Tag: Odisha

ରେଭେନ୍ସା ପ୍ରସଙ୍ଗ; ଦଳୀୟ ନେତାଙ୍କ ବିରୋଧରେ ମିଥ୍ୟା ଏତଲାକୁ ନିନ୍ଦା କଲା ବିଜେଡି

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ହୋଇଥିବା ବିକ୍ଷୋଭକୁ ନେଇ ଦଳର ସମ୍ମାନିତ ନେତା ବ୍ୟୋମକେଶ ରାୟ, ବିଧାୟକ ଡ. ଲେନିନ ମହାନ୍ତି ଓ ଛାତ୍ର ନେତା ଆକ୍ରମ ଖାଁଙ୍କ ବିରୋଧରେ କରାଯାଇଥିବା ଏତଲା ସମ୍ପୂର୍ଣ୍ଣ ମିଥ୍ୟା ଓ ଭିତ୍ତିହୀନ ବୋଲି ବିଜୁ ଜନତା ଦଳ…

‘ନିନାଦ’; ଦିବ୍ୟାଙ୍ଗଙ୍କ ପାଇଁ ସୁଯୋଗ ସୃଷ୍ଟି କରିବା ଆମ ସମାଜର ଦାୟିତ୍ବ

ଦିବ୍ୟାଙ୍ଗମାନେ ଆମଠାରୁ ଅଧିକ କରି ଦେଖାଉଛନ୍ତି। ଭଗବାନଙ୍କର ସେମାନଙ୍କ ଉପରେ ସ୍ବତନ୍ତ୍ର ଆଶୀର୍ବାଦ ରହିଛି ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ବିଭାଗ ଦ୍ବାରା ଆୟୋଜିତ ଭିନ୍ନକ୍ଷମ କଳାକାରଙ୍କ ଦ୍ବାରା ପରିବେଶିତ ସଂଗୀତ…

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ କାର୍ଯ୍ୟାନୁଷ୍ଠାନ

ସୁଭଦ୍ରା ଯୋଜନା ଆବେଦନ ପ୍ରକ୍ରିୟାରେ ଅନିୟମିତତା ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ । ହିତାଧିକାରୀମାନେ ଅଙ୍ଗନବାଡି କେନ୍ଦ୍ର, ମୋ ସେବା କେନ୍ଦ ଓ ଜନସେବା କେନ୍ଦ୍ରରୁ ମାଗଣାରେ ଏହି ଫର୍ମ ପାଇପାରିବେ। ହେଲେ ଏହି ନିୟମର ଉଲ୍ଲଙ୍ଘନ ହୋଇଥିବା ଜଣାପଡିଛି। ସୁଭଦ୍ରା…

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ଢାଞ୍ଚା ପରିବର୍ତ୍ତନ କରିବାକୁ ବିଜେପି ବଦ୍ଧପରିକର

ଓଡ଼ିଶାରେ ସମବାୟ ବ୍ୟବସ୍ଥାର ସ୍ଥିତି ଅତ୍ୟନ୍ତ ଦୟନୀୟ। ଗତ ସରକାର ସମୟରେ ସମବାୟ ସ୍ଥିତି ଧ୍ୱଂସସ୍ତୁପରେ ପରିଣତ ହୋଇଛି । ସମବାୟ ଅର୍ଥକୁ କଦର୍ଥ କରି ସେତେବେଳେ ବିଜୁ ଜନତା ଦଳ ସମବାୟକୁ ଏକ ଥଇଥାନର କେନ୍ଦ୍ର ରୂପରେ ପରିଣତ କରିଥିଲେ…

ୱାକଫ ବିଲ୍ କୁ ବିଜେଡି କରିବ ବିରୋଧ: ନବୀନ ପଟ୍ଟନାୟକ 

ଏ ଦେଶ ଆମର ଏ ମାଟି ଆମର। ଏ ଭାବନା ନେଇ ଆମର ପ୍ରିୟ ଭାରତ ତଥା ପ୍ରିୟ ଓଡିଶା ର ଗୌରବ ବୃଦ୍ଧି ପାଇଁ କାମ କରିବାକୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ସଂଖ୍ୟଲଘୁ ଭାଇ ଭଉଣୀ ମାନଙ୍କୁ ଆହ୍ୱାନ…

