ତାଜା ଖବର ରାଜନୀତି ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ହେୟଜ୍ଞାନ କରାଯାଉଛି ଅର୍ଥ ରାଜ୍ୟ ଅସହାୟ ସ୍ଥିତିରେ ଅଛି: ବିଜେଡି October 28, 2024 Papirani ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କ ବକ୍ତବ୍ୟରେ ତାଙ୍କ କଥାକୁ ହେୟଜ୍ଞାନ କରିବେ ନାହିଁ ଓ ତାଙ୍କ ସରକାରଙ୍କ ଏବେ ପର୍ଯ୍ୟନ୍ତ କାର୍ଯ୍ୟକ୍ରମ କେବଳ ଟ୍ରେଲର ଓ ପୁରା ଫିଲ୍ମ ଆସିବା ବାକି ଅଛିକୁ…
ତାଜା ଖବର ରାଜନୀତି ରାଜ୍ୟ ଏପ୍ରିଲ ୨୦୨୫ ସୁଦ୍ଧା ଆୟୁଷ୍ମାନ ଭାରତ ଯୋଜନା ଓଡ଼ିଶାରେ ଲାଗୁ ହେବ October 28, 2024 Papirani ଆସନ୍ତାକାଲି ଆରମ୍ଭ ହେବ ଆୟୁଷ୍ମାନ ଭାରତ ଯୋଜନା ୨.୦। ଭିଡିଓ କନଫରେନସିଂ ମାଧ୍ୟମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କରିବେ ଶୁଭାରମ୍ଭ । ଏ ନେଇ ସୂଚନା ଦେଇଛନ୍ତି ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ। ସ୍ଵାସ୍ଥ୍ୟମନ୍ତ୍ରୀ କହିଛନ୍ତି ଆୟୁଷ୍ମାନ ଭାରତ ଯୋଜନାର ପାର୍ଟ ୨…
ତାଜା ଖବର ରାଜନୀତି ରାଜ୍ୟ ଆଜି ମଧ୍ୟ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ October 28, 2024 Papirani ଆଜି ଦ୍ଵିତୀୟ ଦିନରେ ଆକାଶ ମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ । ଆଜି ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀ ବାଲେଶ୍ଵର ଓ ମୟୁରଭଞ୍ଜ ଜିଲ୍ଲା ପରିଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି। ଏପରିକି ଲ୍ୟାଣ୍ଡଫଲ କରିଥିବା ସ୍ଥାନ ହାବେଲୀଖଟିରେ ମଧ୍ୟ ସ୍ଥିତି ଅନୁଧ୍ୟାନ…
ତାଜା ଖବର ରାଜ୍ୟ ଗ୍ୟାସ ସିଲିଣ୍ଡର୍ ଫାଟି ଜଳିଗଲା ୧୦ ବଖରା ଘର; ଅଳ୍ପକେ ବର୍ତ୍ତିଲେ ୪ ପରିବାର October 28, 2024 Papirani ଗ୍ୟାସ ସିଲିଣ୍ଡର ଫାଟି ଭୟାବହ ଅଗ୍ନିକାଣ୍ଡ । ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ଥାନା କମଳାପଦର ଗାଁରେ ଗ୍ୟାସ୍ ସିଲିଣ୍ଡର ଫାଟି ଘଟିଛି ଅଘଟଣ। ଆଜି ଭୋରୁ ୪ଟା ସମୟରେ ଏହି ଅଘଟଣ ଘଟିଛି। ଏହି ଅଗ୍ନିକାଣ୍ଡରେ ୪ଟି ପରିବାରର ୧୦ବଖରା ଘର…
ତାଜା ଖବର ରାଜ୍ୟ ଦାନା ବାତ୍ୟା ଯୋଗୁଁ ହୋଇଛି ବ୍ୟାପକ କ୍ଷୟକ୍ଷତି; ମୁଖ୍ୟମନ୍ତ୍ରୀ କଲେ ସମୀକ୍ଷା October 27, 2024 Nirvay ଆଜି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ ପରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବାତ୍ୟା ଓ ବର୍ଷା ଦ୍ୱାରା ହୋଇଥିବା କ୍ଷୟକ୍ଷତି ସମ୍ପର୍କରେ ସମୀକ୍ଷା କରିଛନ୍ତି ଓ ନଭେମ୍ବର ୨ ତାରିଖ ସୁଦ୍ଧା ରିପୋର୍ଟ ଦେବାକୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ,…
