Tag: Odisha

New Regional Party In Odisha: ମାର୍ଚ୍ଚ ଶେଷ ସୁଦ୍ଧା ରାଜ୍ୟରେ ନୂଆ ଆଞ୍ଚଳିକ ଦଳ ହେବ ଗଠନ: ମୋକିମ୍

ରାଜ୍ୟରେ ନୂଆ ଆଞ୍ଚଳିକ ଦଳ ଗଠନ ନେଇ ସୂଚନା ଦେଇଛନ୍ତି ପୂର୍ବତନ କଂଗ୍ରେସ ନେତା ମହମ୍ମଦ ମୋକିମ୍‌ । ମାର୍ଚ୍ଚ ଶେଷ ସୁଦ୍ଧା ନୂଆ ଦଳ ଘୋଷଣା ହେବ ବୋଲି କହିଛନ୍ତି ମୋକିମ୍ । ସେ କହିଛନ୍ତି ନୂଆ ଦଳ ନେଇ…

PG Seats Increase: ରାଜ୍ୟରେ ବୃଦ୍ଧି ହେବ ୫୦୨ ମେଡ଼ିକାଲ ପିଜି ସିଟ୍

ରାଜ୍ୟରେ ବୃଦ୍ଧି ହେବ ମେଡ଼ିକାଲ ପିଜି ସିଟ୍ । ସରକାରୀ ମେଡିକାଲ କଲେଜରେ ଆଉ ୫୦୨ ପିଜି ସିଟ୍ ବୃଦ୍ଧି ଯୋଜନା ହୋଇଛି । ଆଗାମୀ ୨ ବର୍ଷ ମଧ୍ୟରେ ପିଜି ସିଟ୍ ବଢ଼ାଇବାକୁ ସରକାରଙ୍କ ଯୋଜନା କରୁଛନ୍ତି । ଏ…

CM Relief: ଦିଗପହଣ୍ଡି ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟଣା; ପରିବାରକୁ ସହାୟତା ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଦୁର୍ଘଟଣାରେ ୨ ମୃତକଙ୍କ ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା । ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୪ ଲକ୍ଷ ଲେଖାଏଁ ସହାୟତା ଘୋଷଣା । ଦିଗପହଣ୍ଡି ଜରଡ଼ାରେ ଦୁର୍ଘଟଣାରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଥିଲା । ତମ୍ବାପୁର-ମନ୍ଦରଡ଼ା ରାସ୍ତାରେ ଗଛ ସହ…

Parking Fees at Bhakta Nivas: କମିବନି ଭକ୍ତନିବାସ ପାର୍କିଂ ଫି: ଅରବିନ୍ଦ ପାଢ଼ୀ 

ପୁରୀ ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ । ଏ ନେଇ ସ୍ପଷ୍ଟ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ସେ କହିଛନ୍ତି ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ୍ ଭଡ଼ା ଦିଆଯାଉଛି ।…

PUCC enforcement: PUCC ନିୟମକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ ପଟ୍ଟନାୟକ

ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ବିଜୁ ଜନତା ଦଳ (BJD) ସଭାପତି ନବୀନ ପଟ୍ଟନାୟକ ପ୍ରଦୂଷଣ ନିୟନ୍ତ୍ରଣ ସାର୍ଟିଫିକେଟ୍ କାର୍ଯ୍ୟକାରୀ କରିବାରେ ବିଜେପି ନେତୃତ୍ୱାଧୀନ ରାଜ୍ୟ ସରକାରଙ୍କୁ କଠୋର ସମାଲୋଚନା କରିଛନ୍ତି। ନବୀନ ପଟ୍ଟନାୟକଙ୍କ ଟ୍ବିଟ୍ ରେ କହିଛନ୍ତି ଜରିମାନା ନୁହେଁ…

Pradhan Mantri Awas Yojan: ଜାନୁଆରୀରେ ମିଳିବ ୧୦ଲକ୍ଷ ପକ୍କା ଘର

ଗରିବ ଲୋକଙ୍କୁ ପଞ୍ଚାୟତିରାଜ ବିଭାଗର ନୂଆବର୍ଷ ଭେଟି ।ଜାନୁଆରିରେ ୧୦ ଲକ୍ଷ ହିତାଧିକାରୀଙ୍କୁ ମିଳିବ ପକ୍କା ଘର। ଏନେଇସୂଚନା ଦେଇଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବିନାରାୟଣ ନାଏକ। ସେ କହିଛନ୍ତି ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଅଧୀନରେ ପକ୍କା ଘର ପାଇବା ପାଇଁ ୩୭…

