Tag: Odisha

ଦଶହରା ଭସାଣି ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ନବୀନଙ୍କ ଦୃଢ଼ ନିନ୍ଦା

ଶୁକ୍ରବାର ଦିନ ବିଳମ୍ବିତ ରାତିରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ସମୟରେ କଟକରେ ଘଟିଥିବା ଗୋଷ୍ଠୀ ସଂଘର୍ଷକୁ ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ଦୃଢ଼ ନିନ୍ଦା କରିଛନ୍ତି । ଭାଇଚାରାର ସହର କଟକରେ ଏପରି ଅପ୍ରୀତିକର…

କଟକରେ ଭସାଣି ବେଳେ ଗୋଷ୍ଠୀ ସଂଘର୍ଷ; ଡିସିପିଙ୍କ ସମେତ ୬ ଆହତ

ଶୁକ୍ରବାର ଦିନ ବିଳମ୍ବିତ ରାତିରେ କଟକରେ ମା’ ଦୁର୍ଗାଙ୍କ ଭସାଣି ଶୋଭାଯାତ୍ରା ଚାଲିଥିବା ବେଳେ ଦୁଇ ଗୋଷ୍ଠୀ ମଧ୍ୟରେ ହୋଇଥିବା ସଂଘର୍ଷରେ ଡିସିପି ଋଷିକେଷ ଖିଲାରୀ ଙ୍କ ସମେତ ୬ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି । ସୂଚନା…

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡିର ପ୍ରୟାସ

ସୋସିଆଲ ମିଡ଼ିଆ ସଜାଡ଼ିବାକୁ ବିଜେଡି ଏବେ ଜୋରଦାର ଚେଷ୍ଟା ଚଳାଇଛି । ୨୦୨୪ ନିର୍ବାଚନ ହାରିବାକୁ ଦଳ କି ଦଳୀୟ ନେତା ସହଜରେ ଗ୍ରହଣ କରିପାରୁନାହାନ୍ତି । ଗତ ସାଧାରଣ ନିର୍ବାଚନରେ ନିର୍ବାଚନ ବୈତରଣୀ ପାର ହେବାକୁ ସୋସିଆଲ ମିଡ଼ିଆର ବହୁଳ…

ଗଜପତି ଭୂସ୍ଖଳନରେ ୨ ମୃତ, ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦୁଇ ଦିନ ଧରି ଲଗାଣ ବର୍ଷାରେ ଗଜପତି ଜିଲ୍ଲାରେ ବ୍ୟାପକ କ୍ଷୟକ୍ଷତି ଘଟିଥିବାବେଳେ ପ୍ରବଳ ବର୍ଷା ଯୋଗୁଁ ଭୂସ୍ଖଳନ ହୋଇ ୨ ଜଣ ପ୍ରାଣ ହରାଇଛନ୍ତି । ଏହି ଦୁଃଖଦ ଦୁର୍ଘଟଣାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗଭୀର ଦୁଃଖ ପ୍ରକାଶ…

ହୀରାକୁଦ ଜଳଭଣ୍ଡାରରେ ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ

କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓଡ଼ିଶା ସରକାରଙ୍କ ପକ୍ଷରୁ ହୀରାକୁଦ ଜଳଭଣ୍ଡାରରେ ପଞ୍ଜୁରୀ ସ୍ଥାପନ କରି ମାଛ ଚାଷ କରାଯିବାର ଆଧୁନିକ ପ୍ରଣାଳି ‘ପଞ୍ଜୁରୀ ମାଛ ଚାଷ ସାଧାରଣ ସୁବିଧା କେନ୍ଦ୍ର’ ର ଉଦଘାଟନ କରିଛନ୍ତି । ପ୍ରାୟ ୭କୋଟି…

ପୋଲିସ ଏସ୍ଆଇ ପରୀକ୍ଷାରେ ଜାଲିଆତି ଘଟଣା; ବିଜେପିର ସମ୍ପୃକ୍ତି ଅଭିଯୋଗର ପ୍ରମାଣ ରଖିଲା ବିଜେଡି

