Tag: Odisha

ଦରବୃଦ୍ଧି ଓ ଜିଏସଟି କୁ ନେଇ ‘ଡବଲ ଇଞ୍ଜିନ ସରକାର’ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଭୁବନେଶ୍ୱରରେ ଆଜି ବିଜେଡିର ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ଦର ବୃଦ୍ଧି, ଜିଏସଟି ମାଡ, ଚାଷୀ ପ୍ରସଙ୍ଗ ପ୍ରମୁଖ ପ୍ରସଙ୍ଗ ଉପରେ ରାଜ୍ୟ ସରକାରକୁ ବିରୋଧର ବିଜେଡ଼ି ପକ୍ଷରୁ ଭୁବନେଶ୍ଵରରେ ପ୍ରତିବାଦ କରାଯାଉଛି। ଏହି ଅବସରରେ ବିଜେଡ଼ି ସୁପ୍ରିମୋ ତଥା ପୂର୍ବତନ…

ଆଦିବାସୀ ମେଳା ଉଦଘାଟିତ; ଶହୀଦ ମାଧୋ ସିଂହ ହାତଖର୍ଚ୍ଚ ଯୋଜନାର ଶୁଭାରମ୍ଭ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ସ୍ଥାନୀୟ ପ୍ରଦର୍ଶନୀ ପଡିଆରେ ବହୁ ପ୍ରସିଦ୍ଧ ବାର୍ଷିକ ଆଦିବାସୀ ମେଳାର ଉଦଘାଟନ କରିଛନ୍ତି । ପ୍ରବାସୀ ଭାରତୀୟ ଦିବସ କାର୍ଯ୍ୟକ୍ରମ ଉପଲକ୍ଷେ ଏହି ମେଳାକୁ ଚଳିତ ବର୍ଷ ଆଗୁଆ କରାଯାଇ ଜାନୁଆରୀ ୫ ରୁ…

ହାତରୁ ଖସୁଛି ଆଇନ ଶୃଙ୍ଖଳା

ଜାତୀୟ ରାଜପଥ ନମ୍ବର ୧୬ । ପାଣିକୋଇଲି ବଡ଼ ଜଙ୍କସନ। ପାଣିକୋଇଲିରୁ କେନ୍ଦୁଝରକୁ ଯାଇଛି ୨୦ ନମ୍ବର ଜାତୀୟ ରାଜପଥ । ଏଭଳି ଏକ ଜନଗହଳି ଛକରେ ସୁନା ଦୋକାନ ଲୁଟ କରିବାକୁ ଦୁର୍ବୃତ୍ତମାନେ ସାହସ କରିବା କିଛି ଛୋଟ କଥା…

ଜାନୁଆରୀ ୨୮ରେ “ଉତ୍କର୍ଷ ଓଡ଼ିଶା କନକ୍ଲେଭ୍”ରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ଜାନୁଆରୀରେ ୨ ଥର ଓଡ଼ିଶା ଆସିବେ ମୋଦି । ଜାନୁଆରୀ ୨୮ ଓ ୨୯ରେ ଭୁବନେଶ୍ୱରରେ ଅନୁଷ୍ଠିତ ଉତ୍କର୍ଷ ଓଡ଼ିଶା କନକ୍ଲେଭ୍ କାର୍ଯ୍ୟକ୍ରମରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ୨୮ ତାରିଖ ଦିନ ପ୍ରଧାନମନ୍ତ୍ରୀ ଆସି ଉପସ୍ଥିତ ଶିଳ୍ପପତି…

ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ବ୍ୟକ୍ତିଗତ ସଚିବ ହେଲେ ଆଇଏଏସ୍‌ ମନୋଜ ସାହୁ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବ୍ୟକ୍ତିଗତ ସଚିବ ଭାବେ ଆଜି ମନୋଜ ସାହୁ ନିଯୁକ୍ତ ହୋଇଛନ୍ତି । ଅରିନ୍ଦମ ଡାକୁଆଙ୍କ ସ୍ଥାନରେ ମନୋଜଙ୍କୁ ନିଯୁକ୍ତି ମିଳିଛି । ଇଣ୍ଟର କ୍ୟାଡର ଡେପୁଟେସନରେ ଆସିଛନ୍ତି ମନୋଜ ସାହୁ । ଏହା ପୂର୍ବରୁ ମନୋଜ…

‘ଜାତୀୟ ସଡ଼କ ସୁରକ୍ଷା’ ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସୁରକ୍ଷିତ… ଘରକୁ ଫେରନ୍ତୁ । “Come Home Safe” । ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଜାତୀୟ ସଡ଼କ ସୁରକ୍ଷା ମାସର ରାଜ୍ୟସ୍ତରୀୟ ଉତ୍ସବ ଉଦଘାଟନ କରି ଜନସାଧାରଣଙ୍କ ଉଦ୍ଦେଶ୍ୟରେ ଏହି ସ୍ଲୋଗାନ ଦେଇଛନ୍ତି । ଏହି ଅବସରରେ ସଡ଼କ…

ପାଣିକୋଇଲିରେ ଲୁଟ୍‌ ଉଦ୍ୟମ ବେଳେ ଗୁଳିମାଡ଼; ୨ ମୃତ

ଯାଜପୁର ପାଣିକୋଇଲିରେ ଲୁଟ୍ ଉଦ୍ୟମ ହୋଇଥିବା ଗୁଳିମାଡ଼ରେ ଦୁଇ ଜଣ ମୃତ୍ୟୁବରଣ କରିଛନ୍ତି । ସୁନା ଦୋକାନରୁ ଲୁଟ୍ ଉଦ୍ୟମ ବେଳେ ପ୍ରତିରୋଧ ବେଳେ ଦୁଇ ଜଣଙ୍କୁ ଗୁଳିମାଡ଼ ହୋଇଥିଲା । ପାଣିକୋଇଲି ବଜାରକୁ ବାଇକ୍‌ରେ ଆସିଥିଲେ ଦୁର୍ବୃତ୍ତ। ଜଣଙ୍କୁ ସ୍ଥାନୀୟ…

ଆସ୍କା-୪୦ ଓ ବିୟର୍‌ ଦର ବଢ଼ିଲା

ଆସ୍କା-୪୦ ଓ ବିୟର୍‌ର ଦାମ୍‌ ବୃଦ୍ଧି କଲେ ରାଜ୍ୟ ସରକାର । ଏ ନେଇ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବିୟର୍ ବୋତଲ ପିଛା ୧୦ ଟଙ୍କା ଦାମ ବଢ଼ିଲା । ସେହିପରି ୨୦୦ ମିଲି ଆସ୍କା-୪୦…

ଉତ୍କର୍ଷ ଓଡିଶା ପାଇଁ ପ୍ରସ୍ତୁତି ଚୂଡାନ୍ତ ପର୍ଯ୍ୟାୟରେ; ୨୮ ରେ ଆସିବେ ପ୍ରଧାନମନ୍ତ୍ରୀ

ଉତ୍କର୍ଷ ଓଡିଶା କାର୍ଯ୍ୟକ୍ରମ ଚୂଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ଆଜି ଏ ସମ୍ପର୍କରେ ଶିଳ୍ପ ବିଭାଗର ପ୍ରମୁଖ ସଚିବ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ନିକଟରେ ପ୍ରସ୍ତୁତି ସମ୍ପର୍କରେ ଏକ ବିସ୍ତୃତ ଉପସ୍ଥାପନ କରି ଜଣାଇଛନ୍ତି । ସମସ୍ତ କାର୍ଯ୍ୟକ୍ରମକୁ…

ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା

ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…