Similipal Registers Minus 1°C: ଶିମିଳିପାଳରେ ମାଇନସ ୧ ଡିଗ୍ରୀକୁ ଖସିଲା ତାପମାତ୍ରା

ଦିନକୁ ଦିନ ରାଜ୍ୟରେ ଦିନକୁ ଦିନ ଖସୁଛି ପାରଦ, ବଢୁଛି ଶୀତ । ଶୁକ୍ରବାର ରାଜ୍ୟର ବିଭିନ୍ନ ସ୍ଥାନରେ ତାପମାତ୍ରା ଦ୍ରୁତ ଗତିରେ ହ୍ରାସ ପାଇବା ସହିତ ଓଡ଼ିଶାରେ ପ୍ରବଳ ଶୀତ ଲହରୀ ଜାରି ରହିଛି। ପ୍ରବଳ କୁହୁଡି ସାଙ୍ଗକୁ ହାଡ଼ଭଙ୍ଗା…

Jaundice Outbreak: ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍‌ ବ୍ୟାପିବା ଘଟଣା: ସ୍କୁଲ ପରିସରର ୨ଟି ସ୍ଥାନର ପାଣି ନମୁନା ପଜିଟିଭ

ଖୋର୍ଦ୍ଧା ଜିଲ୍ଲା ଗୁରୁଜଙ୍ଗସ୍ଥିତ ପିଏମ୍‌ଶ୍ରୀ ସ୍କୁଲ ଜବାହର ନବୋଦୟ ବିଦ୍ୟାଳୟରେ ଜଣ୍ଡିସ୍‌ ବ୍ୟାପିବା ଘଟଣାରେ ଖୋର୍ଦ୍ଧା ଜିଲ୍ଲା ଜନସ୍ୱାସ୍ଥ୍ୟ ବିଭାଗର ରିପୋର୍ଟ ଆଜି ଆସିଛି । ସ୍କୁଲ ପରିସରର ୨ଟି ସ୍ଥାନ – ସ୍କୁଲ ପରିସରରେ ଥିବା ରୋଷେଇ ଘର ଏବଂ…

Cold Wave Alert: ଆଗାମୀ ୨ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ମିଳିବ ନାହିଁ ନିସ୍ତାର

ଓଡ଼ିଶାରେ ଶୀତ ଲହରି ଜାରି ରହିଛି । ବିଭିନ୍ନ ସ୍ଥାନରେ ତୁଷାରପାତ ହେଉଥିବାର ଖବର ମିଳିଛି । ରାଜ୍ୟରେ ଆଗାମୀ ଦୁଇ ସପ୍ତାହ ପର୍ଯ୍ୟନ୍ତ ଶୀତରୁ ନିସ୍ତାର ମିଳିବ ନାହିଁ । ଏ ନେଇ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା…

Training Camp Of The Odisha Pradesh Mahila Congress: ମହିଳା କଂଗ୍ରେସର ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ

ପ୍ରଦେଶ ମହିଳା କଂଗ୍ରେସ ପକ୍ଷରୁ ସଭାନେତ୍ରୀ ମିନାକ୍ଷୀ ବାହିନୀପତିଙ୍କ ଅଧ୍ୟକ୍ଷତାରେ ପିପିଲି ନିକଟସ୍ଥ ଆଡଭେଞ୍ଚର ରିସୋର୍ଟରେ ଚାଲିଥିବା ଦୁଇଦିନିଆ ପ୍ରଶିକ୍ଷଣ ଶିବିର ଉଦ୍‌ଯାପିତ ହୋଇଯାଇଛି । ପ୍ରଭାତରେ ସମସ୍ତଙ୍କୁ ଯୋଗଶିକ୍ଷା ଦିଆଯାଇଥିଲା । ଦ୍ୱିତୀୟ ଦିନର ଶିବିରରେ ପିସିସି ସଭାପତି ଭକ୍ତ…