ତାଜା ଖବର ରାଜ୍ୟ କଂଗ୍ରେସ ବାବଦରେ ବିଧାୟକ ତାରା ବାହିନୀପତିଙ୍କ ବିସ୍ଫୋରକ ବୟାନ August 18, 2024 Nirvay ଚଳିତ ସାଧାରଣ ନିର୍ବାଚନ ପରେ କେନ୍ଦ୍ରରେ କଂଗ୍ରେସ ନିଜର ସ୍ଥିତି ସାମାନ୍ୟ ମଜଭୁତ କରିଥିବା ବେଳେ ଓଡ଼ିଶାରେ କଂଗ୍ରେସ ଏକ ପ୍ରକାର ସତ୍ତା ହରାଇଛି। ଏସବୁ ମଧ୍ୟରେ ଏବେ ଦଳୀୟ କନ୍ଦଳ ଦେଖାଦେଇଛି। ଦଳୀୟ କର୍ମୀ ନିଜ ନିଜ ଭିତରେ ବିବାଦ…
ତାଜା ଖବର ରାଜ୍ୟ ପୂଜାପଣ୍ଡା ଓ ବଡୁ ନିଯୋଗ ବିବାଦ; ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି ବନ୍ଦ August 18, 2024 Nirvay ପୂଜାପଣ୍ଡା ଓ ବଡୁ ନିଯୋଗ ବିବାଦ ଯୋଗୁଁ ବନ୍ଦ ରହିଛି ବାବା ଲିଙ୍ଗରାଜଙ୍କ ନୀତିକାନ୍ତି। କାଲି ପଇତା ଲାଗି ନୀତି ବନ୍ଦ ପରଠୁ ସବୁ ନୀତିକାନ୍ତି ବନ୍ଦ ରହିଛି। କାଲି ସନ୍ଧ୍ୟା ପରଠୁ ନୀତିକାନ୍ତି ହୋଇନି, ସାଧାରଣ ଦର୍ଶନ ଚାଲିଛି ।…
ତାଜା ଖବର ରାଜ୍ୟ ସରକାରୀ ଟିକସ ହେରଫେର; ଆସିଷ୍ଟାଣ୍ଟ କମିଶନରଙ୍କୁ ଗିରଫ କଲା ଭିଜିଲାନ୍ସ August 18, 2024 Nirvay ସରକାରୀ ଟିକସ ହେରଫେର ଅଭିଯୋଗରେ ଭିଜିଲାନ୍ସ ବିଭାଗ ରେଡ କରିବା ପରେ ଯାଜପୁର ସିଟି ଆଣ୍ଡ ଜିଏସଟି ଏନ୍ଫୋର୍ସମେଣ୍ଟ ଆସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀ ଗିରଫ ହୋଇଛନ୍ତି। ବିନୟଙ୍କ ୨ ବ୍ୟକ୍ତିଗତ ସହଯୋଗୀଙ୍କୁ ମଧ୍ୟ ଗିରଫ କରିଛି ଭିଜିଲାନ୍ସ। ତେବେ…
ତାଜା ଖବର ରାଜ୍ୟ ମଝି ଚିଲିକାରେ ଫସିଲା ଯାତ୍ରୀବାହୀ ଡଙ୍ଗା August 18, 2024 Nirvay ମଝି ଚିଲିକାରେ ଯାତ୍ରୀବାହୀ ଡଙ୍ଗା ଫସିରହିଛି। ଡଙ୍ଗାରେ ଯାନ୍ତ୍ରିକ ତ୍ରୁଟି ଥିବାରୁ ମହିଁସା ନିକଟରେ ଅଟକିଲା। ଡଙ୍ଗାରେ ୪୦ରୁ ଊର୍ଦ୍ଧ୍ଵ ଲୋକ ଓ ପ୍ରାୟ ୨୦ଟି ବାଇକ୍ ଥିବା ଜଣାପଡିଛି। ଜହ୍ନିକୁଦାରୁ ସାତପଡ଼ା ଯାଉଥିଲା ବେଳେ ଚିଲିକା ମଝିରେ ଅଟକି ଯାଇଥିଲା।…
ତାଜା ଖବର ରାଜନୀତି ରାଜ୍ୟ ଆରମ୍ଭ ହେଲା ନୂଆ ବିଧାୟକ ମାନଙ୍କର ପ୍ରଶିକ୍ଷଣ ଶିବିର August 17, 2024 Papirani ବିଧାନସଭାର ନୂଆ ସମ୍ମିଳନୀ କକ୍ଷରେ ଆରମ୍ଭ ହେଲା ବିଧାୟକଙ୍କ ପାଇଁ ୨ଦିନିଆ ପ୍ରଶିକ୍ଷଣ ଶିବିର। ଆଜି ଓ ଆସନ୍ତାକାଲି ଦୁଇ ଦିନ ଧରି ବିଧାନସଭା ପରିସରରେ ଚାଲିବ ପ୍ରଶିକ୍ଷଣ ଶିବିର । ଆଜି ଆରମ୍ଭ ହୋଇଥିବା ଏହି ବିଧାୟକ ମାନଙ୍କ ଦୁଇ…
