Tag: Odisha

୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଲୋକସେବା ଭବନର ସମ୍ମିଳନୀ କକ୍ଷରେ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି । ରାଜ୍ୟରେ ସମୁଦାୟ ୨୭୧୧ ଟି ପ୍ୟାକ୍ସ (PACS)…

ବିମ୍ବାଧର କୁଅଁର, କାନନବାଳା, ରାଜାରାମ ଓ ରୁଦ୍ର ନାରାୟଣ ପାଇଲେ ‘ଅଟଳ ସମ୍ମାନ ୨୦୨୪’

କୃଷି, ବିଜ୍ଞାନ, ଜାତୀୟ ରାଜପଥର ଉନ୍ନତୀକରଣ ତଥା ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା ଆଦି ଅନେକ କ୍ଷେତ୍ରରେ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ । ସେଥିପାଇଁ ପ୍ରତିବର୍ଷ ସାରା ଭାରତରେ ଡିସେମ୍ବର ୨୫ତାରିଖ, ତାଙ୍କ ଜନ୍ମ…

ବିଶ୍ୱର ସବୁଠୁ ବଡ ସାଣ୍ଟା କ୍ଲଜ ନିର୍ମାଣ କରି ବିଶ୍ୱ ରେକର୍ଡ଼ କଲେ ସୁଦର୍ଶନ ପଟ୍ଟନାୟକ

କ୍ରିସମାସ ଉପଲକ୍ଷେ ପୁରୀ ବେଳାଭୂମିରେ ବାଲୁକା କଳାରେ, ବିଶ୍ୱର ସର୍ବବୃହତ ଚକୋଲେଟ୍ ସାଣ୍ଟା କ୍ଲଜ୍ ପ୍ରସ୍ତୁତ କରି ୱାଲ୍ଡ ରେକର୍ଡ଼ କରିଛନ୍ତି ଆନ୍ତର୍ଜାତୀୟ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ । ୧୬୦ ଫୁଟ୍ ଲମ୍ବ ଏବଂ ୧୦୦ ଫୁଟ୍ ଚଉଡାର,…

ନୀତିଶ ଓ ନବୀନଙ୍କୁ ଭାରତ ରତ୍ନ ଦେବାକୁ ଦାବି କଲେ ଗିରିରାଜ ସିଂହ

ନୀତୀଶ କୁମାର ଏବଂ ନବୀନ ପଟ୍ଟନାୟକଙ୍କୁ ଭାରତ ରତ୍ନ ଦେବାକୁ ଦାବି କରିଛନ୍ତି କେନ୍ଦ୍ର ବୟନଶିଳ୍ପ ମନ୍ତ୍ରୀ ଗିରିରାଜ ସିଂହ । ୨୦୨୫ ରେ ବିହାରରେ ହେବାକୁଥିବା ବିଧାନସଭା ନିର୍ବାଚନରେ ପୁଣି ଏନଡିଏ ସରକାର ଗଠନ ହେବ । ଗତ ୧୦…

ଲୋକଙ୍କୁ ଆଖି ମାରିଲା ଶଙ୍ଖ ଦଳ

ଲୋକସଭାରେ ଆଖିମାରି ଚର୍ଚ୍ଚାର ଝଡ ସୃଷ୍ଟି କରିଥିଲେ ରାହୁଳ । ଏହା ଆଗରୁ ଗୋଟିଏ ଦକ୍ଷିଣୀ ଫିଲ୍ମରେ ଜଣେ ଛାତ୍ରୀ ଓ ଅନ୍ୟ ଜଣେ ସହପାଠୀଙ୍କ ଭିତରେ ଆଖି ମରାମରି ଭାଇରାଲ ହେଇଥିଲା । କିନ୍ତୁ ରାଜନୀତିରେ ସମସ୍ତେ ଦେଖିଲା ଭଳି…

