Tag: Odisha

ନବୀନଙ୍କୁ ଭେଟି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନବୀନ ନିବାସ ଠାରେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଆଜି ସାକ୍ଷାତ କରି ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଡିହାଇଡ୍ରେସନ୍ ସମ୍ବନ୍ଧୀୟ ଚିକିତ୍ସା ପରେ ନବୀନ ପଟ୍ଟନାୟକ ଡାକ୍ତରଖାନାରୁ ସିଡଚାର୍ଜ ହେବା ପରେ ମୁଖ୍ୟମନ୍ତ୍ରୀ…

ସାର ଅଭାବ ପ୍ରତିବାଦରେ ଏନ୍‌ଏଚ୍‌ ଅବରୋଧ କଲେ ଚାଷୀ

ମାଲକାନଗିରି ଜିଲ୍ଲାରେ ସାରର ଅଭାବକୁ ନେଇ ଶନିବାର ଦିନ ଶତାଧିକ ଚାଷୀ ସମବାୟ ବିଭାଗ ନିକଟରେ ଚାଷୀ ଏନ୍‌ଏଚ୍‌ ଅବରୋଧ କରିଛନ୍ତି । ଚାଷୀ ବାରମ୍ବାର ଦାବି କଲେବି କୌଣସି ସୁଫଳ ନମିଳିବାରୁ ଶେଷରେ ବାଧ୍ୟହୋଇ ଚାଷୀମାନେ ରାଜରାସ୍ତାକୁ ଓହ୍ଲାଇଛନ୍ତି ।…

ଆସନ୍ତା ୨୭ ତାରିଖ ଯାଏଁ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଯୋଗୁଁ ଅଗଷ୍ଟ ୨୭ ପର୍ଯ୍ୟନ୍ତ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ…

ଅଗଷ୍ଟ ୨୯ କୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର

ନୂଆଖାଇ ପରଦିନ ଅର୍ଥାତ୍‍ ଅଗଷ୍ଟ ୨୯ ତାରିଖରେ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ଶୁକ୍ରବାର ରାଜ୍ୟର ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ ଏ ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି କରାଯାଇଛି । ଆସନ୍ତା ୨୮…

ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଆଲୋଚନା

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ହସ୍ପିଟାଲରୁ ଡିସଚାର୍ଜ ହୋଇ ଫେରିବା ପରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ବୁଝିବାକୁ ନବୀନ ନିବାସରେ ପହଞ୍ଚିଛନ୍ତି ବଡ଼ଭାଇ ପ୍ରେମ ପଟ୍ଟନାୟକ । ତେବେ ଆଜି ନବୀନ ନିବାସରେ ନବୀନଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ…

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍

ଆସନ୍ତାକାଲି ପୁଣି ଖୋଲିବ ହୀରାକୁଦ ଜଳଭଣ୍ଡାର ଗେଟ୍ । ଜଳଭଣ୍ଡାରରେ ଜଳସ୍ତର ବଢୁଥିବାରୁ ଗେଟ୍ ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି କର୍ତ୍ତୃପକ୍ଷ । ଏନେଇ ହୀରାକୁଦ ଜଳଭଣ୍ଡାର ମୁଖ୍ୟ ଯନ୍ତ୍ରୀ ସୁଶୀଲ କୁମାର ବେହେରା ସୂଚନା ଦେଇଛନ୍ତି । ଉପର ମୁଣ୍ଡରେ ପ୍ରବଳ…

ଦ୍ଵିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା; ରାତି ସାରା ସ୍କୁଲ ଝରକାରେ ଝୁଲି ରହିଲେ ଛାତ୍ରୀ

ଦ୍ୱିତୀୟ ଶ୍ରେଣୀ ଛାତ୍ରୀଙ୍କୁ ଶ୍ରେଣୀ ଗୃହରେ ତାଲା ପକାଇଦେଲେ ସ୍କୁଲ କର୍ତ୍ତୁପକ୍ଷ । ରାତି ସାରା ବିପଦପୂର୍ଣ୍ଣ ଅବସ୍ଥାରେ ଶ୍ରେଣୀ ଗୃହର ଝରକାରେ ଝୁଲି ରହିଲା କୁନି ଝିଅ । ଏଭଳି ଘଟଣା ଘଟିଛି କେନ୍ଦୁଝର ଜିଲ୍ଲା ଅଞ୍ଜର ସରକାରୀ ଉଚ୍ଚ…

ରାଜଧାନୀରେ ବିଏମସି କରିବ କୁକୁର ଗଣନା; କାନରେ ଲାଗିବ ଟ୍ୟାଗ୍

ରାଜଧାନୀରେ ବିଏମସି କରିବ କୁକୁର ଗଣନା। ଉଭୟ ବୁଲା କୁକୁର ଓ ପୋଷା କୁକୁରଙ୍କର ହେବ ଗଣନା। ଏପରିକି କୁକୁରଙ୍କ କାନରେ ଲାଗିବ ଟ୍ୟାଗ। ରାଜଧାନୀରେ ଥିବା ସମସ୍ତ କୁକୁରଙ୍କ ତଥ୍ୟ BMC ପାଖରେ ରହିବ। ଏନେଇ ଆଜି ସୂଚନା ଦେଇଛନ୍ତି…

ଓଳାଶୁଣୀ ଭୋଜି, ଶଙ୍ଖରେ ଭାଳେଣି

ଓଳାଶୁଣୀ ଯାଜପୁର ଜିଲ୍ଲାର । ଗୋବରୀ ନଦୀ କୂଳରେ ଓଳାଶୁଣୀ ଗୁମ୍ଫା । ମନ୍ଦିର ବି ଅଛି । ସାଧୂ ଅରକ୍ଷିତ ଦାସଙ୍କ ସମାଧିପୀଠ ପାହାଡ ଉପରେ । ଏଇଠି ଅରକ୍ଷିତ ଦାସ ଲେଖୁଥିଲେ ମୋହିମା ମଣ୍ଡଳ ଗୀତା। ଶୂନ୍ୟ ବ୍ରହ୍ମର…

ଆଇପିଏସ ଓ ଓପିଏସ୍ ସ୍ତରରେ ହେଲା ବଡ ଧରଣର ଅଦଳବଦଳ

ଆଜି ଆଇପିଏସ ସ୍ତରରେ ବଡ ଧରଣର ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ସେହି ଅନୁସାରେ ଆଜି ୧୮ ଜଣଙ୍କ ବଦଳି କରାଯାଇଛି। ସେମାନଙ୍କ ମଧ୍ୟରେ ସାତଟି ଜିଲ୍ଲାର ଏସପି ମଧ୍ୟ ବଦଳି ହୋଇଛନ୍ତି। ସନ୍ତୋଷ ବାଲା ହେଲେ ନିର୍ଦ୍ଦେଶକ, ଏସଏଫଏସଏଲ ।…