ରାଜ୍ୟ ଜାନୁୟାରୀ ୧୫ ପରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ମିଳିବା ନେଇ ଉପ ମୁଖ୍ୟମନ୍ତ୍ରୀଙ୍କ ସୂଚନା January 4, 2025 Nirvay ଆସନ୍ତା ଜାନୁଆରୀ ମାସ ୧୫ ତାରିଖ ପରେ ହିତାଧିକାରୀଙ୍କୁ ‘ସୁଭଦ୍ରା’ର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ମିଳିବ । ଏକ କୋଟି ହିତାଧିକାରୁଙ୍କୁ ମିଳିବ ସୁଭଦ୍ରା ଟଙ୍କା । ଏ ନେଇ ଘୋଷଣା କରିଛନ୍ତି ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…
ଦେଶ ରାଜ୍ୟ ଜାନୁଆରୀ ୮ରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି January 4, 2025 Nirvay ପ୍ରବାସୀ ଭାରତୀୟ କାର୍ଯ୍ୟକ୍ରମରେ ଯୋଗଦେବା ପାଇଁ ଓଡିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଜାନୁଆରୀ ୮ ତାରିଖ ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱରରେ ପହଞ୍ଚି ରାଜଭବନ ଯାଇ ରାତ୍ରିଯାପନ କରିବେ । ୯ ତାରିଖ ଜନତା ମଇଦାନରେ ଅନୁଷ୍ଠିତ ପ୍ରବାସୀ ଭାରତୀୟ…
ରାଜ୍ୟ ଜଗତସିଂହପୁରରେ ଭୟଙ୍କର ବେଆଇନ ବାଣ ବିସ୍ଫୋରଣରେ ୨ ମୃତ, ୨ ଗୁରୁତର January 4, 2025 Nirvay ଜଗତସିଂହପୁର ବଡ଼ବାଗ ଅଞ୍ଚଳରେ ବେଆଇନ ବାଣ ଭିଡିବା ବେଳେ ଭୟଙ୍କର ବାଣ ବିସ୍ଫୋରଣ ହୋଇ ୨ ଜଣଙ୍କ ମୃତ୍ୟୁ ହୋଇଛି । ବଡ଼ବାଗ ଅଞ୍ଚଳର ସୁଶୀଲ ଦାସ ନାମକ ବ୍ୟକ୍ତିଙ୍କ ଘରେ ବେଆଇନ ବାଣ ଭିଡିବା ବେଳେ ଏହି ଅଘଟଣ ଘଟିଛି…
ଖେଳ ଦେଶ ରାଜ୍ୟ ୩ ବର୍ଷ ପାଇଁ ଜାତୀୟ ଖୋ ଖୋ ଟିମ୍ ର ପ୍ରାୟୋଜକ ହେବେ ଓଡ଼ିଶା ସରକାର January 3, 2025 Nirvay ଦେଶର ‘ଖୋ ଖୋ’ ଖେଳ ପାଇଁ ଆସିଛି ଏକ ସୁବର୍ଣ୍ଣ ସମୟ । ଓଡିଶା ସରକାର ଏହି ଖେଳକୁ ଯୋଗାଇ ଦେବେ ପ୍ରୋତ୍ସାହନ। ପୂର୍ବରୁ ଜାତୀୟ ହକି ଖେଳକୁ ଓଡିଶା ସ୍ପନସର୍ କରିଥିବା ବେଳେ, ଏବେ ଖୋ ଖୋ ଖେଳକୁ ପ୍ରୋତ୍ସାହନ…
ରାଜ୍ୟ ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ; ଫୁଲତୋଡ଼ା, ନବବର୍ଷରେ ଡାଏରୀ ବଦଳରେ ଶିକ୍ଷା ଉପକରଣକୁ ସ୍ୱାଗତ January 3, 2025 Nirvay ନୟାଗଡ଼ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆରା ପଦକ୍ଷେପ । ନୟାଗଡ଼ ଜିଲ୍ଲା ପ୍ରଶାସନ ନବବର୍ଷ ଅବସରରେ ଜିଲ୍ଲାର ସମସ୍ତ ସରକାରୀ ଅଧିକାରୀଙ୍କୁ ଶୁଭେଚ୍ଛା ଜଣାଇବାପାଇଁ ଫୁଲତୋଡ଼ା ଓ ଡାଏରୀ ନ ଆଣି ତା ପ୍ରତିବଦଳରେ ବହି, ଖାତା, କଲମ ଓ ପେନସିଲ…
