Tag: Odisha

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି । ନିର୍ବାଚନ କମିଶନଙ୍କ ପକ୍ଷରୁ ଏ ସଂପର୍କିତ ବିଜ୍ଞପ୍ତି ପ୍ରକାଶ ପାଇବ । ଏହା ପରେ ପରେ ଆରମ୍ଭ ହୋଇଯିବ ନାମାଙ୍କନ ଦାଖଲ ପ୍ରକ୍ରିୟା। ନାମାଙ୍କନ ଦାଖଲର ଶେଷ ଦିନ ହେଉଛି ଆସନ୍ତା…

ଐତିହାସିକ ସୂଚନା ଅଧିକାର ଆଇନକୁ ପଙ୍ଗୁ କରିଛି ମୋଦୀ ସରକାର: ଭକ୍ତ ଦାସ 

ଆଜି କଂଗ୍ରେସ ଭବନରେ ସୂଚନା ଅଧିକାର ଆଇନର ୨୦ ବର୍ଷ ପୂର୍ତ୍ତି ଅବସରରେ ଅନୁଷ୍ଠିତ ସାମ୍ବାଦିକ ସମ୍ମୀଳନୀରେ ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି ସୂଚନା ଅଧିକାର ଆଇନ ବଳରେ ଗରିବରୁ ଗରିବ ମଧ୍ୟ ଅପିଲ କରି ନ୍ୟାୟ ପାଇପାରିବ…

ବିଜେପି କୋର୍ କମିଟି ବୈଠକରେ ନୂଆପଡ଼ା ଉପନିର୍ବାଚନକୁ ନେଇ ରଣନୀତି ପ୍ରସ୍ତୁତି

ନୂଆପଡ଼ା ପାଇଁ ବିଜେପି କୋର୍ କମିଟି ବୈଠକରେ ରଣନୀତି ପ୍ରସ୍ତୁତି । ବିଜେପି ରାଜ୍ୟ କାର୍ଯ୍ୟାଳୟରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, କେନ୍ଦ୍ର ମନ୍ତ୍ରୀ ଜୁଏଲ ଓରାମ, କ୍ଷେତ୍ରୀୟ ପ୍ରଭାରି ସୁନୀଲ ବଂଶଲ,…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲା: ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଟିମ୍

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କୁ ଗଣଦୁଷ୍କର୍ମ ମାମଲାରେ ଦୁର୍ଗାପୁର ଯିବ ରାଜ୍ୟ ମହିଳା କମିଶନର ଏକ ଟିମ୍। ଏ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ମହିଳା କମିସନ ଅଧ୍ୟକ୍ଷା ଶୋଭନା ମହାନ୍ତି । ସେ କହିଛନ୍ତି ଓଡ଼ିଆ ଡାକ୍ତରୀ ଛାତ୍ରୀଙ୍କ ସହ…

ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ ଦେହରେ ନାହିଁ: ବିଜେଡି

ନୂଆପଡ଼ାର ପୂର୍ବତନ ବିଜେଡି ବିଧାୟକ ସ୍ଵର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ ବିଜେପିରେ ମିଶିବା ପରେ ପ୍ରତିକ୍ରିୟା ରଖିଛି ବିଜେଡି । ଦଳର ବରିଷ୍ଠ ନେତା ପ୍ରତାପ ଜେନା ଗଣମାଧ୍ୟମକୁ କହିଛନ୍ତି ଯେ ରାଜୁ ଢୋଲକିଆଙ୍କ ରକ୍ତ ପୋଷ୍ୟପୁତ୍ର ଜୟଙ୍କ…

ପଶ୍ଚିମବଙ୍ଗରେ ଓଡ଼ିଆ ଛାତ୍ରୀଙ୍କ ଗଣଦୁଷ୍କର୍ମ ଘଟଣା: ଦୃଢ଼ ନିନ୍ଦା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପଶ୍ଚିମବଙ୍ଗର ଦୁର୍ଗାପୁରଠାରେ ଜଣେ ଓଡ଼ିଆ ଛାତ୍ରୀଙ୍କ ସହ ଘଟିଥିବା ଦୁର୍ଭାଗ୍ୟଜନକ ଗଣଦୁଷ୍କର୍ମ ଘଟଣାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦୃଢ଼ ନିନ୍ଦା କରିଛନ୍ତି । ଏହି ସମ୍ବେଦନଶୀଳ ଘଟଣାରେ, ଅଭିଯୁକ୍ତମାନଙ୍କ ବିରୁଦ୍ଧରେ ଆଇନ ଅନୁଯାୟୀ ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ସେ…

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ; ପଦ୍ମ ଧରିଲେ ଜୟ ଢୋଲକିଆ

ନୂଆପଡ଼ା ଉପନିର୍ବାଚନ ପୂର୍ବରୁ ଟ୍ଵିଷ୍ଟ । ସବୁ କଳ୍ପନାଜଳ୍ପନାର ଅନ୍ତ ଘଟାଇ ପଦ୍ମ ଧରିଛନ୍ତି ସ୍ୱର୍ଗତ ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆ । ନଭେମ୍ବର ୧୧ ତାରିଖରେ ନୂଆପଡ଼ା ଉପନିର୍ବାଚନ ମତଦାନ ଅନୁଷ୍ଠିତ ହେବାକୁ ଥିବା ବେଳେ…

ପୁରୀ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ

ବେଆଇନ ଭାବେ ଶ୍ରୀମନ୍ଦିର ଉପରେ ଉଡ଼ିଥିବା ଡ୍ରୋନ୍ ଜବତ ହୋଇଛି । ଡ୍ରୋନ୍‌କୁ ଗୋଡ଼ାଇ ଗୋଡ଼ାଇ ପୁରୀ ଶନି ମନ୍ଦିର ଗଳିରୁ ସିଂହଦ୍ୱାର ପୋଲିସ ଡ୍ରୋନ ଜବତ କରିଛି ।ଡ୍ରୋନ ଉଡ଼ାଇଥିବା ଛତିଶଗଡର ଯୁବକ ଦୁର୍ଗାପ୍ରସାଦ ଯାଦବକୁ ପୋଲିସ ଅଟକ ରଖି…

ଆଜି ବର୍ଷାରେ ଭିଜିବ ଓଡ଼ିଶା

ରାଜ୍ୟର ଅନେକ ସ୍ଥାନରେ ଆଜି ମଧ୍ୟ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା । ଏ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ବର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ଭୁବନେଶ୍ବର । ଉପକୂଳ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ମଧ୍ୟ ବିଜୁଳି…

ସାକ୍ଷୀଗୋପାଳରୁ ବିଜେଡିର ଜନସମ୍ପର୍କ ପଦଯାତ୍ରା କାର୍ଯ୍ୟକ୍ରମର ଶୁଭାରମ୍ଭ

ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ, ତାଙ୍କର ଜନ୍ମମାଟି ସୁଆଣ୍ଡୋ ଗ୍ରାମରେ ଉକ୍ରଳମଣିଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରିବା ସହିତ ବିଜୁ ଜନତା ଦଳ ତାର ପଦଯାତ୍ରା ଅଭିଯାନ କାର୍ଯ୍ୟକ୍ରମ ଆରମ୍ଭ କରିଛି । ଗାନ୍ଧୀ ଜୟନ୍ତୀରେ ଅର୍ଥାତ ଅକ୍ଟୋବର ୨…