Tag: Odisha

ବାତ୍ୟା ସମୟରେ କାର୍ଯ୍ୟରେ ଅବହେଳା ଓ ଲୋକଙ୍କୁ କଟୁକଥା କହି ନିଲମ୍ବିତ ହେଲେ ୪ ସରକାରୀ କର୍ମଚାରୀ

ବାତ୍ୟା ‘ଦାନା’ ପାଇଁ ରାଜ୍ୟର କିଛି ଅଞ୍ଚଳରେ ଲୋକମାନେ ଭୟଭୀତ ଥିବାବେଳେ ରାଜ୍ୟବାସୀଙ୍କ ସୁରକ୍ଷା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଇଥିଲେ କିନ୍ତୁ ବାତ୍ୟା ସମୟରେ ଲୋକଙ୍କ ସହ କିଛି ସରକାରୀ କର୍ମରୀଙ୍କ ଦୁର୍ବ୍ୟବହାର ନେଇ ଅଭିଯୋଗ ଆସିବା ପରେ…

ପରଲୋକରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ; ଦୁଃଖ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ ମୋହ ମାଝୀ

ଚିରନିଦ୍ରାରେ ଓଡ଼ିଶା ବିଧାନସଭାର ପ୍ରଥମ ବିଧାୟକ ମକରଧ୍ୱଜ ପ୍ରଧାନ । ୧୦୨ ବର୍ଷ ବୟସରେ ଝାରସୁଗୁଡ଼ା ଜିଲ୍ଲା ବାଘମୁଣ୍ଡାସ୍ଥିତ ନିଜ ବାସଭବନରେ ପରଲୋକ ହୋଇଛି।ମକରଧ୍ୱଜ ପ୍ରଧାନ ଦୀର୍ଘ ଦିନ ହେବ ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ହୋଇ ଶଯ୍ୟାଶାୟୀ ଥିଲେ । ଶୁକ୍ରବାର…

ବାତ୍ୟା ରାଜନୀତିରୁ ବାହାରି ପାରୁନାହାନ୍ତି ନବୀନ !

କେନ୍ଦ୍ରାପଡା଼, ଭଦ୍ରକ ଓ ବାଲେଶ୍ଵରର ଲୋକେ ‘ଦାନା’ ବାତ୍ୟାକୁ ନେଇ ଆତଙ୍କିତ ଅବସ୍ଥାରେ ରହିଥିଲେ । କିନ୍ତୁ ପ୍ରଶାସନ ଅତ୍ୟନ୍ତ ତତ୍ପର ହୋଇସାରିଥିଲେ । ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସ୍ଥାନାନ୍ତରଣର ଏକ ବାସ୍ତବ ଚିତ୍ର ସାମ୍ବାଦିକ ସମ୍ମିଳନୀରେ ଦେଇଥିଲେ । ଗୁରୁବାର…

ନିର୍ଭୟରେ ଖବର ପ୍ରକାଶ ପରେ ହଟିଲେ ଆଇପିଏସ୍ ଅଫିସର ସନ୍ତୋଷ ବାଲା

ପଡ଼ିଲା ନିର୍ଭୟ ପ୍ରଭାବ। ଆକ୍ସନ ମୋଡ଼ରେ ସରକାର । ନିଜ ପଦବୀରୁ ହଟିଲେ ଓଡ଼ିଶା ପୋଲିସ ଗୃହ ନିର୍ମାଣ ଓ କଲ୍ଯାଣ ନିଗମ (ଓପିଏଚଡବ୍ଲୁସି )ର ଅଧ୍ଯକ୍ଷ ତଥା ପରିଚାଳନା ନିର୍ଦ୍ଦେଶକ ସନ୍ତୋଷ ବାଲା । ତାଙ୍କ ସ୍ଥାନରେ ବରିଷ୍ଠ ଆଇପିଏସ୍‍…

ରାଜ୍ୟରୁ ଟଳିଲା ବାତ୍ୟା ବିପଦ; ପର୍ଯ୍ୟଟକଙ୍କୁ ପୁରୀ ଆସିବାକୁ ଅନୁରୋଧ କରିଛନ୍ତି ଜିଲ୍ଲାପାଳ

ଓଡିଶା ଉପକୂଳରେ ଗୁରୁବାର ଧାମରା ଓ ଭିତରକନିକା ନିକଟବର୍ତ୍ତୀ ଅଞ୍ଚଳରେ ସ୍ଥଳଭାଗରେ ପ୍ରବେଶ ପରେ ଦୁର୍ବଳ ହୋଇଗଲା ବାତ୍ୟା ‘ଦାନା’। ଏହାରି ମଧ୍ୟରେ ବାତ୍ୟା ଦାନା ପାଇଁ ସୁରକ୍ଷା ଦୃଷ୍ଟିରୁ ପୁରୀକୁ ପର୍ଯ୍ୟଟକମାନଙ୍କୁ ସରକାର ଓ ପ୍ରଶାସନ ପକ୍ଷରୁ ବାରଣ କରାଯାଇଥିଲା।…