ରାଜ୍ୟ ୨୦୨୫-୨୬ ବଜେଟ ପୂର୍ବରୁ ଓଡ଼ିଶାବାସୀଙ୍କ ମତ ଲୋଡ଼ିଲେ ରାଜ୍ୟ ସରକାର January 3, 2025 Nirvay ୨୦୨୫-୨୬ ବଜେଟ ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓଡ଼ିଶାବାସୀଙ୍କ ମତାମତ ଲୋଡ଼ିଛନ୍ତି । ୨୦୨୫-୨୬ ବର୍ଷ ପୂର୍ଣ୍ଣାଙ୍ଗ ବଜେଟ୍ ପାଇଁ ସ୍ୱତନ୍ତ୍ର ୱେବ୍ ପୋର୍ଟାଲ୍, ମେଲ୍, ହ୍ୱାଟ୍ସଆପ୍ ଓ ଏସଏମଏସ ଜରିଆରେ ମତାମତ ଦେବାକୁ ରାଜ୍ୟବାସୀଙ୍କୁ ମୁଖ୍ୟମନ୍ତ୍ରୀ ନିବେଦନ କରିଛନ୍ତି…
ତାଜା ଖବର ରାଜ୍ୟ ଜାନୁଆରୀ ୫ ପରେ ରାଜ୍ୟରେ କମିବ ଶୀତ January 3, 2025 Papirani ରାଜ୍ୟରେ ଲାଗିରହିଛି ଶୀତର ପ୍ରକୋପ । ଆଜି ୧୦ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ରହିଛି । ସକ୍ରିୟ ହେବାକୁ ଥିବା ପଶ୍ଚିମା ଝଡ଼ ପ୍ରଭାବରେ କମିବ ଶୀତ । ପଶ୍ଚିମା ଝଡ଼ ପ୍ରଭାବରେ ଶୁଷ୍କ ଥଣ୍ଡା ବାୟୁ ଦୁର୍ବଳ…
ତାଜା ଖବର ରାଜନୀତି ରାଜ୍ୟ ପୂର୍ବ ନବୀନ ସରକାରଙ୍କ ଉପରେ ବର୍ଷିଲେ ମୋହନ ମାଝୀ January 3, 2025 Papirani ଆଜି କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ପୂର୍ବ ସରକାରଙ୍କୁ ଟାର୍ଗେଟ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ସେ କହିଛନ୍ତି ଚାଷ ଓ ଚାଷୀଙ୍କୁ ଠକିଛନ୍ତି ପୂର୍ବ ସରକାର । ପୂର୍ବ ସରକାର କେବଳ ମିଶନ ପରେ ମିଶନ କରିଚାଲିଲେ, କିନ୍ତୁ ଫଳ…
ତାଜା ଖବର ରାଜ୍ୟ ଓଡ଼ିଶାର ବିଭିନ୍ନ ସ୍ଥାନରେ ଶୀତ ଲହରୀ ଜାରି January 3, 2025 Papirani ପ୍ରବଳ ଜାଡରେ ଥରୁଛି ପୂରା ଓଡିଶା । ତାପମାତ୍ରା ହ୍ରାସ ପାଇବା ସହ ଶୀତ ବଢ଼ିବାରେ ଲାଗିଛି। ଉତ୍ତର-ଉତ୍ତର ପୂର୍ବ ଦିଗରୁ ରାଜ୍ୟକୁ ବାୟୁ ପ୍ରବାହ ଯୋଗୁ ଥଣ୍ଡା ବଢୁଛି। ଆଜି ୧୦ ଡିଗ୍ରୀ ତଳେ ରାଜ୍ୟର ୮ଟି ସହର ରହିଛି…
ତାଜା ଖବର ରାଜ୍ୟ ରାଜ୍ୟରେ ନିର୍ମାଣ ହେବ ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍ January 2, 2025 Nirvay ଓଡ଼ିଶାରେ ନିର୍ମାଣ ହେବାକୁ ଯାଉଛି ୨୬୦୦ କିମି ଲମ୍ବ ବିଶିଷ୍ଟ ଗ୍ରାଣ୍ଡ ରିଂ ରୋଡ୍ । ଏହା ଆଗାମୀ ୩ ବର୍ଷରେ ନିର୍ମାଣ ହେବ । ଏ ନେଇ ସୂଚନା ଦେଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ଗ୍ରାଣ୍ଡ ରିଂ ରୋଡ୍…