୫-ଟି ସ୍ମାର୍ଟ ସ୍କୁଲ କିଛି ସଫଳତା ଦେଇନି: ମୁଖ୍ୟମନ୍ତ୍ରୀ ମୋହନ ମାଝୀ

୨୪ ବର୍ଷ ରହିଥିବା ପୂର୍ବ ସରକାର ୫-ଟି ନାଁ ରେ ଲକ୍ଷ ଲକ୍ଷ ଟଙ୍କା ଖର୍ଚ୍ଚ କରିଥିଲେ ମଧ୍ୟ ପୂର୍ବରୁ ୫-ଟି ନାଁ ରେ ଯେଉଁ ସ୍ମାର୍ଟ ସ୍କୁଲ କରାଯାଇଥିଲା ସେଥିରେ କୌଣସି ସଫଳତା ମିଳିନି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ…

ଶବ ବ୍ୟବଚ୍ଛେଦ ଗୃହରେ ଡାକ୍ତରଙ୍କୁ ଆକ୍ରମଣ!

କୋରାପୁଟ ନନ୍ଦପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଡାକ୍ତରଙ୍କୁ ଆକ୍ରମଣ । ମୃତ ମହିଳାଙ୍କ ଶବ ବ୍ୟବଚ୍ଛେଦକୁ ବିରୋଧ କରି ଡାକ୍ତରସନ୍ଦୀପ ପଣ୍ଡାଙ୍କୁ ଆକ୍ରମଣ । ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରିବା ସହ ୧୦ ଜଣଙ୍କୁ ଅଟକ ରଖିଲା…

ଶିକ୍ଷକମାନେ ଭବିଷ୍ୟତ ସମାଜର ମାର୍ଗଦର୍ଶକ- ମୁଖ୍ୟମନ୍ତ୍ରୀ

ଆଜି ଲୋକସେବା ଭବନ କନ୍ଭେନ୍ସନ୍ ସେଣ୍ଟରଠାରେ ରାଜ୍ୟସ୍ତରୀୟ ଗୁରୁଦିବସ ଉତ୍ସବ ଏବଂ ବିଦ୍ୟାର୍ଥୀ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଗୁରୁ କେବଳ ବିଦ୍ୟାର୍ଥୀମାନଙ୍କର ଭବିଷ୍ୟତ…

ବଜ୍ରପାତ ଜନିତ ମୃତ୍ୟୁରେ ଓଡ଼ିଶା ଦେଶରେ ସବୁଠୁ ଆଗରେ;

ଦେଶରେ ହୋଇଥିବା ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟା ଓଡ଼ିଶାରେ ସର୍ବାଧିକ; ୫ ବର୍ଷରେ ୧୬୨୫ ଜଣଙ୍କ ମୃତ୍ୟୁ ରାଜ୍ୟରେ ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାକୁ ନିୟନ୍ତ୍ରଣ କରିବା ପାଇଁ ରାଜ୍ୟସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। କିନ୍ତୁ ଏହା କମିବାରେ ନାଆ ଧରୁନି…

ରେଭେନ୍ସା ବିଶ୍ୱବିଦ୍ୟାଳୟରେ ପ୍ରବେଶ ଉପରେ ପ୍ରତିବନ୍ଧକ

ରେଭେନ୍ସା ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ମଙ୍ଗଳବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ସନ୍ଧ୍ୟା ୬ଟା ପରେ ବିଶ୍ୱବିଦ୍ୟାଳୟ ପରିସରରେ ବାହାର ଲୋକଙ୍କ ପ୍ରବେଶ ଉପରେ ପ୍ରତିବନ୍ଧକ ଲଗାଇବାକୁ ନିଷ୍ପତ୍ତି ନିଆଯାଇଛି। ପ୍ରୋକ୍ଟୋରିଆଲ୍ ବୋର୍ଡ ବୈଠକରେ କମିଟି ନିମ୍ନଲିଖିତ ନିଷ୍ପତ୍ତି ସ୍ଥିର କରିଛି। ସନ୍ଧ୍ୟା…