Tag: Odisha

ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୫ ଦିନ ଯାଏଁ ଲାଗି ରହିବ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଫଳରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ। ବିଜୁଳି ଘଡ଼ଘଡ଼ି ସହିତ ୩୦ରୁ ୪୦ କିମି ବେଗରେ ପବନ ବହିବାର ଅନୁମାନ କରାଯାଉଛି। ଏଥିସହ ରାଜ୍ୟର କିଛି…

ମାସକରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ: ବିଏମ୍‌ସି କମିଶନର

ଆକ୍ସନ ମୁଡ୍‌କୁ ଆସିଛି ଭୁବନେଶ୍ୱର ମହାନଗର ନିଗମ । ମାସକ ଭିତରେ ମୁକୁଳା ଡ୍ରେନ୍ ଉପରେ ପଡ଼ିବ ସ୍ଲାବ୍ । ସପ୍ତାହକରେ ବାରିକେଡ କାମ ସରିବ। ଏନେଇ ସୂଚନା ଦେଲେ ବିଏମ୍‌ସି କମିଶନର ରାଜେଶ ପ୍ରଭାକର ପାଟିଲ। ଭୁବନେଶ୍ବର ସହରରେ ମୋଟ୍…

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ୍

ଟ୍ରାଫିକ ପୋଷ୍ଟରୁ ହଟିବ ରେଡ ଲାଇଟ।ଏନେଇ ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର। ସେ କହିଛନ୍ତି ଲୋକଙ୍କୁ ଆଉ ଘଣ୍ଟା ଘଣ୍ଟା ଧରି ଟ୍ରାଫିକରେ ଅପେକ୍ଷା କରିବାକୁ ପଡ଼ିବନି। ଏଥିପାଇଁ ବିକଳ୍ପ ବ୍ୟବସ୍ଥା କରାଯିବ। ଓଭର ବ୍ରିଜ, ଆପ୍ରୋଚ…

ଶହେ ଦିନ ଭିତରେ ମହିଳାଙ୍କୁ ମିଳିବ ସୁଭଦ୍ରା ଯୋଜନା

ଶହେ ଦିନ ଭିତରେ ମହିଳାଙ୍କୁ ସୁଭଦ୍ରା ଯୋଜନା ନିଶ୍ଚୟ ମିଳିବ। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ସେ କହିଛନ୍ତି, ଏବେ ସୁଭଦ୍ରା ଯୋଜନା ଡ୍ରାଫ୍ଟରେ ଅଛି । ତେଣୁ କେଉଁମାନଙ୍କୁ ଏହିି ଯୋଜନାର ସୁଫଳ ମିଳିବ ତାହା ଏବେ…

ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସମୀକ୍ଷା

ସମ୍ବଲପୁରରେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ ବିଭିନ୍ନ ଶିକ୍ଷାନୁଷ୍ଠାନର ଜମିଜମା ମାମଲାର ସମୀକ୍ଷା କରିଛନ୍ତି। ଡିସେମ୍ବର ସୁଦ୍ଧା ସମସ୍ତ ଶିକ୍ଷାନୁଷ୍ଠାନର ଜମିଜମା ମାମଲା ସମାଧାନ ହେବ ବୋଲି କହିଛନ୍ତି। ଜମି ନଥିବା ସରକାରୀ ଶିକ୍ଷାନୁଷ୍ଠାନକୁ ଜମି ପଟ୍ଟା ଦିଆଯିବ ବୋଲି ମନ୍ତ୍ରୀ…

ଓଡ଼ିଶାରୁ ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ବସ୍ ସେବା ଆରମ୍ଭ ହେବ

ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ବସ୍ ସେବା ଆରମ୍ଭ ହେଵ। ଓଡ଼ିଶା ରାଜ୍ୟ ସଡ଼କ ପରିବହନ ନିଗମର ପ୍ରଥମ ବୈଠକରେ ରିଭ୍ୟୁ କରି ଏହି ସୂଚନା ଦେଇଛନ୍ତି ମନ୍ତ୍ରୀ ବିଭୁତି ଭୂଷଣ ଜେନା। ଲୋକଙ୍କୁ ଅଧିକ ସେବା ପାଇଁ ପ୍ରାରମ୍ଭିକ…

ବଦଳିପାରେ ‘ଲକ୍ଷ୍ମୀ’ ବସ୍‌ର ନାଁ

ବଦଳିବ ‘ଲକ୍ଷ୍ମୀ’ ବସ୍‌ର ନାଁ। ଲକ୍ଷ୍ମୀ ବସ୍‌କୁ ନେଇ ଚାଲିଛି ତର୍ଜମା। ନାଁରେ କିଛି ନାହିଁ, ସେବା ମିଳିବା ଦରକାର । ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ସୂଚନା । ଏନେଇ ରାଜ୍ୟ ସଡ଼କ ପରିବହନ ନିଗମ ବୈଠକରେ ସମୀକ୍ଷା କରିଛନ୍ତି…

ଓଡ଼ିଶାର ସ୍ୱାର୍ଥ ଅଣଦେଖା କଲେ ସ୍ୱର ଉତ୍ତୋଳନ କରିବୁ: ବିଜେଡି

ସୋମବାର ବିଜେଡିର ରାଜ୍ୟ ସଭା ସଦସ୍ୟମାନଙ୍କୁ ନେଇ ନବୀନ ନିବାସରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସଂସଦୀୟ ଦଳର ବୈଠକ ବସିଥିଲା । ଏଥିରେ ଦଳର ରଣନୀତି ସମ୍ପର୍କରେ ଆଲୋଚନା ହୋଇଥିଲା। ବିରୋଧୀ ଦଳ ଭୂମିକାରେ ବସିବ…

ଆଳୁ ପିଆଜ ଯୋଗାଇବ ନାଫେଡ୍‌: ଖାଦ୍ୟ ଯୋଗାଣ ମନ୍ତ୍ରୀ

ଦିନକୁ ଦିନ ରାଜ୍ୟରେ ବଢିବାରେ ଲାଗିଛି ପରିବା ଦର । କ’ଣ ଖାଇବେ, କେଉଁ ପରିବା କିଣିବେ ଲୋକେ ଚିନ୍ତାରେ ପଡିଥିବା ବେଳେ ରାଜ୍ୟରେ ପରିବା ଦର ବୃଦ୍ଧିକୁ ନେଇ ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀଙ୍କ କୃଷ୍ଣଚନ୍ଦ୍ର ପାତ୍ର ।…

ଆଜିଠୁ ସ୍ଵାଭାବିକ ହେଲା ସ୍କୁଲ ସମୟ

ରାଜ୍ୟରେ ଏବେ ପାଗ ଅନୁକୂଳ ରହିଛି। ସେଥିପାଇଁ ଆଜିଠୁ ରାଜ୍ୟରେ ସ୍ୱାଭାବିକ ହୋଇଛି ସ୍କୁଲ ସମୟ । ସ୍କୁଲ ଖୋଲାଯାଇ ସକାଳ ୧୦ଟାରୁ ପାଠପଢା ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୪ଟା ଯାଏଁ କ୍ଲାସ୍‌‌ ହେବ। ସୂଚନା ଯୋଗ୍ୟ ପୂର୍ବରୁ ଗ୍ରୀଷ୍ମ…