Tag: Odisha

Odisha Floods Alert: ବନ୍ୟାରେ ୪ ଜଣଙ୍କର ମୃତ୍ୟୁ ସହ ରାଜ୍ୟର ୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ : SRC

ଲଗାଣ ବର୍ଷାରେ ଉବୁଟୁବୁ ଓଡ଼ିଶା। ବାଲେଶ୍ୱର ଠାରୁ ଆରମ୍ଭ କରି ଭଦ୍ରକ, ମୟୁରଭଞ୍ଜ, କେନ୍ଦୁଝରରେ ଜଳ ବିଭୀଷିକା ଦେଖିବାକୁ ମିଳିଛି । ବନ୍ୟାରେ ରାଜ୍ୟର ୬ ଜିଲ୍ଲାର ୪୪ ବ୍ଲକ ପ୍ରଭାବିତ ହୋଇଛି। ଏନେଇ ରାଜ୍ୟ ସ୍ୱତନ୍ତ୍ର ରିଲିଫ୍ କମିସନର (SRC)ଙ୍କ…

Odisha CM Begins 4-Day Delhi Visit: ୪ ଦିନିଆ ଦିଲ୍ଲୀ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୪ ଦିନିଆ ଦିଲ୍ଲୀ ଗସ୍ତରେ ଗଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ସକାଳରେ ଭୁବନେଶ୍ୱର ବିମାନବନ୍ଦରରୁ ଦିଲ୍ଲୀ ଅଭିମୁଖେ ଯାତ୍ରା କରିଛନ୍ତି ମୁଖ୍ୟମନ୍ତ୍ରୀ । ସରକାରୀ ସୂତ୍ର ଅନୁଯାୟୀ, ମୁଖ୍ୟମନ୍ତ୍ରୀଙ୍କ ତାଙ୍କର ନିର୍ଦ୍ଧାରିତ ସରକାରୀ କାର୍ଯ୍ୟକ୍ରମରେ ଦିଲ୍ଲୀ ଗସ୍ତ କରିଥିବା ସୂଚନା…

Share Market Education in Odisha: କଲେଜ ଛାତ୍ରଛାତ୍ରୀ ପଢ଼ିବେ ସେୟାର ମାର୍କେଟ୍‌ ପାଠ

ଏଣିକି କଲେଜ ଛାତ୍ରଛାତ୍ରୀଙ୍କୁ ମାଗଣାରେ ପଢ଼ାଯିବ ସେୟାର୍ ମାର୍କେଟ୍ ପାଠ । ମାଗଣାରେ ମିଳିବ ମ୍ୟୁଚୁଆଲ ଫଣ୍ଡ, ଇନ୍ୟୁରାନ୍ସ ଓ ଆର୍ଥିକ କାରବାରର ତାଲିମ । ଆର୍ଥିକ ସାକ୍ଷରତା ଏବଂ ଚାକିରି ସମ୍ଭାବନାକୁ ବୃଦ୍ଧି କରିବା ପାଇଁ ଓଡ଼ିଶା କଲେଜ ଛାତ୍ରଛାତ୍ରୀମାନଙ୍କ…

Swami Laxmanananda Saraswati Book Released: ସ୍ୱାମୀ ଲକ୍ଷ୍ମଣାନନ୍ଦଙ୍କ ଉପରେ ଲିଖିତ ପୁସ୍ତକ ଉନ୍ମୋଚନ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଆଜି ସ୍ଥାନୀୟ ରେଳ ଅଡିଟୋରିଅମ ଠାରେ ଆୟୋଜିତ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀଙ୍କ ଉପରେ ରଚିତ ‘ବେଦାନ୍ତ କେଶରୀ ସ୍ୱାମୀ ଲକ୍ଷ୍ମଣାନନ୍ଦ ସରସ୍ୱତୀ: କୃତି ଓ ବ୍ୟକ୍ତିତ୍ୱ’ ପୁସ୍ତକର ଉନ୍ମୋଚନ ସମାରୋହରେ ଯୋଗ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଏହି ଅବସରରେ…

Banakalagi Niti: ଆସନ୍ତାକାଲି ଶ୍ରୀମନ୍ଦିରରେ ବନକଲାଗି ନୀତି; ୫ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ଆସନ୍ତାକାଲି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହି ସ୍ୱତନ୍ତ୍ର ନୀତି ଯୋଗୁଁ ୫ ଘଣ୍ଟା ପାଇଁ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ସନ୍ଧ୍ୟା ୬ଟାରୁ ରାତି ୧୧ଟା ଯାଏଁ ବନ୍ଦ ରହିବ ସାଧାରଣ ଦର୍ଶନ । ଦ୍ୱିତୀୟ ଭୋଗମଣ୍ଡପ…

Indian Idol 16 winner Jyotirmayee: ଇଣ୍ଡିଆନ୍ ଆଇଡଲ୍ ବିଜେତା ଜ୍ୟୋତିର୍ମୟୀଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଚଳିତ ବର୍ଷର ଇଣ୍ଡିଆନ୍ ଆଇଡଲ୍- ସିଜିନ୍ ୧୬ର ବିଜେତା ଜ୍ୟୋତିର୍ମୟୀ ନାୟକଙ୍କୁ ଆଜି ତାଙ୍କ ସରକାରୀ ବାସଭବନରେ ସମ୍ବର୍ଦ୍ଧିତ କରିଛନ୍ତି। ଏଥି ସହିତ ଜ୍ୟୋତିର୍ମୟୀଙ୍କ ଅସାଧାରଣ କୃତିତ୍ୱ ପାଇଁ ମୁଖ୍ୟମନ୍ତ୍ରୀ ୫ ଲକ୍ଷ ଟଙ୍କାର ପୁରସ୍କାର…

Cuttack Flood Alert: ବଢୁଛି ମହାନଦୀ ଜଳସ୍ତର: କଟକଣା ଜାରି କଲେ ଜିଲ୍ଲାପାଳ

ବଢୁଛି ମହାନଦୀ ଜଳସ୍ତର । ଉପର ଜଳଭଣ୍ଡାରରେ ପ୍ରବଳ ବର୍ଷା ଯୋଗୁଁ ମୁଣ୍ଡଳି ବ୍ୟାରେଜରେ ଜଳସ୍ତର ଦ୍ରୁତ ଗତିରେ ବୃଦ୍ଧି ପାଉଥିବାରୁ, ଆସନ୍ତାକାଲି ରାତି ସୁଦ୍ଧା ନଦୀ ଏହାର ସର୍ବୋଚ୍ଚ ସ୍ତରକୁ ପହଞ୍ଚିପାରେ ବୋଲି ଜଣାପଡ଼ିଛି । ମହାନଦୀରେ ବନ୍ୟା ଜଳ…