Tag: Odisha

ସକ୍ରିୟ ବିରୋଧୀ ଦଳ ଗଣତନ୍ତ୍ରର ଶ୍ରେଷ୍ଠ ସୁରକ୍ଷାକାରୀ

ବିଜେଡିର ନବନିର୍ବାଚିତ ବିଧାୟକଙ୍କ ଦିନିକିଆ ପ୍ରଶିକ୍ଷଣ ଶିବିର ଶଙ୍ଖ ଭବନରେ ଆଜି ଆରମ୍ଭ ହୋଇଛି। ନବନିର୍ବାଚିତ ବିଧାୟକଙ୍କ ସହ ସମସ୍ତ ପୂର୍ବତନ ବିଧାୟକ ଓ ସାଂସଦମାନେ ମଧ୍ୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ଆଜି ପୂର୍ବାହ୍ନରେ କାର୍ଯ୍ୟକ୍ରମ ଉଦଘାଟନ କରି ବିରୋଧୀ ଦଳ…

ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର; ଗୁରୁମନ୍ତ୍ର ଦେଲେ ନବୀନ

ବିଜେଡି ବିଧାୟକଙ୍କ ପ୍ରଶିକ୍ଷଣ ଶିବିର ଦଳୀୟ କାର୍ଯ୍ୟାଳୟ ଶଙ୍ଖ ଭବନରେ ଅନୁଷ୍ଠିତ ହୋଇଛି। ଦଳୀୟ ସୁପ୍ରିମୋ ନବୀନ ପଟ୍ଟନାୟକ ଉଦ୍‌ବୋଧନ ଦେଇ କହିଛନ୍ତି ଗୃହରେ ହୋଇଥିବା ପ୍ରଶିକ୍ଷଣ ରାଜନୈତିକ ଉଦ୍ଦେଶ୍ୟ ପ୍ରଣୋଦିତ ଥିଲା, ଏହା ମୁଖ୍ୟମନ୍ତ୍ରୀଙ୍କୁ ପ୍ରକୃତ ସମ୍ମାନ ଦେଇନଥିଲା। ତେଣୁ…

ବିଲକୁ ଖସିଲା ବସ; ୧୫ ଯାତ୍ରୀ ଆହତ

ଭାରସାମ୍ୟ ହରାଇ ବିଲକୁ ଖସିପଡିଲା ଯାତ୍ରୀବାହୀ ବସ୍। ୧୫ ଜଣ ଯାତ୍ରୀ ଆହତ ହୋଇଛନ୍ତି। ପୁରୀରୁ ୫୦ରୁ ଅଧିକ ଯାତ୍ରୀଙ୍କୁ ନେଇ ବ୍ରହ୍ମପୁର ଯାଉଥିଲା ବେଳେ ପୁରୀ ଜିଲ୍ଲା ମଲ୍ଲିକାଶୁଣୀ ନିକଟରେ ଏହି ଦୁର୍ଘଟଣା ଘଟିଛି। ଆହତ ଯାତ୍ରୀମାନଙ୍କୁ ମେଡିକାଲରେ ଭର୍ତ୍ତି…

ଆଳୁ ସମସ୍ୟାକୁ ନେଇ ପୂର୍ବ ସରକାରଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ଭୁବନେଶ୍ବର ସ୍ଥିତ ଓଡ଼ିଶା କୃଷି ଓ ବୈଷୟିକ ବିଶ୍ଵବିଦ୍ୟାଳୟର ୬୩ ତମ ପ୍ରତିଷ୍ଠା ଦିବସ ପାଳନ ଉତ୍ସବରେ ଯୋଗଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସେଠାରେ ଯୋଗ ଦେଇ ଆଗାମୀ ଦିନରେ ଆଳୁ ମିଶନ ସଫଳ ହେବ ସହ ବିଗତ…

ପିପିଲିରେ ବ୍ୟାପୁଛି ବାର୍ଡ-ଫ୍ଲୁ; ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା ଅନୁମାନ

ରାଜ୍ୟରେ ବ୍ୟାପୁଛି ବାର୍ଡ ଫ୍ଲୁ । ପିପିଲିର ଫାର୍ମରେ ମଲେଣି ହଜାର ହଜାର କୁକୁଡ଼ା । ସେଥିପାଇଁ ୧୩ ଜଣିଆ ଡାକ୍ତରୀ ଟିମ୍‌ଙ୍କ ସମେତ ପିପିଲି ପ୍ରାଣୀ ଚିକିତ୍ସା ଅଧିକାରୀ ତଦନ୍ତ ଆରମ୍ଭ କରିଛନ୍ତି । ୨୦ହଜାରରୁ ଊର୍ଦ୍ଧ୍ବ କୁକୁଡ଼ା ମରାଯିବା…

