Tag: Odisha

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର

ଭୁବନେଶ୍ୱର ଆଇଆଇଟି କ୍ୟାମ୍ପସରୁ ଛାତ୍ରୀଙ୍କ ମୃତଦେହ ଉଦ୍ଧାର କରାଯାଇଛି। ହଷ୍ଟେଲ୍ ଛାତରୁ ଡେଇଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତ ଛାତ୍ରୀ ହେଲେ କୃତ୍ତିକା ରାଜ। ତାଙ୍କ ଘର ଦିଲ୍ଲୀରେ ହୋଇଥିବା ବେଳେ ସେ ବି.ଟେକ୍ ତୃତୀୟ ବର୍ଷରେ ପଢ଼ୁଥିଲେ। ସୂଚନାଯୋଗ୍ୟ,…

‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ: ମଦନ ମୋହନ ରାଉତ

ସୁଭଦ୍ରା ଯୋଜନା ଆବେଦନ ପାଇଁ ଜନସେବା କେନ୍ଦ୍ରରେ ଭିଡ଼ ପ୍ରସଙ୍ଗରେ ଜନସେବା କେନ୍ଦ୍ର ଓଡ଼ିଶା ମୁଖ୍ୟ ମଦନ ମୋହନ ରାଉତଙ୍କ ସୂଚନା । ସେ କହିଛନ୍ତି ‘ସୁଭଦ୍ରା’ ଆବେଦନ ପାଇଁ ୪ଟି ମୋଡ୍‌ରେ ହେଉଛି ଆଧାର ଅଥେଣ୍ଟିକେସନ। ମୋବାଇଲ, ବାୟୋମେଟ୍ରିକ, ଫେସ୍‌,…

ସୁନୀତି ମୁଣ୍ତଙ୍କୁ ବିଜେପି ପାର୍ଟି ଅଫିସରୁ ତଡ଼ିଦେଲେ ବିଜେପି କର୍ମୀ 

ବିଜେପି ପାର୍ଟି ଅଫିସରେ ବିଜେପିରୁ ନିଲମ୍ୱିତ ହୋଇଥିବା ସୁନୀତି ମୁଣ୍ଡଙ୍କୁ ଦୁର୍ବ୍ୟବହାର । ସଭାପତି ମନମୋହନ ସାମଲଙ୍କୁ ଭେଟିବାକୁ ଆସିଥିବା ବେଳେ ସୁନୀତି ମୁଣ୍ଡଙ୍କୁ ଜୋରଦାର ବିରୋଧ କରିଥିଲେ ବିଜେପି ସଦସ୍ୟ । ଏହାପରେ ରାଜ୍ୟ ବିଜେପି କାର୍ଯ୍ୟାଳୟରୁ ଘଉଡ଼ାଇ ରାସ୍ତାରେ…

ଜୟପୁର ପାଇଁ ଭୁବନେଶ୍ୱରରୁ ଆଉ ଗୋଟିଏ ଇଣ୍ଡିଆ ୱାନ ଏୟାର ବିମାନ

ସେପ୍ଟେମ୍ୱର ୪ ତାରିଖରୁ ଭୁବନେଶ୍ବର-ଜୟପୁର ମଧ୍ୟରେ ବିମାନ ସେବା ଆରମ୍ଭ ହେଉଥିବା ନେଇ ଇଣ୍ଡିଆ ୱାନ୍‌ ଏୟାର କଂପାନି ପକ୍ଷରୁ ସୂଚନା ମିଳିଛି। ସେପ୍ଟେମ୍ୱର ୪ ତାରିଖରୁ ପ୍ରତ୍ୟେକ ସୋମବାର ୨ଟି ଇଣ୍ଡିଆ ୱାନ୍‌ ଏୟାର ବିମାନ ସକାଳ ୭.୨୦ ମିନିଟ…

ତାଳଚେର ଖଣି ଉପନିର୍ଦ୍ଦେଶକଙ୍କୁ ଗିରଫ କଲା ଭିଜିଲାନ୍ସ

ତାଳଚେର ଖଣି ଉପନିର୍ଦ୍ଦେଶକ ଧରଣୀଧର ନାୟକ ଗିରଫ। ଆୟ ବହିର୍ଭୂତ ସଂପତ୍ତି ଠୁଳ ମାମଲାରେ ଗିରଫ ହୋଇଛନ୍ତି। ଗତକାଲି ରେଡ୍ ପରେ ଗିରଫ କରିଛି ଭିଜିଲାନ୍ସ। ଖଣି ଉପନିର୍ଦ୍ଦେଶକଙ୍କ ୧ କୋଟି ୩୦ ଲକ୍ଷର ଏକ ଫ୍ଲାଟ ଅଛି। ୨ଟି ମାର୍କେଟ…

