Tag: Odisha

ଭୁବନେଶ୍ୱର ବିମାନ ବନ୍ଦରରୁ ୯ କୋଟି ଟଙ୍କାର ଗଞ୍ଜେଇ ଜବତ

ଏକ ଗୁରୁତ୍ୱପୂର୍ଣ୍ଣ ଘଟଣାକ୍ରମରେ ଆଜି ଭୁବନେଶ୍ୱର ବିମାନ ବନ୍ଦରରୁ ୯ କୋଟିରୁ ଅଧିକ ଟଙ୍କାର ଗଞ୍ଜେଇ ଜବତ ହୋଇଛି । ଜଣେ ମହିଳା ଯାତ୍ରୀଙ୍କ ଠାରୁ କଷ୍ଟମ ବିଭାଗ ଏହି ଗଞ୍ଜେଇ ଜବତ କରିଛି । ମହିଳା ଜଣକ ବ୍ୟାଗରେ ଛୋଟ…

‘ପ୍ରବାସୀ ଭାରତୀୟ ଦିବସ’ ପାଇଁ ଟ୍ରାଫିକ କଟକଣା ଜାରି କରିଛି କମିଶନରେଟ୍ ପୁଲିସ

ଜାନୁଆରୀ ୮ ରୁ ୧୦ ତାରିଖ ଯାଏଁ ଭୁବନେଶ୍ୱରରେ ହେବାକୁଥିବା ପ୍ରବାସୀ ଭାରତୀୟ ଦିବସ ପାଇଁ କମିଶନରେଟ୍ ପୁଲିସ ଟ୍ରାଫିକ୍ କଟକଣା ଜାରି କରିବା ସହ ସେହି ଅନୁଯାୟୀ ଯାତ୍ରା ଯୋଜନା କରିବାକୁ ସାଧାରଣ ଜନତାଙ୍କୁ ଅନୁରୋଧ କରିଛନ୍ତି । ଭାରତର…

ଜାନୁଆରି ୮ ଓ ୯ ତାରିଖରେ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୮ଓ ୯ ତାରିଖରେ ଦୁଇଦିନିଆ ଆନ୍ଧ୍ରପ୍ରଦେଶ ଓ ଓଡ଼ିଶା ଗସ୍ତ କରିବେ । ପ୍ରଧାନମନ୍ତ୍ରୀ ମୋଦି ୮ ଜାନୁଆରିରେ ଆନ୍ଧ୍ରପ୍ରଦେଶଗସ୍ତରେ ଯାଇ ୨ ଲକ୍ଷ କୋଟି ଟଙ୍କା ମୂଲ୍ୟର ବିଭିନ୍ନ ପ୍ରକଳ୍ପକୁ ରାଷ୍ଟ୍ର ଉଦ୍ଦେଶ୍ୟରେ ଉତ୍ସର୍ଗ,…

ପ୍ରବାସୀ ଭାରତୀୟ ଦିବସକୁ ସଫଳ କରିବାକୁ ବିଜେପିର ଆହ୍ୱାନ

ଆସନ୍ତା ୮, ୯ ଓ ୧୦ ତାରିଖ ତିନି ଦିନ ଧରି ପ୍ରଥମ ଥର ପାଇଁ ଓଡ଼ିଶାରେ ପ୍ରବାସୀ ଭାରତୀୟ ଦିବସ ପାଳନ କରାଯାଉଛି । ରାଜ୍ୟରେ ପ୍ରଥମ ଥର ପାଇଁ ଏଭଳି କାର୍ଯ୍ୟକ୍ରମ ଅନୁଷ୍ଠିତ ହେଉଥିବା ଯୋଗୁଁ ଓଡ଼ିଶାର ପ୍ରଚାର…

ଦକ୍ଷିଣ ଓଡ଼ିଶାକୁ ଗୁରୁତ୍ୱ; ରାୟଗଡ଼ା ରେଳମଣ୍ଡଳର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

ସଂଯୋଗୀକରଣ ବୃଦ୍ଧି ତଥା ସାମାଜିକ ଓ ଅର୍ଥନୈତିକ ବିକାଶକୁ ପ୍ରୋତ୍ସାହିତ କରିବା ଦିଗରେ କେନ୍ଦ୍ର ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏକାଧିକ ପ୍ରମୁଖ ରେଳ ପ୍ରକଳ୍ପର ଶୁଭାରମ୍ଭ କରିଥିବାବେଳେ କେତେକର ଶିଳାନ୍ୟାସ…

ଯେକୌଣସି ସ୍ବାସ୍ଥ୍ୟ ବିପର୍ଯ୍ୟୟ ମୁକାବିଲା ପାଇଁ ରାଜ୍ୟ ପ୍ରସ୍ତୁତ: ଓଡ଼ିଶା ସରକାର

ଚୀନରେ ବ୍ୟାପିଥିବା ହ୍ୟୁମାନ୍ ମେଟାନିମୋ ଭାଇରସ୍ (ଏଚଏମପିଭି) ଭାଇରସ ଦେଶରେ ଏଚଏମପିଭି ଭାଇରସ୍ ଚିହ୍ନଟ ହେବା ପରେ ଓଡ଼ିଶା ସରକାରଙ୍କ ପ୍ରସ୍ତୁତି ଆରମ୍ଭ କରିଦେଇଛି । କେନ୍ଦ୍ର ସରକାରଙ୍କ ଗାଇଡଲାଇନ ଆସିଲେ ପଦକ୍ଷେପ ନିଆଯିବ ବୋଲି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ସୂଚନା ଦେଇଛନ୍ତି।…

ଜାନୁଆରୀ ୧୫ ସୁଦ୍ଧା ଓଡ଼ିଶା ବିଜେପି ପାଇବ ନୂଆ ସଭାପତି !

ରାଜ୍ୟ ବିଜେପି ପାଇବ ନୂଆ ସଭାପତି। ଜାନୁଆରୀ ୧୫ ଭିତରେ ବିଜେପି ରାଜ୍ୟ ନୂଆ ସଭାପତି ଚୟନ ନେଇ ଆଜି ସୂଚନା ଦେଇଛନ୍ତି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର । ସେ କହିଛନ୍ତି ଜାନୁଆରୀ ୧୫ ଭିତରେ ରାଜ୍ୟ…

ବିଜେପି କର୍ମୀଙ୍କ ମୃତ୍ୟୁ: ଟ୍ରକ ଡ୍ରାଇଭର ବିରୁଦ୍ଧରେ ହତ୍ୟା ମାମଲା ରୁଜ୍ଜୁ

ସମ୍ବଲପୁର ଜିଲ୍ଲା କଟାପାଲି ନିକଟରେ ହାଇୱା ଧକ୍କାରେ ଗୋଶାଳା ବିଜେପି ମଣ୍ଡଳ ସଭାପତି ଦେବେନ୍ଦ୍ର ନାୟକ ଓ ଚାରପାଲି ଗ୍ରାମର ବରିଷ୍ଠ ବିଜେପି ନେତା ମୁରଲୀଧର ଛୁରିଆଙ୍କ ମୃତ୍ୟୁ ଘଟଣାରେ ଏସ୍‌ପି ମୁକେଶ କୁମାର ଭାମୁଙ୍କ ପ୍ରତିକ୍ରିୟା । ହାଇୱା ଡ୍ରାଇଭର…

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ଆଦିବାସୀ ମେଳା ଉଦଘାଟିତ; ଶହୀଦ ମାଧୋ ସିଂହ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବର୍ଷ ଆଗୁଆ କରାଯାଇ ଜାନୁଆରୀ ୫ ରୁ…