ତାଜା ଖବର ଦେଶ ରାଜନୀତି ରାଜ୍ୟ ନବ ନିର୍ବାଚିତ ବିଧାୟକଙ୍କ ପ୍ରଶିକ୍ଷଣ ଶିବିରରେ ଯୋଗ ଦେବାପାଇଁ ଓଡ଼ିଶା ପହଞ୍ଚିଲେ କେନ୍ଦ୍ରମନ୍ତ୍ରୀ କିରଣ ରିଜିଜୁ August 17, 2024 Papirani ଆଜିଠୁ ପ୍ରଶିକ୍ଷଣ ନେବେ ନବାଗତ ବିଧାୟକ । ସପ୍ତଦଶ ବିଧାନସଭାକୁ ନିର୍ବାଚିତ ହୋଇଥିବା ୮୪ ଜଣ ନବ ନିର୍ବାଚିତ ବିଧାୟକଙ୍କୁ ଦିଆଯିବ ପ୍ରଶିକ୍ଷଣ। ଦୁଇଦିନ ଏହି ପ୍ରଶିକ୍ଷଣ ଶିବିର ଆୟୋଜିତ ହେବ। ତେଣୁ ବିଧାନସଭାରେ ନୂଆ ବିଧାୟକମାନଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମ କାର୍ଯ୍ୟକ୍ରମରେ…
ତାଜା ଖବର ରାଜ୍ୟ ଜିଏସ୍ଟି ଆସିଷ୍ଟାଣ୍ଡ କମିଶନରଙ୍କ ଘରେ ଭିଜିଲାନ୍ସ ଚଢାଉ August 17, 2024 Papirani ଯାଜପୁର ସିଟି ଓ ଜିଏସଟି ଏନଫୋର୍ସମେଣ୍ଟ ଅସିଷ୍ଟାଣ୍ଟ କମିଶନର ବିନୟ ଭୂଷଣ ତ୍ରିପାଠୀଙ୍କ ଘରେ ଭିଜିଲାନ୍ସ ଚଢାଉ । ଟିକସ୍ ହେରଫେର ଅଭିଯୋଗରେ ଭୁବନେଶ୍ବର, ଖୋର୍ଦ୍ଧା ସମେତ ୫ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରାଯାଇଛି । ତାଙ୍କ ନାଁରେ ପ୍ରାୟ ୫…
ତାଜା ଖବର ରାଜ୍ୟ ଓଡ଼ିଆ ପୁଅ ଅମିତ ରୋହିଦାସଙ୍କୁ ସମ୍ବର୍ଦ୍ଧିତ କଲେ ମୁଖ୍ୟମନ୍ତ୍ରୀ August 16, 2024 Nirvay ୨୦୨୪ ପ୍ୟାରିସ୍ ଅଲମ୍ପିକ୍ସରେ ପଦକ ଜିତିବା ପରେ ଭାରତୀୟ ପୁରୁଷ ହକି ଦଳର ଏକମାତ୍ର ଓଡିଆ ଖେଳାଳୀ ଅମିତ୍ ରୋହିଦାସ୍ ଆଜି ଓଡିଶାରେ ପହଞ୍ଚିଛନ୍ତି। ଭୁବନେଶ୍ୱରରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ଅମିତ୍ଙ୍କୁ ସମ୍ବର୍ଦ୍ଧିତ…
ତାଜା ଖବର ରାଜନୀତି ରାଜ୍ୟ ବିଜୁ ଜନତା ଦଳ ନୁହେଁ, ଚାଲିଛି ବୁନୁ ଜନତା ଦଳ August 16, 2024 Nirvay ବିଜେଡିରେ ଏବେ ଫାଟ ସୃଷ୍ଟି ହୋଇଛି। ୩୭ ନମ୍ବର ୱାର୍ଡର କର୍ପୋରେଟର ବନ୍ଦିତା ପାଲ୍ ଆଜି ବିଜେଡି ଛାଡିଥିବା ବେଳେ ଏହାର କାରଣ ଭୁବନେଶ୍ୱର ମଧ୍ୟ ବିଧାୟକ ଅନନ୍ତ ନାରାୟଣ ଜେନା ଓରଫ ବୁନୁ ବୋଲି କହିଛନ୍ତି। ତାଙ୍କ ପାଇଁ ହିଁ…
ତାଜା ଖବର ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ନୂଆ ପୋଲିସ ମହାନିର୍ଦ୍ଦେଶକ August 16, 2024 Nirvay ୧୯୯୦ ବ୍ୟାଚ୍ ଆଇପିଏସ୍ ଅଫିସର ଯୋଗେଶ ବାହାଦୂର ଖୁରାନିଆ ଓଡ଼ିଶାର ନୂଆ ପୋଲିସ ମହାନିର୍ଦ୍ଦେଶକ (ଡିଜିପି) ଭାବେ ନିଯୁକ୍ତି ପାଇଛନ୍ତି। ନୂତନ ଭାବେ ଦାୟିତ୍ଵ ଗ୍ରହଣ କରିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀଙ୍କୁ ଲୋକସେବା ଭବନରେ ସୌଜନ୍ୟମୂଳକ ସାକ୍ଷାତ…