ପୋଲିସ ସବ୍ଇନ୍ସପେକ୍ଟର ନିଯୁକ୍ତି ପାଇଁ ହେବାକୁ ଥିବା ଲିଖିତ ପରୀକ୍ଷାରେ ଜାଲିଆତି ମାମଲାରେ ସମ୍ପୃକ୍ତ ମୁଖ୍ୟ ଅଭିଯୁକ୍ତ ଶଙ୍କର ପୃଷ୍ଟିର ପୋଲ୍ ଖୋଲିଲା ବିଜେଡି । ଆଜି ସାମ୍ୱାଦିକ ସମ୍ମିଳନୀରେ ପ୍ରଶ୍ନପତ୍ର ମାମଲାରେ ବିଜେପି ସରକାରକୁ ଟାର୍ଗେଟ କରିଛି ବିଜେଡି ।…

ବ୍ୟୋମକେଶ ରାୟଙ୍କୁ ଘେରିଲେ ସାଧାରଣ ଜନତା

ଦୁର୍ଗା ମେଢ଼ ଦେଖିବାକୁ ଆସି ହରଡ଼ଘଣାରେ ପଡ଼ିଲେ ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ । ନିଜ ନିର୍ବାଚନ ମଣ୍ଡଳୀରେ ଦୁର୍ଗାପୂଜା ମଣ୍ଡପ ବୁଲୁଥିବା ବେଳେ ଭଦ୍ରକ ଜିଲ୍ଲା ଚାନ୍ଦବାଲି ନିର୍ବାଚନ ମଣ୍ଡଳୀ ଖେରଙ୍ଗ ପଞ୍ଚାୟତର ଲୋକ ‘ଭତ୍ତା ଚୋର’ କହି ଶ୍ରୀ…

ଆଗାମୀ ୧୨ ଘଣ୍ଟାରେ ଆରବ ସାଗରରେ ବାତ୍ୟା ସମ୍ଭାବନା

ଆରବ ସାଗରରେ ବାତ୍ୟା ସମ୍ଭାବନା । ୨୪ ଘଣ୍ଟାରେ ଘନୀଭୂତ ହୋଇ ଗୋଟିଏ ଭୀଷଣ ବାତ୍ୟା ରୂପ ନେଇପାରେ। କିନ୍ତୁ ଓଡ଼ିଶା ଉପରେ ବାତ୍ୟାର କୌଣସି ପ୍ରଭାବ ରହିବ ନାହିଁ ସୂଚନା ଦେଇଛନ୍ତି ପାଣିପାଗ ବିଭାଗ। ଉତ୍ତର ଆରବ ସାଗରରେ ସୃଷ୍ଟ…

ଏସ୍‌ଆଇ ପରୀକ୍ଷା ବିଭ୍ରାଟ: ବିଜେଡି, ବିଜେପି ମୁହାଁମୁହିଁ

ପୋଲିସ ଏସ୍ଆଇ ପରୀକ୍ଷା ଜାଲିଆତି ମାମଲାରେ ରାଜ୍ୟ ରାଜନୀତି ତୀବ୍ର ହୋଇଛି । ଏହାକୁ ନେଇ ମୁହାଁମୁହିଁ ହୋଇଛନ୍ତି ବିଜେଡି, ବିଜେପି । ଗୋଟିଏ ପଟେ କ୍ରାଇମବ୍ରାଞ୍ଚ ବଦଳରେ ସିବିଆଇ ତଦନ୍ତ କରିବାକୁ ବିଜେଡ଼ି ଦାବି କରିଥିବା ବେଳେ ଅପର ପକ୍ଷେ…

ଆଜି ପବିତ୍ର ବିଜୟା ଦଶମୀ; ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ 

ଆଜି ପବିତ୍ର ବିଜୟା ଦଶମୀ । ଆଜି ଶାରଦୀୟ ଦୁର୍ଗାପୂଜାର ଶେଷ ଦିନ । ଆଜି ମଣ୍ତପରେ ମହିଷା ମର୍ଦ୍ଦିନୀଙ୍କ ସ୍ୱତନ୍ତ୍ର ନୀତିକାନ୍ତି । ସ୍ୱତନ୍ତ୍ର ତନ୍ତ୍ର, ମନ୍ତ୍ର, ଚଣ୍ତିପାଠରେ ଫାଟି ପଡୁଛି ପୁରପଲ୍ଲୀ । ମାଆଙ୍କୁ ଦର୍ଶନ ପାଇଁ ଲାଗି…