ବିଜେପିରେ ମିଶିଲେ ପୁରୁଷୋତ୍ତମପୁର ଏନଏସି ଉପାଧ୍ୟକ୍ଷଙ୍କ ସମେତ କାଉନସିଲର

ବିଜେପିର ନୂଆ ସରକାରକୁ ନେଇ ଓଡିଶାବାସୀଙ୍କ ମନ ଭିତରେ ଉତ୍ସାହପୂର୍ଣ୍ଣ ବାତାବରଣ ସୃଷ୍ଟି ହୋଇଛି । ପ୍ରତିଦିନ ବିଜେପିର ସାଂଗଠନିକ ଶକ୍ତି ବୃଦ୍ଧି ପାଉଛି । ବିଜେପି ସରକାର ଉପରେ ଓଡିଶାବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ।…

ଭଦ୍ରକ-ବିଜୟନଗରମ ତୃତୀୟ ଲାଇନ ପ୍ରକଳ୍ପ ଅଧୀନ ୪ଟି ରେଳ ସେତୁ ନିର୍ମାଣ ପାଇଁ ଟେଣ୍ଡର ଆହ୍ବାନ

ରେଳ ମନ୍ତ୍ରଣାଳୟ ଗର୍ବର ସହିତ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରକଳ୍ପ ଘୋଷଣା କରିଛି ଯାହା ପୂର୍ବ ଭାରତରେ ରେଳ ସଂଯୋଗ ବୃଦ୍ଧି ପାଇଁ ସରକାରଙ୍କ ପ୍ରତିବଦ୍ଧତାକୁ ଦର୍ଶାଉଛି। ଭଦ୍ରକ-ବିଜୟନଗରମ ରେଳ ସେକ୍ସନ (୩୮୫ କିଲୋମିଟର) ମଧ୍ୟରେ ରଣନୀତିକ ତୃତୀୟ ଲାଇନ ବିସ୍ତାରର ଏକ…

ସପ୍ତାହକରେ ୩୪୧୪ ଅବକାରୀ ମାମଲା, ୧୮୩୬ ଜଣ ଗିରଫ

ସପ୍ତାହବ୍ୟାପୀ ଚାଲିଥିବା ଅଭିଯାନର ସୂଚନା ଦେଇଛି ଅବକାରୀ ବିଭାଗ। ସପ୍ତାହକ ମଧ୍ୟରେ ୩୪୧୪ ଅବକାରୀ ମାମଲା ରୁଜୁ ହୋଇଥିବା ବେଳେ ୧୮୩୬ ଜଣ ଗିରଫ ହୋଇଛନ୍ତି। ୧,୭୩,୫୧୬ ଲିଟର ଚୋରା ଦେଶୀ ରନ୍ଧା ମଦ ଜବତ ହୋଇଛି। ୧୬,୧୫,୨୭୦ କେଜି ପୋଚ…

ଚିକିଟି ମଦ ବିଭୀଷିକା; ମୃତ୍ୟୁସଂଖ୍ୟା ୫କୁ ବୃଦ୍ଧି

ନକଲି ଓ ବିଷାକ୍ତ ମଦ ପିଇ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ସେହିଭଳି ଗଞ୍ଜାମ ଜିଲ୍ଲା ଚିକିଟିରେ ମଦ ବିଭୀଷିକା ଦେଖିବାକୁ ମିଳିଛି। ବିଷାକ୍ତ ମଦ ପିଇ ଚିକିତ୍ସାଧୀନ ଅବସ୍ଥାରେ ପୂର୍ବରୁ ୪ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ଆଉ ଜଣଙ୍କ…

ଗୃହରେ ହିନ୍ଦୀ କହିବାକୁ ବାରଣ

ବିଧାନସଭାରେ ହିନ୍ଦୀରେ ବକ୍ତବ୍ୟ ଦେବାକୁ ଉପବାଚସ୍ପତି ବାରଣ କରିଛନ୍ତି । ତେଲକୋଇ ବିଧାୟକ ଫକୀର ନାଏକ ହିନ୍ଦୀରେ କହିବା ବେଳେ ବାରଣ କରାଯାଇଥିବା ଜଣାପଡିଛି । ସ୍ୱାସ୍ଥ୍ୟ ବିଭାଗର ଖର୍ଚ୍ଚ ଦାବି ଆଲୋଚନାରେ ହିନ୍ଦୀରେ କହିବାକୁ ବିରୋଧ। ଓଡ଼ିଆରେ କହିବାକୁ ପରାମର୍ଶ…