ରତ୍ନଭଣ୍ଡାର ଯାଞ୍ଚ ପାଇଁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି

ରତ୍ନଭଣ୍ଡାର ଯାଞ୍ଚ ଓ ମରାମତି ପାଇଁ ଏଏସଆଇ ଡିଜିଙ୍କୁ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ଚିଠି । ଶୀଘ୍ର ଯାଞ୍ଚ କରି ମରାମତି କାର୍ଯ୍ୟ ପୂର୍ଣ୍ଣାଙ୍ଗ କରିବାକୁ ଏଏସଆଇ ଡିଜିଙ୍କୁ ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ । ଉନ୍ନତ ଅନୁଷ୍ଠାନ…

ମା’ମାନଙ୍କୁ ବିଜେପିର ଗ୍ୟାରେଣ୍ଟି ଧୂଆଁବାଣ: ନବୀନ

ବିଜେପି ପ୍ରତ୍ୟେକ ମହିଳାଙ୍କୁ ୫୦,୦୦୦ ଟଙ୍କା ଦେବ ବୋଲି ‘ଗ୍ୟାରେଣ୍ଟି’ ଦେଇଥିଲା। ନିର୍ବାଚନ ସମୟରେ କହିଥିଲେ ୫୦,୦୦୦ ଟଙ୍କା, ଦେଉଛନ୍ତି ମାତ୍ର ୫,୦୦୦ ଟଙ୍କା। କହିଲେ ସବୁ ମହିଳା, ହେଲେ ପାଇବେ ଜମା ୩ଜଣରୁ ଜଣେ। ମା’ମାନଙ୍କୁ ଏହା କ’ଣ ବିଜେପିର…

ସୁଭଦ୍ରା ଯୋଜନା ନାଁରେ ବିଜେପି ଚଞ୍ଚକତା କରୁଛି: ବିଜେଡି

ବିଜୁ ଜନତା ଦଳର ମୁଖ୍ୟାଳୟ ଶଙ୍ଖଭବନରେ ଏକ ସାମ୍ବାଦିକ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଦଳର ମୁଖପାତ୍ର ଶ୍ରୀମତୀ ସୁଲତା ଦେଓ କହିଲେ, ଆଜି ବହୁ ଚର୍ଚ୍ଚିତ ସୁଭଦ୍ରା ଯୋଜନାର ଏସଓପି ଆସିବା ପରେ ବିଜେପିର ସୁଭଦ୍ରା ଯୋଜନାକୁ ନେଇ ନିର୍ବାଚନ ସମୟରେ…

ସାମ୍ବାଦିକଙ୍କ ସ୍ବାସ୍ଥ୍ୟବୀମା ନବୀକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରିବାକୁ ରାଜ୍ୟପାଳଙ୍କ ପ୍ରତିଶ୍ରୁତି

ରାଜ୍ୟରେ କାର୍ଯ୍ୟରତ ସାମ୍ବାଦିକମାନଙ୍କ ପାଇଁ ଲାଗୁ ହୋଇଥିବା ଗୋପବନ୍ଧୁ ସାମ୍ବାଦିକ ସ୍ୱାସ୍ଥ୍ୟବୀମା ଯୋଜନାର ତୁରନ୍ତ ନବୀକରଣ କରିବା ପାଇଁ ମହାମହିମ ରାଜ୍ୟପାଳ ରଘୁବର ଦାସ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେବେ। ସହ ସୂଚନା ଓ ଲୋକସମ୍ପର୍କ ବିଭାଗ ଦାୟିତ୍ଵରେ ଥିବା ମୁଖ୍ୟମନ୍ତ୍ରୀ…

ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଆଉ ୭ ସ୍ବତନ୍ତ୍ର ନିମନ୍ତ୍ରିତ ସଦସ୍ୟ କିନ୍ତୁ ସ୍ଥାନ ପାଇଲେନି ତାରା

ଓଡିଶା ପାଇଁ ପରିଚାଳନା କମିଟିରେ ସ୍ଥାୟୀ ନିମନ୍ତ୍ରଣ ଭାବରେ ପିସିସି ଷ୍ଟିୟରିଂ କମିଟିରେ ସାମିଲ ହେଲେ ଶରତ ପଟ୍ଟନାୟକ, ନିରଞ୍ଜନ ପଟ୍ଟନାୟକ, ପ୍ରସାଦ ହରିଚନ୍ଦନ, ନରସିଂହ ମିଶ୍ର , ରାମ ଖୁଣ୍ଟିଆ, ସନ୍ତୋଷ ସିଂ ସାଲୁଜା, ଶରତ ରାଉତ । ଏହି…