Tag: Odisha

ପୁରୀରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ସ୍ବତନ୍ତ୍ର ବିମାନ ଯୋଗେ ପୁରୀରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । କଡା ସୁରକ୍ଷା ମଧ୍ୟରେ ପୁରୀରେ ପହଞ୍ଚିଛନ୍ତି ରାଷ୍ଟ୍ରପତି । ପୁରୀରେ ପହଞ୍ଚିବା ପରେ ବଡ଼ଦାଣ୍ଡରୁ ଚାଲିଚାଲି ଶ୍ରୀମନ୍ଦିରକୁ ଯାଇଛନ୍ତି ରାଷ୍ଟ୍ରପତି । ଏହି ସମୟରେ ତାଙ୍କ ସହ ମୁଖ୍ୟମନ୍ତ୍ରୀ…

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ

ବିଧାୟକଙ୍କ ଦରମା ଓ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ବୃଦ୍ଧି ପାଇଁ କମିଟି ଗଠନ କରାଯାଇଛି । ଉପଦେଷ୍ଟା କମିଟି ଗଠନ ନେଇ ଘୋଷଣା କଲେ ବାଚସ୍ପତି ସୁରମା ପାଢୀ। ବିଧାୟକ ଭାସ୍କର ମଢ଼େଇଙ୍କ ଅଧ୍ୟକ୍ଷତାରେ ଉପଦେଷ୍ଟା କମିଟି ଗଠନ ହୋଇଛି ।…

୧୦ ବର୍ଷରେ ମୋଦି ସରକାର ଓଡ଼ିଶାରେ ରେଳ ବିକାଶ ପାଇଁ ଦେଇଛନ୍ତି ୭୩,୭୨୩ କୋଟି ଟଙ୍କା

ଓଡ଼ିଶାରେ ରେଳଧାରଣା ବିକାଶ ପାଇଁ ୭୩,୭୨୩ କୋଟି ଟଙ୍କା ମଞ୍ଜୁର କରିଛନ୍ତି କେନ୍ଦ୍ର ସରକାର । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ରଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କୃତଜ୍ଞତା ଜଣାଇଛନ୍ତି । ସୋଶାଲ ମିଡ଼ିଆ ଏକ୍ସରେ କୃତଜ୍ଞତା ଜଣାଇବା ସହ ସମସ୍ତ…

ପୋଲାଭରମ ପ୍ରକଳ୍ପ ନେଇ ଜଳ ଶକ୍ତି ମନ୍ତ୍ରୀଙ୍କୁ ଭେଟିଲା ବିଜେଡି ଟିମ

ଦେବୀ ମିଶ୍ରଙ୍କ ନେତୃତ୍ୱରେ ବିଜେଡ଼ି ପ୍ରତିନିଧିମଣ୍ଡଳ ରାଜ୍ଯସଭାର ବିଜେଡ଼ି ସାଂସଦ, ବିଧାୟକ, ଓଡ଼ିଶା ସରକାରଙ୍କ ପୂର୍ବତନ ମନ୍ତ୍ରୀ, ପୂର୍ବତନ ସାଂସଦ, ପୂର୍ବତନ ବିଧାୟକ ଏବଂ କୋରାପୁଟ ଅଞ୍ଚଳର ପୂର୍ବତନ ବିଧାୟକମାନଙ୍କ ସହ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଭାରତ ସରକାରଙ୍କ କ୍ୟାବିନେଟ ମନ୍ତ୍ରୀ…

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା

ରାଜ୍ୟରେ ପାନୀୟ ଜଳ ପ୍ରକଳ୍ପକୁ ନେଇ ସରଗରମ ବିଧାନସଭା। ଚୌଦ୍ୱାରା ବିଧାୟକ ସୌଭିକ ବିଶ୍ୱାଳଙ୍କ ପାନୀୟ ଜଳ ପ୍ରକଳ୍ପର କାର୍ଯ୍ୟକାରିତା ସମ୍ପର୍କୀତ ମୂଳ ପ୍ରଶ୍ନର ଉତ୍ତରରେ ପଞ୍ଚାୟତିରାଜ ଓ ପାନୀୟଜଳ ମନ୍ତ୍ରୀ ରବି ନାଏକ କହିଛନ୍ତି ରାଜ୍ୟରେ ଏବେ ୧୯୧ଟି ପାନୀୟ…

