Tag: Odisha

ବିଜେପି ମିଛ କହି କ୍ଷମତାକୁ ଆସିଥିବା ନବୀନଙ୍କ ମନ୍ତବ୍ୟ; କାଉଣ୍ଟର କଲେ ଧର୍ମେନ୍ଦ୍ର

ବିଜେପି ମିଛ କହି କ୍ଷମତାକୁ ଆସିଥିବା ନବୀନଙ୍କ ମନ୍ତବ୍ୟକୁ ନେଇ ଆଜି ଟାର୍ଗେଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଆଜି ଗଂଜାମ ଜିଲ୍ଲା ଭଞ୍ଜନଗରସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର, ଡିହପଢାଳର ୩୫ତମ ବାର୍ଷିକ ଉତ୍ସବ ସମାରୋହରେ ମୁଖ୍ୟଅତିଥି ଭାବେ କେନ୍ଦ୍ରମନ୍ତ୍ରୀ…

ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାର ପାଇଲେ ଓଡ଼ିଆ ଝିଅ ପ୍ରୀତିସ୍ମିତା ଭୋଇ

କ୍ରୀଡ଼ା କ୍ଷେତ୍ରରେ ଉତ୍କର୍ଷତା ପାଇଁ ଢେଙ୍କାନାଳ ଜିଲ୍ଲାର ଓଡ଼ିଆ ଝିଅ ପ୍ରୀତିସ୍ମିତା ଭୋଇଙ୍କୁ ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ବାଲ୍ ପୁରସ୍କାରରେ ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ସମ୍ମାନିତ କରିଛନ୍ତି । ମାତ୍ର ୧୫ ବର୍ଷ ବୟସରେ ଭାରୋତ୍ତୋଳକ ପ୍ରୀତିସ୍ମିତା ଭୋଇ ଜର୍କ ବର୍ଗରେ…

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍

ଚଳିତ ମାସରେ ଶ୍ରୀମନ୍ଦିରରେ ହେବନି ଧାଡ଼ି ଦର୍ଶନ ଟ୍ରାଏଲ ରନ୍। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ସେ କହିଛନ୍ତି ଡିସେମ୍ବର ୨୮ରୁ ଶ୍ରୀମନ୍ଦିରରେ ହେବ ନାହିଁ ଧାଡ଼ି ଦର୍ଶନ । ଗଙ୍ଗା ସ୍ନାନ ପରଠାରୁ ଜାନୁଆରୀ…

ଓଡ଼ିଶା ଛାଡ଼ିବେ ବିଦାୟୀ ରଘୁବର ; ଅତିଥି ଭବନରେ ଦିଆଗଲା ବିଦାୟୀ ସମ୍ବର୍ଦ୍ଧନା

ଆଜି ଓଡ଼ିଶାରୁ ବିଦାୟ ନେବେ ରଘୁବର ଦାସ । ଅତିଥି ଭବନରେ ରଘୁବରଙ୍କୁ ବିଦାୟୀ ସମ୍ବର୍ଦ୍ଧନା । ଏହି ଅବସରର ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀ, ବାଚସ୍ପତି, ମନ୍ତ୍ରିମଣ୍ଡଳ ସଦସ୍ୟ ଓ ମୁଖ୍ୟ ସଚିବ ଉପସ୍ଥିତ ରହିଛନ୍ତି । ସୂଚନା ଯୋଗ୍ୟ; ରଘୁବର ଦାସ…

ପୁଣି ହେବ ଛାତ୍ର ସଂସଦ ନିର୍ବାଚନ

ପୁଣି ହେବ ଆସନ୍ତା ଶିକ୍ଷା ବର୍ଷରୁ କଲେଜରେ ଛାତ୍ର ସଂସଦ ନିର୍ବାଚନ । ବିଗତ ୭ ବର୍ଷ ହେବ ବନ୍ଦ ଥିବା ରାଜ୍ୟରେ ଛାତ୍ର ସଂସଦ ନିର୍ବାଚନ ନେଇ ଆଜି ବଡ଼ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋଚନ ଚରଣ ମାଝୀ ।…

ଓଡ଼ିଶା ବାସୀଙ୍କୁ ବିଜେପି ସରକାରର ଶ୍ରେଷ୍ଠ ଉପହାର ହେଉଛି ଅହେତୁକ ଦରବୃଦ୍ଧି: ନବୀନ ପଟ୍ଟନାୟକ 

ଆଜି ବିଜେଡିର ମୁଖ୍ୟ କାର୍ଯ୍ୟାଳୟ ଶଙ୍ଖ ଭବନ ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ପାଳନ କରାଯାଉଛି ବିଜୁ ଜନତା ଦଳର ୨୮ ତମ ପ୍ରତିଷ୍ଠା ଦିବସ । ଏହି ଅବସରରେ ଶଙ୍ଖ ଭବନ ରେ ଆୟୋଜିତ ରାଜ୍ୟ ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗ…

ଡିସେମ୍ବର ୨୮ ଓ ୨୯ରେ ଭୁବନେଶ୍ବରରେ ରହିବେ ଅମିତ ଶାହ

ଆସନ୍ତା ୨୮ ତାରିଖ ସନ୍ଧ୍ୟାରେ ଭୁବନେଶ୍ବରରେ ପହଞ୍ଚିବେ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ । ୨୮ ଓ ୨୯ ତାରିଖରେ ଭୁବନେଶ୍ବରରେ ରହିବେ ଅମିତ ଶାହ । ଦଳର ନେତା ଓ ବିଧାୟକଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ସହ…

ଦୁର୍ବଳ ହେଲା ଲଘୁଚାପ; ରାଜ୍ୟରେ କମିଲା ବର୍ଷା

ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ପଶ୍ଚିମ ଦିଗକୁ ଗତି କରି ଦୁର୍ବଳ ହୋଇଛି । ଆଜିଠାରୁ ରାଜ୍ୟରେ ବର୍ଷାର ପରିମାଣ କମିବ ଏବଂ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ପାଗ କୋହଲା ରହିବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।…

୨ ବର୍ଷରେ ହେବ ୭୫ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ପୂର୍ବ ନବୀନ ସରକାର ଉପରେ ବର୍ଷିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ରାଜ୍ୟରେ ୧ ଲକ୍ଷ ୫୦ ହଜାର ପଦବୀ ଖାଲି ପଡ଼ିଥିବା ଦର୍ଶାଇ ସରକାର ୨ ବର୍ଷରେ ୭୫ ହଜାର ନିଯୁକ୍ତି ଦେବେ ବୋଲି ସେ ଆଶ୍ୱାସନା ଦେଇଥିଲେ ।…

ଓଡ଼ିଶାର ବିକାଶ ପାଇଁ ବାଜପେୟୀଙ୍କ ଅବଦାନ ଅତୁଳନୀୟ – ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ବାଜପେୟୀ ଜୀ ଥିଲେ ଜଣେ ଦେବୋପମ ବ୍ୟକ୍ତି । ତାଙ୍କ ଜୀବନର ଗଭୀରତା, ସଦ୍​ଗୁଣ ଓ ଆଦର୍ଶ ତାଙ୍କୁ ଦେବତାଙ୍କ ସହିତ ତୁଳନୀୟ କରିଥିଲା । ତାଙ୍କର ବ୍ୟକ୍ତିତ୍ୱ ଥିଲା ଶାନ୍ତ, ସ୍ନିଗ୍ଧ, ସରଳ ଓ ନମ୍ର । ଦଳମତ ନିର୍ବିଶେଷରେ…