Tag: Odisha

BJD Mass Resignation: ବିଜେଡିରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳ

ବିଜୁ ଜନତା ଦଳ (ବିଜେଡି)କୁ ଭଦ୍ରକ ଜିଲ୍ଲାରେ ଆଜି ବଡ଼ ଝଟକା ଲାଗିଛି । ଦଳର ପୂର୍ବତନ ସାଂସଦ ମଞ୍ଜୁଲତା ମଣ୍ଡଳ ଏବଂ ପୂର୍ବତନ ବିଧାୟକ ମୁକ୍ତିକାନ୍ତ ମଣ୍ଡଳଙ୍କ ସମେତ ୫୦୦ରୁ ଅଧିକ କର୍ମୀ ଆଜି ଦଳର ପ୍ରାଥମିକ ସଦସ୍ୟ ପଦରୁ…

Odisha Reels Under Severe Heatwave Conditions: ଜଳୁଛି ପଶ୍ଚିମ ଓଡ଼ିଶା; ଝାରସୁଗୁଡାରେ ତାପମାତ୍ରା ୪୪.୮ ଡିଗ୍ରି

ସମଗ୍ର ରାଜ୍ୟରେ ଅସହ୍ୟ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଓ ଗୁଳୁଗୁଳି ଯୋଗୁ ସାଧାରଣ ଜୀବନ ପ୍ରଭାବିତ ହେଉଥିବା ବେଳେ ରୌଦ୍ରତାପରେ ଜଳୁଛି ପଶ୍ଚିମ ଓଡ଼ିଶା । ଶୁକ୍ରବାର ଦିନ ପୁଣି ଝାରସୁଗୁଡ଼ାରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ରେକର୍ଡ ହୋଇଛି…

Dama Rout’s Statue Demolished: ଦାମ ରାଉତଙ୍କ ପ୍ରତିମୂର୍ତ୍ତି ଭଙ୍ଗାଯିବା ଘଟଣାରେ ପୁଅ ସମ୍ବିତଙ୍କ ପ୍ରତିକ୍ରିୟା

ଉନ୍ମୋଚନ ହେବା ପୂର୍ବରୁ ପୂର୍ବତନ ମନ୍ତ୍ରୀ ସ୍ୱର୍ଗତ ଦାମୋଦର ରାଉତଙ୍କ ପ୍ରତିମୂର୍ତ୍ତିକୁ ବନ ବିଭାଗ ଭାଙ୍ଗି ଦେଇଛି । ଏରସମା ବ୍ଲକ୍ ଶିଆଳି ଠାରେ ସ୍ଥାପନ ହେଉଥିବା ଏହି ପ୍ରତିମୂର୍ତ୍ତିକୁ ଜିଲ୍ଲା ପ୍ରଶାସନ ଓ ବନ ବିଭାଗ ପକ୍ଷରୁ ଭଙ୍ଗାଯିବା ଘଟଣା…

Land Registration Documents: ଜମି କିଣାବିକା ଦଲିଲ ରଦ୍ଦ ମାମଲା ନେଇ ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ରାୟ

ଜମି କିଣାବିକା ଓ ରେଜିଷ୍ଟ୍ରେସନ ସମ୍ପର୍କରେ ଓଡ଼ିଶା ହାଇକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି । ଥରେ କୌଣସି ଜମିର ଦଲିଲ ପଞ୍ଜିକୃତ ହୋଇଯିବା ପରେ ସେହି ଦଲିଲକୁ ସବ୍-ରେଜିଷ୍ଟ୍ରାର୍ କିମ୍ବା କୌଣସି ରେଜିଷ୍ଟ୍ରେସନ ଅଧିକାରୀ ରଦ୍ଦ କରିପାରିବେ ନାହିଁ ବୋଲି…

Self Appraisal Report: ମେ ୩୧ ସୁଦ୍ଧା ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ଦାଖଲ ନିର୍ଦ୍ଦେଶ

ସାଧାରଣ ପ୍ରଶାସନ ଓ ଜନ ଅଭିଯୋଗ ବିଭାଗ ପକ୍ଷରୁ ସମସ୍ତ ବିଭାଗର ସରକାରୀ କର୍ମଚାରୀଙ୍କୁ କାର୍ଯ୍ୟଦକ୍ଷତା ମୂଲ୍ୟାୟନ ରିପୋର୍ଟ ଦାଖଲ କରିବାକୁ ନିର୍ଦେଶ ଦିଆଯାଇଛି । ବିଭାଗର ନିର୍ଦେଶ ଅନୁଯାୟୀ, ସମସ୍ତ ସରକାରୀ କର୍ମଚାରୀ ଓ ଅଧିକାରୀଙ୍କୁ ଆସନ୍ତା ମେ ୩୧…