୫ ବର୍ଷରେ ମରିଛନ୍ତି ୩୪ କଲରାପତରିଆ ଓ ୩ ମହାବଳ ବାଘ

ଗତ ୫ ବର୍ଷ ମଧ୍ୟରେ ରାଜ୍ୟରେ ୩୪ଟି କଲରାପତରିଆ ବାଘ ଓ ୩ଟି ମହାବଳ ବାଘଙ୍କର ମୃତ୍ୟୁ ହୋଇଛି । ଏନେଇ ଆଜି ବିଧାନସଭା ଗୃହରେ ବିଧାୟକ ତାରା ବାହିନୀପତିଙ୍କ ପ୍ରଶ୍ନ ରାଜ୍ୟରେ ଗତ ୫ ବର୍ଷରେ କେତେ ବାଘ ମଲେଣି…

ମୋହନଙ୍କ ବିରୋଧରେ ଷଡ଼ଯନ୍ତ୍ର ଖବର ଅଛି କି ପିଏମ୍‌ଙ୍କ ପାଖରେ

ଭାରତୀୟ ଜନତା ପାର୍ଟିର ବିଧାୟକ, ମନ୍ତ୍ରୀ, ସାଂସଦ ଏବଂ ପଦାଧିକାରୀ ବୈଠକରେ ପ୍ରକୃତରେ କ’ଣ କହିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ? ସେ କ’ଣ କେବଳ ଝିଅ- ବୋହୂ ଉପାଖ୍ୟାନ ଶୁଣାଇଥିଲେ ? ପ୍ରଧାନମନ୍ତ୍ରୀ କ’ଣ ତାଙ୍କ ନେତାମାନଙ୍କର ବୟସ ଓ…

ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଆଜିଠୁ ୫ ଦିନିଆ ଓଡ଼ିଶା ଆସୁଛନ୍ତି ମହାମହିମ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ୭ ତାରିଖ ପର୍ଯ୍ୟନ୍ତ ତାଙ୍କର ଏହି ଗସ୍ତକାଳରେ ସେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ସେଥିପାଇଁ କାର୍ଯ୍ୟ ସୂଚୀ ମଧ୍ୟ ଜାରି ହୋଇଛି। ଏହା ସହ ରାଷ୍ଟ୍ରପତିଙ୍କ ଗ୍ରସ୍ତକୁ…

ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପହଞ୍ଚିବ ଇଣ୍ଟରନେଟ୍ ସେବା

ଆସନ୍ତା ମାର୍ଚ୍ଚ ମାସ ସୁଦ୍ଧା ରାଜ୍ୟର ସମସ୍ତ ଗାଁକୁ ପହଞ୍ଚିବ ମୋବାଇଲ ଇଣ୍ଟରନେଟ୍ ସେବା । ବର୍ତ୍ତମାନ ରାଜ୍ୟରେ ୪୭ ହଜାର ୯୦୨ ଥିବାବେଳେ ସେଥି ମଧ୍ୟ ୧୨ ହଜାର ୬୦୨ଟି ୫ଜି ଟାୱାର ରହିଛି। ଅଧିକ ୫ଜି ଟାୱାର ଅପଗ୍ରେଡ…

ବିଜେଡ଼ି ଛାଡ଼ିଲେ ନୟନା ସାହୁ ଓ ଆଲୋକ କୁମାର ସାହୁ

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ଦେବୀ ପ୍ରସାଦ ମିଶ୍ରଙ୍କୁ ଶକ୍ତ ଝଟକା। ବଡମ୍ବା ବ୍ଲକ ଛାଡୁଛନ୍ତି ବିଜେଡ଼ି ନେତା । ବିଜେଡ଼ି ଛାଡ଼ିଲେ ବଡମ୍ବା ବ୍ଲକ ୩୧ ନମ୍ୱର୍ ଜୋନ୍ ଜିଲ୍ଲାପରିଷଦ ସଭ୍ୟା ନୟନା ସାହୁ । ସେ…