ତାଜା ଖବର ରାଜ୍ୟ ଅକ୍ଟୋବର ୨୯ ତାରିଖରେ ଓଡିଶାରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ October 27, 2024 Nirvay ଓଡ଼ିଶାରେ ଅକ୍ଟୋବର ୨୯ ତାରିଖରେ ଆୟୁଷ୍ମାନ ଭାରତ ଯୋଜନାର ଶୁଭାରମ୍ଭ ହେବାକୁ ଯାଉଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଭିସିରେ ଏ ଯୋଜନାର ଶୁଭାରମ୍ଭ କରିବେ. ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏ ଅବସରରେ ଉପସ୍ଥିତ ରହିବେ । ୭୦ ବର୍ଷରୁ…
ତାଜା ଖବର ରାଜନୀତି ରାଜ୍ୟ ଆକାଶ ମାର୍ଗରୁ ମୁଖ୍ୟମନ୍ତ୍ରୀଙ୍କ ବାତ୍ୟାଞ୍ଚଳ ପରିଦର୍ଶନ October 27, 2024 Nirvay ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଅପରାହ୍ଣରେ ହେଲିକପ୍ଟର ଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳଗୁଡିକ ପରିଦର୍ଶନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆକାଶ ମାର୍ଗରୁ ପାରାଦୀପ, ମହାକାଳପଡା, ରାଜନଗର, ରାଜକନିକା ଓ ଚାନ୍ଦବାଲିର ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ ଅନୁଧ୍ୟାନ କରିଥିଲେ। ଆକାଶ ମାର୍ଗରୁ ପରିଦର୍ଶନ…
ତାଜା ଖବର ରାଜ୍ୟ ପୋଲିସ ପିନ୍ଧିବେ ବଡି କ୍ୟାମେରା October 27, 2024 Papirani ଅମାନିଆଙ୍କୁ ସାବାଡ ପାଇଁ ଆକ୍ସନ ମୋଡରେ କମିଶନରେଟ୍ ପୋଲିସ । ଏଥିପାଇଁ କମିଶନରେଟ୍ ପୋଲିସ ନୂଆ ଯୋଜନା ପ୍ରଣୟନ କରିବାକୁ ଯାଉଛି । ଏଣିକି ପୋଲିସ୍ ପିନ୍ଧିବେ ବଡି କ୍ୟାମେରା । କୌଣସି ରିପୋର୍ଟ ଲେଖିଲା ବେଳେ କିମ୍ବା ରେଜିଷ୍ଟ୍ରେସନ ମେଣ୍ଟେନ୍…
ତାଜା ଖବର ରାଜ୍ୟ ବାତ୍ୟା ପରେ ଏବେ ବର୍ଷାର ସ୍ଥିତି ବଢ଼ିଛି ଚିନ୍ତାର କାରଣ; ଜାଣନ୍ତୁ କେଉଁ ଜିଲ୍ଲାରେ କେତେ ହୋଇଛି ବର୍ଷା October 26, 2024 Papirani ରାଜ୍ୟରେ ବାତ୍ୟା ଦାନାର ତାଣ୍ଡବ ପରେ ଏବେ ଡରାଇଲାଣି ବର୍ଷା। ବାତ୍ୟା ପରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗିରହିଛି। ବାତ୍ୟା ପରେ ଲାଗି ରହିଥିବା ବର୍ଷା ସ୍ଥିତି ଏବେ ଚିନ୍ତା ବଢ଼ାଇଛି । ଲଗାଣ ବର୍ଷା ପ୍ରଭାବରେ ଉତ୍ତର ଓଡିଶାର…
ତାଜା ଖବର ରାଜ୍ୟ ବାତ୍ୟା ପାଇଁ କୃଷିମନ୍ତ୍ରୀଙ୍କ ସମୀକ୍ଷା ବୈଠକ; ସାମ୍ନାକୁ ଆସିଲା ପ୍ରାଥମିକ କ୍ଷୟକ୍ଷତି ରିପୋର୍ଟ October 26, 2024 Papirani ରାଜ୍ୟରୁ ଟଳିଯାଇଛି ବାତ୍ୟା ଦାନାର ପ୍ରକୋପ। କିନ୍ତୁ ଛଡ଼ାଇ ନେଇଛି ଚାଷୀଙ୍କ ଜୀବିକା । ବାତ୍ୟା ଦାନାରେ କେତେ ଫସଲ କ୍ଷୟକ୍ଷତି ହୋଇଛି ସେ ନେଇ କୃଷି ମନ୍ତ୍ରୀ ତଥା ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ସମୀକ୍ଷା କରିଛନ୍ତି ।…