Antyodaya Gruha Yojana: ଅନ୍ତ୍ୟୋଦୟ ଗୃହ ଯୋଜନାରେ ୫୦,୦୦୦ ରୁ ଅଧିକ ହିତାଧିକାରୀଙ୍କୁ ପ୍ରଥମ କିସ୍ତି ରାଶି ପ୍ରଦାନର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଲାଙ୍ଗୀରଠାରେ ରାଜ୍ୟସ୍ତରୀୟ ‘ଜାତୀୟ ପଞ୍ଚାୟତିରାଜ ଦିବସ’ ପାଳନ ଅବସରରେ ଯୋଗ ଦେଇଛନ୍ତି । ଏହି ଅବସରରେ ମୁଖ୍ୟମନ୍ତ୍ରୀ ବଲାଙ୍ଗୀର ଜିଲ୍ଲା ପାଇଁ ୫୮୦ କୋଟି ଟଙ୍କା ମୂଲ୍ୟର ୩୦୪ ଟି ଉନ୍ନୟନ ପ୍ରକଳ୍ପର ଶୁଭାରମ୍ଭ କରିଥିଲେ…

Congress to Launch Mega Padayatra: ଶିଳ୍ପସଂସ୍ଥାଙ୍କ ଅନ୍ୟାୟ ଅତ୍ୟାଚାର ବିରୁଦ୍ଧରେ ଆରମ୍ଭ ହେବ କଂଗ୍ରେସର ମହା ପଦଯାତ୍ରା

ରାଜ୍ୟର ଖଣିଜ ସମ୍ପଦ ଓ ଶିଳ୍ପାଞ୍ଚଳରେ ଶିଳ୍ପ ସଂସ୍ଥାମାନଙ୍କ ଦ୍ୱାରା ହେଉଥିବା ଅନ୍ୟାୟ ଓ ଶୋଷଣ ବିରୋଧରେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (OPCC) ଏକ ବିଶାଳ ପଦଯାତ୍ରା ଘୋଷଣା କରିଛି । ଆସନ୍ତା ମେ ୩ ତାରିଖରୁ ଏହି ପଦଯାତ୍ରା…

Non Functional Schemes Closed: ରାଜ୍ୟରେ ବନ୍ଦ ହେବ ଅକାମୀ ଯୋଜନା

ସରକାରୀ ଯୋଜନାରେ ହେବ ବଡ ପରିବର୍ତ୍ତନ। ଅକାମୀ ଯୋଜନା ବନ୍ଦ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ୩ ରୁ ୪ ବର୍ଷ ଧରି କୌଣସି ବଜେଟ୍ ବରାଦ ପାଇନଥିବା ଯୋଜନା ହେବ ବନ୍ଦ। କେବଳ ନାମମାତ୍ର ବରାଦ ହୋଇଥିବା ଯୋଜନା…

Transgender Welfare: ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ପୁନର୍ଗଠିତ

ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡ ପୁନର୍ଗଠିତ । ରାଜ୍ୟ ସରକାର ରାଜ୍ୟ ଟ୍ରାନ୍ସଜେଣ୍ଡର କଲ୍ୟାଣ ବୋର୍ଡର ପୁର୍ନଗଠନ କରିଛନ୍ତି ।ମାତ୍ର ଦୁଇ ଦିନ ମଧ୍ୟରେ ବଦଳିଲା ବିଜ୍ଞପ୍ତି । ଅଧ୍ୟକ୍ଷ ଏବଂ ଉପାଧ୍ୟକ୍ଷ ପଦବୀରେ ପରିବର୍ତ୍ତନ କରାଯାଇଛି । ମୁଖ୍ୟ ଶାସନ ସଚିବଙ୍କ…

Summer Vacation For Schools: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ; ଏପ୍ରିଲ ୨୭ରୁ ଖରାଛୁଟି ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

ସାରା ଓଡ଼ିଶାରେ ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଗୁଆ ଖରାଛୁଟି ଘୋଷଣା କରିଛନ୍ତି। ପିଲାମାନଙ୍କ ସୁରକ୍ଷାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ଏ ସମ୍ପର୍କିତ ପ୍ରସ୍ତାବକୁ…