ଲ୍ୟାଣ୍ଡଫଲ ପରେ ଦୁର୍ବଳ ହେଲା ବାତ୍ୟା ଦାନା

ଶେଷ ହେଲା ଲ୍ୟାଣ୍ଡଫଲ ପ୍ରକ୍ରିୟା । ଭୀଷଣ ବାତ୍ୟା ରୁ “ବାତ୍ୟା”ରେ ପରିଣତ ହେଲା ଦାନା । ମଧ୍ୟରାତ୍ରୀରେ ଲ୍ୟାଣ୍ଡଫଲ୍‌ କରିଥିଲା ସାମୁଦ୍ରିକ ବାତ୍ୟା ‘ଦାନା’। ସ୍ଥଳଭାଗକୁ ସ୍ପର୍ଶ କରିବା ସହିତ ତାଣ୍ଡବ ଲୀଲା ଆରମ୍ଭ କରିଥିଲା ବାତ୍ୟା। କେନ୍ଦ୍ରାପଡ଼ା ଜିଲ୍ଲା…

ବାତ୍ୟା ଦାନା ପାଇଁ ସ୍ଥାନାନ୍ତର ହୋଇସାରିଲେଣି ୩ ଲକ୍ଷ ୫୦ ହଜାର ଲୋକ: ସୁରେଶ ପୂଜାରୀ

ବାତ୍ୟା ମୁକାବିଲା ପ୍ରସ୍ତୁତି ଓ ଲୋକଙ୍କ ସୁରକ୍ଷା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା ଦେଇ କହିଛନ୍ତି ବାତ୍ୟା ଦାନା ପାଇଁ ପ୍ରଭାବିତ ହେବ ୧୧ଟି ଜିଲ୍ଲା। ସବୁଠୁ ଅଧିକ ବାଲେଶ୍ବର, ଭଦ୍ରକ ଏବଂ କେନ୍ଦ୍ରାପଡ଼ା ବେଶୀ ପ୍ରଭାବିତ ହେବ…

ଭୁବନେଶ୍ୱର ଓ ଝାରସୁଗୁଡ଼ା ବିମାନ ବନ୍ଦରରେ ବୋମା ଗୁଜବ

ଭୁବନେଶ୍ବର ବିମାନ ବନ୍ଦରରେ ବୋମା ଆତଙ୍କ । ବିଗତ କିଛି ଦିନ ହେଲା ବାରମ୍ବାର ବିଭିନ୍ନ ଭାରତୀୟ ବିମାନ ବନ୍ଦରକୁ ଆସୁଛି ଫେକ୍ କଲ । ପ୍ରଭାବିତ ହେଉଛି ସାରା ଦେଶର ବିମାନ ସେବା । ଅଧିକାଂଶ ବିମାନ ବନ୍ଦରକୁ ବୋମା…

ବାତ୍ୟା ମୁକାବିଲା ନେଇ ପ୍ରଶାସନର ପ୍ରସ୍ତୁତି ; ୩ ଲକ୍ଷ ଲୋକ ହୋଇଛନ୍ତି ସ୍ଥାନାନ୍ତର: ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନରେ ବାତ୍ୟା ମୁକାବିଲାର ସମୀକ୍ଷା ବୈଠକ ପରେ ଗଣମାଧ୍ୟମକୁ ସୂଚନା ଦେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି ବାତ୍ୟାର ପ୍ରଭାବିତ ଅଞ୍ଚଳରେ ପାଖାପାଖି ୩ଲକ୍ଷ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତରିତ କରାଯାଇଛି। ୧୧ ଜିଲ୍ଲାର ୩୮ ବ୍ଲକ…

ସୃଷ୍ଟି ହେବନି ବାତ୍ୟାର ଆଖି: ମୃତ୍ୟୁଞ୍ଜୟ ମହାପାତ୍ର

ମାଡ଼ି ଆସୁଥିବା ଭୀଷଣ ବାତ୍ୟା ଦାନା ଆଖି ସୃଷ୍ଟି ହୋଇନି କି ହେବନି ବୋଲି ସୂଚନା ଦେଇଛନ୍ତି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ସେ କହିଛନ୍ତି ବଡ଼ ବାତ୍ୟା ହେଲେ ଏହାର ଆଖି ସୃଷ୍ଟି ହୋଇଥାଏ। କିନ୍ତୁ ବାତ୍ୟା ଦାନା…