Tag: Odisha

ପୂର୍ବତନ ରାଜ୍ୟପାଳଙ୍କୁ ହସ୍ପିଟାଲରେ ଭେଟିଲେ ମୁଖ୍ୟମନ୍ତ୍ରୀ: ଆଶୁ ଆରୋଗ୍ୟ କାମନା କଲେ

ଅସୁସ୍ଥତା ଯୋଗୁଁ ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ଆନ୍ଧ୍ର ପ୍ରଦେଶ ଓ ଛତିଶଗଡର ପୂର୍ବତନ ରାଜ୍ୟପାଳ ତଥା ବରିଷ୍ଠ ନେତା ବିଶ୍ବଭୂଷଣ ହରିଚନ୍ଦନ। ତେବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ତାଙ୍କୁ ହସ୍ପିଟାଲରେ ଭେଟି ଆଶୁ ଆରୋଗ୍ୟ…

ସୁଭଦ୍ରା ଯୋଜନା ନେଇ ବିଜେଡିକୁ ବିଜେପିର କଡ଼ା ଜବାବ

ସୁଭଦ୍ରା ଯୋଜନା ନେଇ ବିଜେଡ଼ିକୁ କଡା ଜବାବ ଦେଇଛନ୍ତି ବିଜେପି ମୁଖପାତ୍ର ବିରଞ୍ଚି ତ୍ରିପାଠୀ। ସୁଭଦ୍ରା ନାଁରେ ବିଜେପିର ଓଡ଼ିଶାର ମହିଳାଙ୍କୁ ଭଣ୍ଡାଇବା ସହ ତାଙ୍କ ଭାବାବେଗ ସହ ଖେଳୁଛି ଓ କିସ୍ତି ଆକାରରେ ଏତେ କମ ଟଙ୍କା ମିଳୁଥିବାରୁ ଏଥିରେ…

ଗତ ୧୦ ବର୍ଷରେ ଓଡ଼ିଶାର ବିକାଶକୁ କେନ୍ଦ୍ର ଅଗ୍ରାଧିକାର ନୁହେଁ, ଅବହେଳା କରିଛନ୍ତି: ବିଜେଡି

ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜୁ ଜନତା ଦଳର ବରିଷ୍ଠ ନେତା ଓ ପୂର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ସଞ୍ଜୟ ଦାସବର୍ମା ଓ ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ସ୍ନେହାଙ୍ଗିନୀ ଛୁରିଆ ଜନତା ମଇଦାନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ…

ପ୍ରଧାନମନ୍ତ୍ରୀଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ ଉପଲକ୍ଷେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚିଠି ଲେଖି ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାବାସୀଙ୍କ ତରଫରୁ ମୁଖ୍ୟମନ୍ତ୍ରୀ ଶୁଭେଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଆହୁରି ଲେଖିଛନ୍ତି, ଆପଣଙ୍କ ଦୁରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ଦେଶ ଆଜି ବିକଶିତ…

ସୁଭଦ୍ରା ଯୋଜନାରେ ୧ ଟଙ୍କା ଯାଇନଥିଲେ ଆବେଦନ ବିଚାରାଧୀନ

ସୁଭଦ୍ରା ଯୋଜନା ନେଇ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। କାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଜନ୍ମଦିନରେ ଓଡିଶା ଆସିବାକୁ ଥିବା ବେଳେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବେ। ସୁଭଦ୍ରା ଯୋଜନାରେ ପ୍ରାରମ୍ଭିକ ପର୍ଯ୍ୟାୟରେ ପ୍ରଥମ କିସ୍ତି ଦିଆଯିବ।…

ଓଡ଼ିଶାର ଇତିହାସକୁ ବିକୃତ କରିବାକୁ ଉଦ୍ୟମ କରୁଛି ବିଜେପି: ବିଜେଡି

ରେଭେନ୍ସାର ନାଁ ପରିବର୍ତ୍ତନ ପ୍ରସଙ୍ଗ ନେଇ ଆଜି ଶଙ୍ଖ ଭବନରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ବିଜେପି ଉପରେ ବର୍ଷିଛନ୍ତି ବିଜେଡି ମୁଖପାତ୍ର ଡଃ ଲେନିନ୍ ମହାନ୍ତି । ଇତିହାସକୁ ବିକୃତ କରିବା ପାଇଁ ବିଜେପି ସରକାର ଉଦ୍ୟମ ଜାରି ରଖିଛନ୍ତି।…

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ରକୁ ଚିଠି ଲେଖିବାକୁ ବିଜେଡିର ଆହ୍ୱାନ

ପଶ୍ଚିମ ଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ପାଇଁ ପ୍ରସ୍ତାବ ରଖାଯାଇଥିଲା। ହେଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପାଇଁ ଏହା ସମ୍ଭବ ହେବ କି ନାହିଁ ବିଜେଡି ପ୍ରଶ୍ନ ଉଠାଇଛି ବୋଲି ସସ୍ମିତ ପାତ୍ର ଏକ ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି। ହାଇକୋର୍ଟ…

ନବୀନ ବାବୁ ବାସ୍ତବରେ ‘ସାଧୁ ନା ବେଇମାନ’ ସସ୍ମିତ ପାତ୍ର ସ୍ପଷ୍ଟ କରନ୍ତୁ: ମନୋଜ ମହାପାତ୍ର

ଏକଦା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କୁ ଆକ୍ଷେପ କରି “ବେଇମାନ ଲିଗାସି ଇନ୍ ନବୀନ ପଟ୍ଟନାୟକଏସ୍ ବିଜେଡି” ବୋଲି କହିଥିବା ବିଜେଡି ସାଂସଦ ତଥା ମୁଖପାତ୍ର ସସ୍ମିତ ପାତ୍ରଙ୍କ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ପ୍ରତି ଟିପ୍ପଣୀ…

ଗୋ ମାଂସ ରାନ୍ଧିବା ଘଟଣାରେ ୭ ଛାତ୍ର ବହିଷ୍କୃତ

ପାରଳା ମହାରାଜା ଇଞ୍ଜିନୟରିଂ କଲେଜରେ ଗୋ ମାଂସ ରାନ୍ଧିବା ଘଟଣାରେ ୭ ଜଣଙ୍କୁ କଲେଜ ଅଧ୍ୟକ୍ଷ ବହିଷ୍କାର କରିଛନ୍ତି। ଗତ ୧୧ ତାରିଖରେ ଛାତ୍ର ଗୋ ମାଂସ ରାନ୍ଧିଥିଲେ। କିଛି ଛାତ୍ରଙ୍କୁ ଗୋ ମାଂସ ଖାଇବାକୁ ଦେବାରୁ ଘଟଣା ସାମ୍ନାକୁ ଆସିଥିଲା।…

ମୋଦିଙ୍କ ସୁରକ୍ଷାରେ ୮୧ ପ୍ଲାଟୁନ୍‌ ଫୋର୍ସ

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ଭୁବନେଶ୍ବରରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷା ପାଇଁ ୮୧ ପ୍ଲାଟୁନ୍‌ ଫୋର୍ସ ମୁତୟନ ହେବେ। ଏ ନେଇ ପୋଲିସ କମିଶନର ସଞ୍ଜୀବ ପଣ୍ଡା ସୂଚନା ଦେଇଛନ୍ତି। ୧୧…