ଲଘୁଚାପ ବର୍ଷାରେ ଭିଜୁଛି ସାରା ଓଡ଼ିଶା

ଆଜି ସକାଳୁ ସକାଳୁ ରାଜ୍ୟରେ ହାଲୁକା ଧରଣର ବର୍ଷା ଲାଗି ରହିଛି । କୋହଲା ପାଗ ସାଙ୍ଗକୁ ବର୍ଷା ଏବେ ରାଜ୍ୟବାସୀଙ୍କ ପାଇଁ ଚିନ୍ତା ବଢ଼େଇ ଦେଇଛି । ଆହୁରି ୨୪ ଘଣ୍ଟା ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଲାଗି…

ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଯାପନୀକୁ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆସନ୍ତା ଜାନୁଆରୀ ୮ ତାରିଖରୁ ଭୁବନେଶ୍ୱର ଜନତା ମୈଦାନ ଠାରେ ପ୍ରବାସୀ ଭାରତୀୟ ଦିବସ ଆୟୋଜନ ହେବ । ଜାନୁଆରୀ ୮ ତାରିଖରୁ ୧୦ ତାରିଖ ଯାଏଁ ଚାଲିବ ଏହି କାର୍ଯ୍ୟକ୍ରମ । ପ୍ରବାସୀ ଭାରତୀୟ ସମ୍ମିଳନୀ ଉଦ୍‌ଯାପନୀ ଦିବସରେ ଯୋଗଦେବେ…

ଅସଙ୍ଗତି ତଥ୍ୟ ନେଇ ନିର୍ବାଚନର ସ୍ୱଚ୍ଛତା ଉପରେ ପ୍ରଶ୍ନ କରିଛି ବିଜେଡି

ବିଜୁ ଜନତା ଦଳର ଏକ ପ୍ରତିନିଧି ଦଳ ଗତ କାଲି ଦେଶର ନିର୍ବାଚନ କମିଶନ ଙ୍କୁ ଭେଟି ଗତ ସାଧାରଣ ନିର୍ବାଚନରେ ବଡ ଧରଣର ଅସଙ୍ଗତି ଥିବା ଦର୍ଶାଇଥିବାବେଳେ ଆଜି ଶଙ୍ଖ ଭବନଠାରେ ପୂର୍ବତନ ମନ୍ତ୍ରୀ ତଥା ବିଜେଡି ମୁଖପାତ୍ର ଅରୁଣ…

ଆମ୍ବେଦକରଙ୍କୁ ନିୟମିତ ଅସମ୍ମାନିତ କରିଥିବା କଂଗ୍ରେସ କ୍ଷମା ପ୍ରାର୍ଥନା କରୁ: ମୋହନ ମାଝୀ

କଂଗ୍ରେସ ଅନେକ ବର୍ଷ ଧରି ସମ୍ବିଧାନର ପ୍ରତିଷ୍ଠାତା ବିଆର ଆମ୍ବେଦକରଙ୍କୁ ଅପମାନିତ କରି ଚାଲିଥିବା ଅଭିଯୋଗ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହ ରାଜ୍ୟସଭାରେ ଆମ୍ବେଦକରଙ୍କ ସମ୍ପର୍କରେ ଦେଇଥିବା ବୟାନକୁ ଆଧାର କରି…

ଧାନର ମାନ କମ୍‌ ଥିଲେ ବି କିଣିବେ ସରକାର: କୃଷ୍ଣଚନ୍ଦ୍ର ପାତ୍ର

ରାଜ୍ୟରେ ଅଦିନିଆ ବର୍ଷା ଯୋଗୁ ବିଭିନ୍ନ ଜିଲ୍ଲାରେ ଧାନଚାଷୀମାନେ ବହୁ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ଲଘୁଚାପ ପ୍ରଭାବରେ ଲଗାଣବର୍ଷା ଯୋଗୁଁ ଧାନ ବିଲରେ ପାଣିଜମି ଧାନ‌ଗଛ ନଷ୍ଟ ହେବା ଆଶଙ୍କା ଦେଖାଦେଇଛି। ଏହାକୁ ଦୃଷ୍ଟିରେ ରଖି ଧାନର FAQ ମାନ କମ୍‌…