ତାଜା ଖବର ରାଜ୍ୟ ଓଡ଼ିଶା ଆସିବେ ୫ ମହାବଳ ବାଘ August 14, 2024 Papirani ଓଡ଼ିଶାରେ ଚାଲିଛି ବାଘବଂଶ ବୃଦ୍ଧି ଯୋଜନା। ସେଥିପାଇଁ ସେପ୍ଟେମ୍ବର ଶେଷ ସୁଦ୍ଧା ଓଡ଼ିଶାକୁ ଆସିବେ ୫ ମହାବଳ ବାଘ। ଏନେଇ ବନ୍ୟପ୍ରାଣୀ ପିସିସିଏଫ୍ ସୁଶାନ୍ତ ନନ୍ଦ ସୂଚନା ଦେଇଛନ୍ତି । ଓଡ଼ିଶାକୁ ଆସୁଥିବା ୫ ମହାବଳ ବାଘକୁ ବରଗଡ଼ ଦେବ୍ରିଗଡ଼ରେ ୩…
ତାଜା ଖବର ରାଜନୀତି ରାଜ୍ୟ ବିଜେଡି ରାଜ୍ୟରେ ଅଶାନ୍ତି ଓ ବିଶୃଙ୍ଖଳା ସୃଷ୍ଟି କରୁଛି: ବିଜେପି August 14, 2024 Papirani ଦୀର୍ଘ ୨୫ବର୍ଷ ଶାସନ କ୍ଷମତାରେ ରହି ନବୀନ ବାବୁ ଓଡ଼ିଆ ଓ ଓଡିଶାବାସୀଙ୍କ ସହ ଖେଳ ଖେଳିଆସିଲେ । ଓଡିଆ ଅସ୍ମିତାର ଧଜିଆ ଉଡାଇଲେ । ଆଜି ବିଜେଡି ଓଡିଆ ଅସ୍ମିତାର ସମ୍ପର୍କରେ ସମାଲୋଚନା କରିବା ହାସ୍ୟାସ୍ପଦ ଏବଂ ଦୁର୍ଭାଗ୍ୟଜନକ ।…
ତାଜା ଖବର ରାଜ୍ୟ ଗଞ୍ଜେଇ ମାଫିଆଙ୍କ ସହ ଲିଙ୍କ; ୭ ପୋଲିସ ନିଲମ୍ବିତ, ୨ ହୋମଗାର୍ଡ ବିଦା August 14, 2024 Nirvay ଗଂଜେଇ ମାଫିଆଙ୍କ ସହ ଲିଙ୍କ୍ ଅଭିଯୋଗରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯାଇଛି। କାଲି ମାଛକୁଣ୍ଡ ଓ ଲମତାପୁଟ ଥାନାରେ ରେଡ୍ କରିଥିଲା ପୋଲିସ। ଏହି ଘଟଣାରେ ମାଛକୁଣ୍ଡ ଓ ଲମତାପୁଟ ଥାନାର ୭ ପୋଲିସ କର୍ମଚାରୀ ନିଲମ୍ବିତ ହୋଇଛନ୍ତି। ୩ ଜଣ ଏସ୍ଆଇ,…
ତାଜା ଖବର ଦେଶ ରାଜ୍ୟ ପଶ୍ଚିମବଙ୍ଗରୁ ସୁରକ୍ଷିତ ଭାବେ ମୁକୁଳିଲେ ୩୦୦ ଓଡ଼ିଆ August 14, 2024 Nirvay ପଶ୍ଚିମବଙ୍ଗର ମେଦିନାପୁର ଜିଲ୍ଲାରେ ଆତଙ୍କବାଦୀ ହମଲା ପରେ ପଶ୍ଚିମବଙ୍ଗରୁ ସୁରକ୍ଷିତ ମୁକୁଳିଲେ ଅଟକ ଥିବା ଓଡ଼ିଆ। ୩୦୦ ଲୋକଙ୍କୁ ଅଟକ ରଖିଥିଲେ ପଶ୍ଚିମବଙ୍ଗ ଲୋକ। ଏନେଇ ସାଂସଦ ପ୍ରତାପ ଷଡଙ୍ଗୀ କହିଛନ୍ତି ଏହି ଘଟଣା ଜଣାପଡିବା ପରେ ତୁରନ୍ତ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ…
ତାଜା ଖବର ରାଜ୍ୟ ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ August 14, 2024 Nirvay ସ୍ୱାଧୀନତା ଦିବସରେ ପୋଲିସ ପଦକ ଦିଆଯିବ। ଏହା ପୂର୍ବରୁ ପଦକ ତାଲିକା ଘୋଷଣା କରାଯାଇଛି। ଓଡ଼ିଶାର ୧୩ ଜଣଙ୍କୁ ପୋଲିସ ପଦକ ମିଳିବ। ବିଶିଷ୍ଟ ସେବା ପାଇଁ ଓଡିଶାର ୨ ଜଣଙ୍କୁ ରାଷ୍ଟ୍ରପତି ପୋଲିସ ପଦକ ଏବଂ ଉତ୍ସର୍ଗୀକୃତ ସେବା ପାଇଁ…
