ହକି କୁ ନେଇ ରାଜ୍ୟବାସୀଙ୍କ ମନରେ ଆଶା ବଢ଼ିଛି । ଅହମ୍ମଦାବାଦରେ…

ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟିଲେ ନବ ଦାସଙ୍କ ପୁଅ ବିଶାଳ

ଦିବଙ୍ଗତ ମନ୍ତ୍ରୀ ନବ ଦାସଙ୍କ ପୁଅ ତଥା ଝାରସୁଗୁଡ଼ା ପୂର୍ବତନ ବିଧାୟିକା ଦୀପାଳି ଦାସଙ୍କ ଭାଇ ବିଶାଳ ଦାସ ଆଜି ସମ୍ବଲପୁର ଉତ୍ତରାଞ୍ଚଳ ପୋଲିସ IGଙ୍କୁ ଭେଟି ଅଇଁଠାପାଲି ସ୍ଥିତ ହୋଟେଲରେ ପୋଲିସ ଯାଞ୍ଚକୁ ନେଇ ଫେରାଦ ହୋଇଛନ୍ତି । ବିନା…

ଓଡ଼ିଶା ହେବ ଆଇଟି ହବ୍, ସୂଚନା ଦେଲେ ଅଶ୍ୱିନୀ ବୈଷ୍ଣବ

କେନ୍ଦ୍ର ରେଳ, ସୂଚନା ଓ ପ୍ରସାରଣ ତଥା ଇଲେକ୍ଟ୍ରୋନିକ୍ସ ଓ ଆଇ.ଟି ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଆଜି ଅପରାହ୍ନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସହିତ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି । ଏହି ଅବସରରେ ଉଭୟଙ୍କ ମଧ୍ୟରେ ଓଡିଶାରେ ରେଳ ଯୋଗାଯୋଗ…

ସାମ୍ବାଦିକଙ୍କୁ ମାଡ଼ ଘଟଣାରେ ଜେଲ ଗଲେ ଦୁଇ ଯନ୍ତ୍ରୀ

ବଲାଙ୍ଗିର ଜିଲ୍ଲା ଟିଟିଲାଗଡର କାର୍ଯ୍ୟରତ ସାମ୍ବାଦିକଙ୍କୁ ଆକ୍ରମଣ କରି ଜେଲ୍‌ ଗଲେ ୨ ଯନ୍ତ୍ରୀ । ୩ ସାମ୍ବାଦିକଙ୍କୁ ଆକ୍ରମଣ ମାମଲାରେ ଜେଲ୍‌ ଗଲେ କଣ୍ଟାବାଞ୍ଜୀ ଇଲେକ୍ଟ୍ରିକାଲ ଏସ୍‌ଡିଓ ଜଗନ୍ନାଥ ପତି, ମୁରିବାହାଲ ବିଦ୍ୟୁତ ଯନ୍ତ୍ରୀ ଚିନ୍ମୟ ସାହୁ । ଗତକାଲି…