ତାଜା ଖବର ରାଜ୍ୟ ଶାନ୍ତି ଥିଲେ ହିଁ ପ୍ରଗତି ସମ୍ଭବ: ପୂର୍ବତନ ମୁଖ୍ୟମନ୍ତ୍ରୀ August 13, 2024 Nirvay ଓଡ଼ିଶାରେ ଶାନ୍ତି ପ୍ରତିଷ୍ଠା ପାଇଁ ନିବେଦନ କରିଚ୍ଛନ୍ତି ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ଶ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ଶାନ୍ତିପ୍ରିୟ ରାଜ୍ୟ ଭାବେ ଓଡ଼ିଶାର ଖ୍ୟାତି ରହିଛି। ଓଡ଼ିଶା ଏପରି ଏକ ରାଜ୍ୟ ଯେଉଁଠି ଲୋକଙ୍କ ମଧ୍ୟରେ…
ତାଜା ଖବର ରାଜ୍ୟ ଏସସିବିରେ ଦୁଷ୍କର୍ମ ଘଟଣା: ତଦନ୍ତ ପାଇଁ ୩ ଜଣିଆ କମିଟି ଗଠିତ August 13, 2024 Nirvay ଚିକିତ୍ସା କରାଇବାକୁ ଯାଇ ଡାକ୍ତରଙ୍କ ଦ୍ୱାରା ଦୁଷ୍କର୍ମର ଶୀକାର ହୋଇଛନ୍ତି ରୋଗୀ। କଟକ ବଡ଼ ମେଡିକାଲରେ ଏଭଳି ଘଟଣା ଦେଖିବାକୁ ମିଳିଛି। କାର୍ଡିଓଲୋଜି ବିଭାଗର ରେସିଡେଣ୍ଟ ଡାକ୍ତର ୨ ରୋଗୀକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି। କାର୍ଡିଓଲୋଜି ବିଭାଗରେ ଇକୋ ପରୀକ୍ଷା…
ତାଜା ଖବର ରାଜ୍ୟ ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ଏନଜିଟିର ରୋକ; ଅନେକ ପ୍ରକଳ୍ପ ବାଧାପ୍ରାପ୍ତ ଆଶଙ୍କା August 13, 2024 Nirvay ମୟୂରଭଞ୍ଜ ଜିଲ୍ଲାରେ ଲଘୁଖଣିଜ ଦ୍ରବ୍ୟର ପରିଚାଳନା ପାଇଁ ଜିଲ୍ଲା ସର୍ଭେ ରିପୋର୍ଟ (DSR)କୁ ତୃଟିପୁର୍ଣ୍ଣ ଦର୍ଶାଇ ଖଣିଜ ଦ୍ରବ୍ୟ ଉତ୍ତୋଳନ ଉପରେ ରୋକ ଲଗାଇଲେ ଜାତୀୟ ଗ୍ରୀନ ଟ୍ରିବ୍ୟୁନାଲ (ଏନଜିଟି) । ମୟୂରଭଞ୍ଜ ଜିଲ୍ଲାର ବେତନଟୀ ତହସିଲ ଅନ୍ତର୍ଗତ ବୁଢାବଳଙ୍ଗ ବାଲିଶଯ୍ୟା-୧ର…
ତାଜା ଖବର ରାଜ୍ୟ ମାଦକ ଦ୍ରବ୍ୟରେ ସାମିଲ୍ ହେଲା ଭାଙ୍ଗ August 13, 2024 Papirani ମାଦକ ଦ୍ରବ୍ୟରେ ସାମିଲ୍ ହେଲା ‘ଭାଙ୍ଗ’ । ଏନେଇ ରାଜ୍ୟ ଅବକାରୀ ବିଭାଗ ପକ୍ଷରୁ ବିଜ୍ଞପ୍ତି ଜାରି ହୋଇଛି । ଓଡିଶା ଏକ୍ସାଇଜ୍ ଆକ୍ଟ, ୨୦୦୮ ଓ ଓଡିଶା ଆକ୍ଟ ୧୦, ୨୦୧୩ ର ଧାରା ୨ର କ୍ଲଜ (t) ଅନୁଯାୟୀ…
ତାଜା ଖବର ରାଜ୍ୟ ଏସ୍ସିବି ମେଡିକାଲରେ ୨ ରୋଗୀଙ୍କୁ ଡାକ୍ତରଙ୍କ ଦୁଷ୍କର୍ମ ଅଭିଯୋଗ August 13, 2024 Papirani କଟକରେ ଥିବା ଏସ୍ସିବି ମେଡ଼ିକାଲରେ ୨ ରୋଗୀଙ୍କୁ ଦୁଷ୍କର୍ମ ହୋଇଥିବା ଅଭିଯୋଗ ଏବେ ସାମ୍ନାକୁ ଆସିଛି । କାର୍ଡିଓଲୋଜି ବିଭାଗର ଜଣେ ଡାକ୍ତର ମେଡ଼ିକାଲକୁ ଚିକିତ୍ସିତ ହେବାକୁ ଆସିଥିବା ଜଣେ ଡାକ୍ତରଙ୍କ ମା’ ଓ ମାଇଁକୁ ଦୁଷ୍କର୍ମ କରିଥିବା ଅଭିଯୋଗ ହୋଇଛି…